Home Articles posted by odadmin (Page 330)
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ୱର, ୩୧/୭: ଭାରତ ରତ୍ନ ଶ୍ରୀ ଜେଆରଡି ଟାଟାଙ୍କ ୧୨୧ତମ ଜୟନ୍ତୀ ପ୍ରତି ଶ୍ରଦ୍ଧାଞ୍ଜଳି ସ୍ୱରୂପ ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ନର୍ଦନ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏନଓଡିଏଲ) ପକ୍ଷରୁ ବାଲେଶ୍ୱରର ନୋସି କମର୍ସିଆଲ ସେଣ୍ଟରରେ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା।ଏଥି ସହିତ ଟିପିଏନଓଡିଏଲ ଅଧୀନରେ ଥିବା ସମସ୍ତ ଡିଭିଜନ କାର୍ଯ୍ୟାଳୟରେ ମଧ୍ୟ ଶ୍ରୀ ଜେଆରଡି ଟାଟାଙ୍କ ଜୟନ୍ତୀ ପାଳନ Continue Reading
Odisha News
ଭୁବନେଶ୍ୱର, ୩୧/୭: ଧୋକା ଦେଲେ ସ୍ୱାମୀ । ବିବାହର ଏକ ବର୍ଷ ପରେ ଛୁଆ ଜନ୍ମ ହୋଇସାରିବା ପରେ ଉଭଙ୍କୁ ଛାଡି ଚାଲିଯାଇଛନ୍ତି ସ୍ୱାମୀ। ଏଭଳି ଅଭିଯୋଗ ଆଣିଛନ୍ତି OSDMA ରେ କାର୍ଯ୍ୟରତ DGMସାର୍ଥକ ସୌରଭ ମହାପାତ୍ରଙ୍କ ପତ୍ନୀ ।ପତ୍ନୀ ଅର୍ଚ୍ଚନା ଦାସ ମହିଳା ଥାନାର ଦ୍ୱାରସ୍ଥ ହୋଇ ସାର୍ଥକଙ୍କ ନାମରେ ସଂଘାତିକ ଅଭିଯୋଗ ଆଣିଛନ୍ତି । ସ୍ୱାମୀ, ଶାଶୁ ଓ ନଣନ୍ଦଙ୍କ ନାଁରେ ନିର୍ଯ୍ୟାତନା ଦେଉଥିବା ଅଭିଯୋଗ ଆଣିଛନ୍ତି ଅର୍ଚ୍ଚନା ।ସେ ଆହୁରି ଅଭିଯୋଗରେ କରିଛନ୍ତି Continue Reading
Odisha News
ଭୁବନେଶ୍ୱର,୩୦/୭ : ଆରଆଇ,ଏଆରଆଇ, ଅମିନ, ଆଇସିଡିଏସ୍ ଓ ଏସ୍‌ଏଫଏସ ପ୍ରିଲିମ୍ ପରୀକ୍ଷା ବାତିଲ୍ କରିଛନ୍ତି OSSSC । ଏନେଇ ହାଇକୋର୍ଟଙ୍କୁ ଅବଗତ କରାଇଛନ୍ତି ଆଡ୍‌ଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ।ପ୍ରିଲିମ ପରୀକ୍ଷାକୁ ବାତିଲ କରାଯିବା ସହିତ ଅଗଷ୍ଟ ୧ରୁ ସେପ୍ଟେମ୍ବର ୪ ପର୍ଯ୍ୟନ୍ତ ହେବାକୁ ଥିବା ମେନ୍ ପରୀକ୍ଷା ବି ବାତିଲ କରାଯାଇଛି।୧୪ ଦିନ ଭିତରେ ସାନି ପରୀକ୍ଷା ନେଇ ବିଜ୍ଞପ୍ତି ପ୍ରକାଶ କରିବେ କମିଶନ। କିନ୍ତୁ ଆଶାୟୀଙ୍କୁ ଆଉ ସାନି ଆବେଦନ Continue Reading
Odisha News
ଭୁବନେଶ୍ୱର,୩୦/୭: ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ଦୂଷଣ ରୋକିବା ପାଇଁ ଓଡ଼ିଶା ସରକାର ସରକାରୀ ଅଫିସ୍‌ଗୁଡ଼ିକରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ବ୍ୟବହାର ଉପରେ କଡ଼ା କଟକଣା ଲଗାଇଛନ୍ତି।ଏହି ସଂପର୍କରେ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁ ରାଜ୍ୟର ସମସ୍ତ ବିଭାଗୀୟ ସଚିବଙ୍କୁ ଏକ ଚିଠି ଜାରି କରି ନିର୍ଦ୍ଦେଶ ଦେଇଛନ୍ତି।ଚିଠି ଅନୁସାରେ, ସରକାରୀ ବୈଠକ, ସଭା, ସମିତି ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୩୦/୭: ଭୁବନେଶ୍ବର ସ୍ଥିତ ଲୋକ ସେବା ଭବନ ଠାରେ ଆୟୋଜିତ ଆକାଂକ୍ଷୀ ଜିଲ୍ଲା କାର୍ଯ୍ୟକ୍ରମ ଓ ଆକାଂକ୍ଷୀ ବ୍ଲକ୍ କାର୍ଯ୍ୟକ୍ରମର ପର୍ଯ୍ୟାଲୋଚନା କରିବା ପରେ ଉତ୍କୃଷ୍ଟ ଫଳାଫଳ ପାଇଥିବା ଜିଲ୍ଲା ମାନଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସାଧୁବାଦ ଜଣାଇବା ସହିତ ଜିଲ୍ଲାପାଳ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀମାନଙ୍କୁ ସମ୍ମାନିତ କରିଛନ୍ତି।