Home Articles posted by odadmin (Page 36)
Top Stories
CSR initiative to set up Rural Business Incubation Centre in Kashipur, focusing on youth and womenProgramme aims to build sustainable micro-enterprises and strengthen local economy in tribal Rayagada By A.K.SahooBhubaneswar, Jan. 13:Aditya Alumina Refinery at Kansariguda in Odisha’s Rayagada district, a unit of Hindalco Industries Limited under the Aditya Birla Group, has Continue Reading
National News
NEW DELHI,JAN 13 : Following an intervention from the Labour Ministry, quick-commerce companies such as Blinkit, Zepto, Zomato and Swiggy have begun removing the ’10-minute’ delivery claims from all platforms from today. According to government sources in the Labour ministry, Blinkit has already complied with the directive and removed the 10-minute delivery Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧୩/୧: ସରକାର ଆଶ୍ରମ ସ୍କୁଲ୍ ମାନ ଖୋଲି ଛାତ୍ର ଛାତ୍ରୀ ମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ଚେଷ୍ଟିତ।ଶିକ୍ଷା ସମାଜର ମାନଦଣ୍ଡ।ଶିକ୍ଷ୍ୟା କ୍ଷେତ୍ରରେ ଯେଉଁ ଦେଶ ଯେତେ ଉନ୍ନତ ସେ ଦେଶ ବିକଶିତ ଦେଶ ଭାବରେ ପରିଗଣିତ।ଭାରତ ବର୍ଷରେ ଶିକ୍ଷା ର ବିକାଶ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି।ସେହିଭଳି ଓଡ଼ିଶା କୁ ଶିକ୍ଷା କ୍ଷେତ୍ରରେ ଏକ ନମ୍ବର କରିବା ପାଇଁ ମୋହନ ସରକାର ଅନେକ ବିକଳ୍ପ ପନ୍ଥା Continue Reading
Odisha News
ଭୁବନେଶ୍ୱର, ୧୩/୧: ସୁଭଦ୍ରା ଯୋଜନାକୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି। ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା। ଏନେଇ ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ମନ୍ତ୍ରୀଙ୍କ କହିବାନୁଯାୟୀ, ଏଯାବତ ସୁଭଦ୍ରା ଯୋଜନାରେ ମୋଟ ୪ ଲକ୍ଷ ୫୭ ହଜାର ୬୮୧ଜଣ ମହିଳା ସାମିଲ ହୋଇସାରିଛନ୍ତି।ତାଙ୍କ ଭିତରୁ ନୂଆକରି ୧ ଲକ୍ଷ ୭୮ ହଜାର ୩୯୮ ଜଣ ମହିଳାଙ୍କୁ ସାମିଲ କରାଯାଇଛି। ଯେଉଁମାନେ କି ପ୍ରଥମ ଥର ପାଇଁ ସୁଭଦ୍ରା କିସ୍ତି […]Continue Reading
Odisha News
ଭୁବନେଶ୍ୱର,୧୩/୧ : ଦିନକ ପରେ ପୁଣି ଲେଉଟିଛି ଶୀତ। ରାଜ୍ୟର ବିଭିନ୍ନ ସହରରେ ପାରଦ ୩ରୁ ୪ ଡିଗ୍ରୀ ପର‌୍ୟ୍ୟନ୍ତ ହ୍ରାସ ପାଇଥିବାବେଳେ ଆଗାମୀ ଦିନରେ ତାପମାତ୍ରା ଆହୁରି ନିମ୍ନଗାମୀ ହେବ। ଫଳରେ ଶୀତ ଆହୁରି ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। କେନ୍ଦ୍ରର ସୂଚନାନୁସାରେ, ଆଗାମୀ ୩ଦିନ ସାରା ରାଜ୍ୟରେ ପ୍ରବଳ ଥଣ୍ଡା ଅନୁଭୂତ ହେବା ନେଇ ବିଭିନ୍ନ ଜିଲାକୁ ସତର୍କ କରାଯାଇଛି।ମଙ୍ଗଳବାର ଓ ବୁଧବାର ଝାରସୁଗୁଡା, ଅନୁଗୋଳ ଏବଂ Continue Reading
