Home Articles posted by odadmin (Page 336)
Odisha News
ଭୁବନେଶ୍ୱର,୨୭/୮ : ଆଜି ହେଉଛଇ ପବିତ୍ର ଗଣେଶ ଚତୁର୍ଥୀ। ଭଗବାନ ଗଣେଶଙ୍କ ପୂଜାର୍ଚ୍ଚନା ପାଇଁ ଚାରିଆଡ଼େ ଉତ୍ସାହ ଦେଖାଯାଇଛି। ସ୍କୁଲ, କଲେଜ, କାର୍ଯ୍ୟāଳୟ, ବଜାରରେ ଗଣେଶ ପୂଜାର ଆୟୋଜନ ହେଉଛି। ଅନେକ ସ୍ଥାନରେ ଗଣେଶ ପୂଜାକୁ ‘ଗଣେଶତ୍ସୋବ’ ଭାବେ ପାଳନ କରାଯାଉଛି। ପୂଜାମଣ୍ଡପ ଗୁଡ଼ିକ ଆଲୋକମାଳାରେ ଝଲସୁଛି। ଦେବଗଡ଼, ‌ତାଳଚେର ଓ ଜଟଣୀରେ ଗଣେଶ ପୂଜା ୧୦ ଦିନ ଯାଏ ଜାରି ରହିବ। ଏହି ସମୟରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯିବ।ହିନ୍ଦୁ Continue Reading
Top Stories
By Radhika Pant New Delhi, Aug. 27: This Ganesh Puja, August 27, 2025, marked a special beginning as MyProductDeal.com, a new B2B e-commerce platform, officially came into operation. Headquartered in Bhubaneswar, the platform is designed to make life easier for retail shop owners, wholesalers, and business buyers by helping them order products in bulk directly […]Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୨୬/୮ :୧୯୯୩ ମସିହାରେ ପ୍ରତିଷ୍ଠିତ ହୋଇଥିବା ମେସ୍କୋ ଷ୍ଟିଲ ଗ୍ରୁପର ମିଡ-ଇଷ୍ଟ ଇଂଟିଗ୍ରେଟେଡ ଷ୍ଟିଲ ଡଃ. ହେଉଛି ଯାଜପୁର ଜିଲ୍ଲା କଳିଙ୍ଗନଗର ଶିଳ୍ପୀଚଳର ପ୍ରଥମ ଇସ୍ପାତ କାରଖାନା ।ଏଥିପାଇଁ ସୁକିନ୍ଦା ଏବଂ ଦାନଗଦୀ ବ୍ଲକ ଅନ୍ତର୍ଗତ ସିଆରିଆ, ଖୁରଂଟି ଓ ମାନଗୋବିନ୍ଦପୁର ଗ୍ରାମର ୨୦୦ ପରିବାର ବାସଚ୍ୟୁତ ହୋଇ ୬୫୦ ଏକର ଜମି ଅଧିଗ୍ରହଣ ହୋଇଥିବା ବେଳେ ରାଜ୍ୟ ସରକାର ମଧ୍ୟ କେନ୍ଦୁଝର ଜିଲ୍ଲା ବଡବିଲ ସେକ୍ଟରରେ ୧୫୦ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୬/୮ : ଜଟଣୀ ,ଖୋର୍ଦ୍ଧାରୋଡ଼ ରେଳମଣ୍ଡଳର ମଣ୍ଡଳ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ସମ୍ପ୍ରତି ଖୋର୍ଦ୍ଧା ରୋଡସ୍ଥିତ କନଫରେନ୍ସ ହଲ୍‌ରେ ଇତିମଧ୍ୟରେ ଏକ ଉତ୍ସାହୀ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା ।ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ମଣ୍ଡଳ ରେଳବାଇ ପ୍ରବନ୍ଧକ ଶ୍ରୀ ଆଲୋକ ତ୍ରିପାଠୀ ଯୋଗଦାନ କରିଥିଲେ । ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ମଧ୍ୟରେ ଅତିରିକ୍ତ ମଣ୍ଡଳ ରେଳବାଇ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୬/୮ : ଆଜି ଓଡିଶା ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ ର ସଦସ୍ୟା ଶ୍ରୀମତୀ ଚନ୍ଦନା ଦାସ ବୌଦ୍ଧ ଜିଲ୍ଲା ଦିନିକିଆ ଗସ୍ତରେ ଆସି ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ସ୍କୁଲ ଓ ଗଣଶିକ୍ଷା ବିଭାଗ ଅନ୍ତର୍ଗତ ବିଭିନ୍ନ କାର‌୍ୟ୍ୟକ୍ରମ ପରିଦର୍ଶନ କରିଥିଲେ।ପ୍ରଥମେ ମାର୍ଡିଙ୍ଗ ଅଙ୍ଗନବାଡି କେନ୍ଦ୍ର ଏବଂ ବଡ଼ବନ୍ଧ ଅଙ୍ଗନବାଡି କେନ୍ଦ୍ର, ପରିଦର୍ଶନ କରି ଶିଶୁ ଙ୍କ ସହିତ ଆଲୋଚନା କରିବା ସଙ୍ଗେ ସଙ୍ଗେ ଖାଦ୍ୟ, ପାନୀୟଜଳ ବ୍ୟବସ୍ଥା Continue Reading
Odisha News
ଭୁବନେଶ୍ୱର, ୨୬/୮ : ଆଗକୁ ଆସୁଛି ଛାତ୍ର ସଂସଦ ନିର୍ବାଚନ । ଏବେଠାରୁ ବିଭିନ୍ନ ଛାତ୍ର ସଂଗଠନ କଲେଜ ପରିସରରେ ଡେରା ପକାଇବା ଆରମ୍ଭ କରିଛନ୍ତି ।ଆଉ ଏହାରି ମଧ୍ୟରେ ବିଜୁ ଜନତା ଦଳ ତାର ବିଭିନ୍ନ ସଂଗଠନର ବଡ଼ ଘୋଷଣା କରିଛି । ମହିଳା ନେତ୍ରୀ ଇପସିତା ସାହୁ ଏବଂ ଚିନ୍ମୟ ସାହୁଙ୍କୁ ଗୁରୁ ଦାୟିତ୍ୱ ଦେଇଛନ୍ତି ସୁପ୍ରିମୋ ନବୀନ ପଟ୍ଟନାୟକ । ବିଜୁ ଛାତ୍ର ଜନତା ଦଳର ସଭାନେତ୍ରୀ ହୋଇଛନ୍ତି ଇପସିତା ସାହୁ । […]Continue Reading
Odisha News
କଟକ,୨୬/୮:ସିଏମ୍‌ସି ମେୟର ସୁବାସ ସିଂଙ୍କୁ ନ ଡାକି କମିଶନର ଓ ଅଧିକାରୀଙ୍କ ସହ ସମୀକ୍ଷା ବୈଠକ କଲେ ବିଧାୟିକା ସୋଫିଆ ଫିର୍ଦ୍ଦୋଶ। ତାଙ୍କୁ ମେୟରଙ୍କ ବିଷୟରେ ପଚାରିବାରୁ ସେ କହିଛନ୍ତି, କି ମେୟର କାମ କରି ପାରୁନାହାଁନ୍ତି। ମେୟର କଟକ ସହରକୁ ବୁଡ଼ାଇ ଦେଇଛନ୍ତି। ସମୀକ୍ଷା କରି ପାରୁନାହାଁନ୍ତି।ମୁଁ ବିଧାୟିକା ହିସାବରେ ସମୀକ୍ଷା କରିପାରିବି, ସେଥିପାଇଁ କରୁଛି।ଅନ୍ୟପକ୍ଷେ,ଜବାବରେ ସୋଫିଆଙ୍କୁ ଆକ୍ସିଡେଣ୍ଟାଲ ଗଖଇ କହି ତାଚ୍ଛଲ୍ୟ କରିଛନ୍ତି ମେୟର। Continue Reading
Odisha News
ପ୍ରମୋଦ କୁମାର ସାହୁକାରଙ୍କ ରିପୋର୍ଟମୁନିଗୁଡା/ ରାୟଗଡ, ୨୬/୮ : ମୁନିଗୁଡା ବ୍ଲକ ସଦଭାବନା ସଭାଗୃହରେ ରାୟଗଡ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି ।ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସ୍ୱାଥି ଏସ କୁମାର, ଗୁଣପୁର ଉପ ଜିଲ୍ଲାପାଳ ଦୁଧାଳ ଅଭିଷେକ ଦିଲୀପ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନ ସ୍ଵାସ୍ଥ୍ୟ ଅଧିକାରୀ ଭି ସରୋଜିନୀ Continue Reading