ଏହି କ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀମତୀ ଏମ: ମଧୁମିତାଙ୍କୁ ଚାରିଟି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩୦/୭: (ମଙ୍ଗଳବାର) ଦିନ ସକାଳ ୧୦ ଘଣ୍ଟା ସମୟରେ ହରଭଙ୍ଗା ବ୍ଲକ ସରସରା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବୌଦ୍ଧ ସହର ସଂଲଗ୍ନ ମାଉଲସିଙ୍ଗା ଗ୍ରାମର ଅଙ୍ଗନବାଡ଼ି କେନ୍ଦ୍ର ପରିଦର୍ଶନ କରିଛନ୍ତି ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ସଚିବ ଡ. ବିଜୟ କେତନ ଉପାଧ୍ୟାୟ ।ବୌଦ୍ଧ ଜିଲ୍ଲାର ଉନ୍ନୟନ କାର‌୍ୟ୍ୟ ଦେଖିବା ପାଇଁ ରାଜ୍ୟ ସରକାରଂକ ପକ୍ଷରୁ ଶ୍ରୀ ଉପାଧ୍ୟାୟଙ୍କୁ ଜିଲ୍ଲାର ନୋଡାଲ ଅଫିସର୍ ଭାବେ ନିଯୁକ୍ତ କାରାଯାଇଛି Continue Reading
National News
SRIHARIKOTA, JUL 30 : India and the US on Wednesday marked their maiden space collaboration with the successful flight of a GSLV rocket that placed an earth observation satellite, jointly developed by the two space agencies, in a precise orbit. ISRO’s GSLV F-16 injected NISAR–NASA-ISRO Synthetic Aperture Radar satellite, into the intended Sun Synchronous Polar Continue Reading
Odisha News
ଭୁବନେଶ୍ୱର, ୩୦/୭ : ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ। ୨୧ ବର୍ଷ ହୋଇଥିବା ଯୁବତୀ ପୁଣି ଥରେ କରିପାରିବେ ଆବେଦନ। ସୁଭଦ୍ରା ଯୋଜନାକୁ ନେଇ ଆଜି ଏଭଳି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।ଆସନ୍ତା ଅଗଷ୍ଟ ୯ ତାରିଖ ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ତୃତୀୟ କିସ୍ତି ପରେ ଖୋଲିବ ସୁଭଦ୍ରା ପୋର୍ଟାଲ। ୨୧ ବର୍ଷ ହୋଇଥିବା ଯୁବତୀ କରି ପାରିବେ ଆବେଦନ। ତାସହ ପୂର୍ବରୁ ବାଦ୍ ପଡ଼ିଥିବା ୨ ଲକ୍ଷ ହିତାଧିକାରୀଙ୍କୁ ଯୋଡ଼ିବା ପାଇଁ ଆଉ ଥରେ […]Continue Reading
Odisha News
ଭୁବନେଶ୍ୱର, ୩୦/୭ : ରାଜ୍ୟର ୩ଟି ଜିଲ୍ଲାର ୮ଟି ବ୍ଲକର ୮୧ଟି ଗାଁ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛି। ବାଲେଶ୍ୱରର ୪ଟି ବ୍ଲକ୍‍ ଯଥା ବସ୍ତା, ବାଲିଆପାଳ, ଭୋଗରାଇ ଓ ଜଳେଶ୍ୱର ଏବଂ ଭଦ୍ରକ ଜିଲ୍ଲାର ଧାମନଗର ଓ ଭଣ୍ଡାରୀପୋଖରୀ ଏବଂ ଯାଜପୁର ଜିଲ୍ଲାର ଯାଜପୁର ଓ ଦଶରଥପୁର ବ୍ଲକ ପ୍ରଭାବିତ ହୋଇଛି ।ବନ୍ୟାଦ୍ୱାରା ପ୍ରାୟ ୩୦ ହଜାର ଲୋକ ପ୍ରଭାବିତ ହୋଇଥିବା ବେଳେ ୫୮୬୯ ଜଣ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିବା ବନ୍ୟା ସ୍ଥିତି […]Continue Reading