ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧୧/୯ : ସ୍ମୃତି,ସମ୍ପର୍କ ଓ ସେବାର ଏକ ଅନନ୍ୟ ମିଳନର ସାକ୍ଷୀ ହୋଇଛି ବଲାଙ୍ଗିର।ସରସ୍ୱତୀ ଶିଶୁ ବିଦ୍ୟା ଜ୍ଞାନ ମନ୍ଦିର, କଦମପଡ଼ା ପରିସରରେ ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଭାବାବେଗପୂର୍ଣ୍ଣ ପରିବେଶରେ ଅନୁଷ୍ଠିତ ହୋଇଯାଇଛି।ଦୀର୍ଘ ବର୍ଷ ପରେ ପୁରୁଣା ସହଯୋଗୀ,ଗୁରୁଭାଇ-ଭଉଣୀ ଓ ସହକର୍ମୀମାନେ ଏକାଠି ହୋଇ ଅତୀତର ସ୍ମୃତିକୁ ମନେ ପକାଇବା ସହ ନିଜ ନିଜ Continue Reading




