Home Articles posted by odadmin (Page 347)
National News
NEW DELHI, AUG 17 : The Election Commission of India (ECI) on Sunday pushed back against allegations of irregularities in electoral rolls, with Chief Election Commissioner (CEC) Gyanesh Kumar asserting that the Special Intensive Revision (SIR) in Bihar was being conducted in a transparent and legally mandated manner. Addressing a press conference at the National […]Continue Reading
Odisha News
କେନ୍ଦ୍ରାପଡ଼ା,୧୭/୮: କେନ୍ଦ୍ରାପଡ଼ା ଜିଲାର ଆଳି ଥାନା ଅନ୍ତର୍ଗତ ଏକମାଣିଆ ଓ ନଳପାହି ଗ୍ରାମରେ ଏକ ଦୁଃଖଦ ଘଟଣାରେ ପ୍ରାୟ ୬୦ରୁ ଅଧିକ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ମଇଁଷିମାନେ ଚରିବାକୁ ଯିବା ସମୟରେ ନଦୀରୁ ବାହାରିଥିବା ଏକ ଶାଖା ନଦୀ ଦକ୍ଷିଣଡିହା (ଗଳିଆ) ନାମକ ସ୍ଥାନରେ ପଶି ଯାଇଥିଲେ।ଏପର୍ଯ୍ୟନ୍ତ ୩୦ରୁ ଅଧିକ ମଇଁଷିଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ଗ୍ରାମବାସୀମାନେ ନଦୀରେ ବୋଟ ସାହାଯ୍ୟରେ ଅନ୍ୟ ମଇଁଷିଙ୍କୁ Continue Reading
Odisha News
କଟକ, ୧୭/୮ : ଆସନ୍ତା ୨୮ରୁ ଆରମ୍ଭ ହେବ କଟକର ପ୍ରସିଦ୍ଧ ଦୁର୍ଗା ପୂଜା । ଆସନ୍ତା ମାସ ଅର୍ଥାତ ସେପ୍ଟେମ୍ବର ୨୮ରୁ କଟକରେ ଶାରଦୀୟ ଦୁର୍ଗା ପୂଜା ଆରମ୍ଭ ହେବ । ଅକ୍ଟୋବର ୩ରେ ଅନୁଷ୍ଠିତ ହେବ ମାଙ୍କ ଭସାଣୀ ଉତ୍ସବ । ଏନେଇ କଟକ ମହାନଗର ପୂର୍ବାଞ୍ଚଳ ଶାନ୍ତି କମିଟି ପକ୍ଷରୁ ନିଷ୍ପତ୍ତି ହୋଇଛି ।ସୂଚନା ଅନୁସାରେ, ଦୁର୍ଗାପୂଜା ନେଇ ରବିବାର ଦିନ କଟକ ମହାନଗର ପୂର୍ବାଞ୍ଚଳ ଶାନ୍ତି କମିଟିର ବୈଠକ ବସିଥିଲା । […]Continue Reading
Odisha News
ଭୁବନେଶ୍ୱର,୧୭/ ୮: ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ହେଉଛି। ତେବେ ଆସନ୍ତା ୧୮ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।ଫଳରେ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୧୭ ତାରିଖରେ ବିଭିନ୍ନ ଜିଲାକୁ ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଜାରି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୬/୮ : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ତାଜୁଙ୍ଗିଆ ପଞ୍ଚାୟତର ସିକରମାହା ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟରେ ୭୯ତମ ସ୍ବାଧୀନତା ଦିବସ ବଡ଼ ଧୂମଧାମରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ଥିଲେ ଉକ୍ତ ଅଞ୍ଚଳର ଜଣେ ୯୦ ବର୍ଷୀୟା ବୃଦ୍ଧା ଯିଏ କି ଦେଶ ସାଧିନତା ପାଇବା ପୂର୍ବରୁ ସେ ଜନ୍ମ ଗ୍ରହଣ କରିଥିଲେ ସେ ହେଲେ ତାଜୁବତୀ ମଲ୍ଲିକ ବୋଲି ବିଦ୍ୟାଳୟର Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୬/୮ : ଜ଼ିଲ୍ଲା ଷ୍ଟାଡିୟମ ପଡିଆଠାରେ ୭୯ ତମ ଜ଼ିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଜ଼ିଲ୍ଲାପାଳ ବିଭୁତି ଭୂଷଣ ନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଅନୁଷ୍ଠାନିକ ଭାବେ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ଜନତାଙ୍କ ଉଦ୍ଦେଶ୍ୟରେ ଉଦବୋଧନ ଦେଇଥିଲେ ।ଏଥିସହ ସ୍ୱାଧୀନତା ସଂଗ୍ରାମରେ ପ୍ରାଣବଳୀ ଦେଇଥିବା ସ୍ୱାଧୀନତା ସଂଗ୍ରାମୀଙ୍କୁ ସମସ୍ତେ ଆଜିର ଦିନରେ ମନେପକାଇ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କଖୋର୍ଦ୍ଧା , ୧୬/୮ : ଜିଲ୍ଲା ସଦର ମହକୁମାର ବି.ଜେ.ବି ହାଇସ୍କୁଲ ଖେଳ ପଡ଼ିଆରେ ୭୯ ତମ ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ -୨୦୨୫ ପାଳନ ହୋଇଯାଇଛି।ଜିଲ୍ଲାପାଳ ମୁଖ୍ୟ ଅତିଥି ଶ୍ରୀଯୁକ୍ତ ଅମ୍ରିତ୍ ଋତୁରାଜ ସକାଳ ୦୯.୧୫ମି ସମୟରେ ଜାତୀୟ ପତାକା ଉତ୍ତୋଳନ କରି ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ ।ପ୍ୟାରେଡ୍ ପରେ ଜିଲ୍ଲା ବାସୀ ଓ ଜାତି ଉଦ୍ଦେଶ୍ୟରେ ନିଜର ଉଦବୋଧନରେ ସମସ୍ତ ଖୋର୍ଦ୍ଧା ବାସୀଙ୍କୁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୬/୮: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂସଦ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସର ମଧ୍ୟରେ ୭୯ ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଏଗାର ଦିନ ଧରି ଆୟୋଜିତ ଫୁଟବଲ ଚମ୍ପିୟାନସିପ ଉଦଯାପିତ ହୋଇଯାଇଛି ।ଏଥିରେ ଅଞ୍ଚଳର ବଛା ବଛା ୧୨ଟି ଦଳ ଅଂଶ ଗ୍ରହଣ କରି ଫାଇନାଲ ଦିନ ଢୁପା ଏଫସି ଦଳ ସହ ସିର୍ତ୍ତିଗୁଡା ଦଳ ମଧ୍ୟରେ ଟୁର୍ନାମେଣ୍ଟ ଆୟୋଜିତ ହୋଇଥିଲା ।ଏଥିରେ ସ୍ଥାନୀୟ […]Continue Reading