Odisha News
ବୌଦ୍ଧ , ୧୩/୧ : (ସୋମବାର) ଦିନ ଦିବା ୧୨ ଘଟିକା ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଓସୱାନ ହଲ୍ ଠାରେ ଆଭାସୀ ମାଧ୍ୟମରେ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ୫ ଟି ରାସ୍ତାର ଉନ୍ନତ୍ତି କରଣ ପ୍ରକଳ୍ପର ଶିଳାନ୍ୟାସ କରା ଯାଇଛି ।ଭୁବନେଶ୍ବର ଠାରେ ଆୟୋଜିତ ଉତ୍ସବରୁ ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶିଳାନ୍ୟାସ କରିଥିବା ବେଳେ ରାଜ୍ୟ ପୂର୍ତ୍ତ, ଆଇନ ଓ ଅବକାରୀ ବିଭାଗ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉପସ୍ଥିତ ଥିଲେ ।ସେହିପରି […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୩/୧ : ସୋମବାର ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକ ଅନ୍ତର୍ଗତ ଓଡ଼ଗାଁ ଠାରେ ୪ କୋଟି ୫ ଲକ୍ଷ ଟଙ୍କା ବ୍ୟୟରେ ନବନିର୍ମିତ ଅତ୍ୟାଧୁନିକ ଅଟଳ ବସ୍ ଷ୍ଟାଣ୍ଡ କୁ ନେଇ ୧୦ ଗୋଟି ଜିଲ୍ଲାର ମୋଟ ୧୫୬.୫୩ କୋଟି ଟଙ୍କାର ୧୪ ଗୋଟି ଅଟଳ ବସ୍ ଷ୍ଟାଣ୍ଡକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଆଭାସିରେ ରାଜ୍ୟ ଲୋକସଭା ଭବନ ପ୍ରଥମ ମହଲା ସମ୍ମିଳନୀ କକ୍ଷରୁ ରିମୋର୍ଟ […]Continue Reading
Top Stories
By Tapaswini Sahoo Bhubaneswar/Odisha, Jan 13 : The four-day 4th Odisha Mining & Infrastructure International Expo 2026, held from January 8 to 11, 2026 at Baramunda Ground, Bhubaneswar, concluded successfully today, reinforcing Odisha’s position as a key hub for mining, infrastructure, and industrial development. The grand event was organised by Futurex Trade Fair and Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୧୩/୧ : ବନ୍ଦେ ମାତରମର ୧୫୦ ତମ ବାର୍ଷିକୀ ଅବସରରେ ଜିଲ୍ଲା ପ୍ରଶାସନ ଏବଂ ସଂସ୍କୃତି ବିଭାଗ ପକ୍ଷରୁ ଯାଜପୁର ଜିଲ୍ଲାର ବିଭିନ୍ନ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ସ୍ତରରେ ସାମୂହିକ ବନ୍ଦେ ମାତରମ୍ ଗାନ କରାଯାଇଛି।ଏହି କ୍ରମରେ ଜାତୀୟ ଯୁବ ଦିବସ ତଥା ସ୍ଵାମୀ ବିବେକାନନ୍ଦଙ୍କ ଜୟନ୍ତୀ ଦିନ ସ୍ଥାନୀୟ ନରସିଂହ ଚୌଧୁରୀ ମହାବିଦ୍ୟାଳୟରେ ବନ୍ଦେ ମାତରମର ୧୫୦ ବର୍ଷ ପୂର୍ତ୍ତି ପାଳନ ଉଦ୍ଦେଶ୍ୟରେ ଏକ ବିଶେଷ କାର୍ଯ୍ୟକ୍ରମ ଆୟୋଜିତ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୩/୧ : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ରାଗିଡି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନୀ ମାଝୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁନିଲ କାନ୍ତ ମହାନ୍ତି , ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି Continue Reading