Home Articles posted by odadmin (Page 369)
Odisha News
ପୁରୀ,୨୮/ ୭ : ଚାଇନିଜ୍ ଇ-କମର୍ସ ପ୍ଲାଟଫର୍ମ ‘ଅଲି ଏକ୍ସପ୍ରେସ’ରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଛବି ଥିବା ଗୋଡ଼ ପୋଛା ବିକ୍ରି ହେଉଥିବା ଘଟଣା ସାମ୍ନାକୁ ଆସିବା ପରେ ଜଗନ୍ନାଥପ୍ରେମୀଙ୍କ ମନରେ ଗଭୀର ଆଘାତ ଲାଗିଛି। ଏହି ଅପମାନଜନକ ଘଟଣା ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ହିନ୍ଦୁ ସଂଗଠନ ଓ ଭକ୍ତମାନେ ତୀବ୍ର ପ୍ରତିବାଦ ଜଣାଇଛନ୍ତି।ସୋସିଆଲ ମିଡିଆରେ ଜଗନ୍ନାଥପ୍ରେମୀମାନେ କହିଛନ୍ତି, “ମହାପ୍ରଭୁଙ୍କ ଛବିକୁ ଗୋଡ଼ ପୋଛାରେ ବ୍ୟବହାର କରି ଲକ୍ଷ ଲକ୍ଷ Continue Reading
Odisha News
ପୁରୀ,୨୯/୭: ପୁରୀ ଶ୍ରୀମନ୍ଦିରରେ ହିଡେନ୍ କ୍ୟାମେରା ନେଇ ଜଣେ ଯୁବକଙ୍କ ପ୍ରବେଶ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଯୁବକଙ୍କ ଚଷମାରେ ହିଡେନ୍ କ୍ୟାମେରା ଲେନ୍ସ ଲଗାଯାଇଥିବା ଜଣାପଡ଼ିଛି।ପୋଲିସ ସୂଚନା ଅନୁଯାୟୀ, ବେହରଣ ଦ୍ୱାର ନିକଟରେ ଯୁବକଙ୍କ ଗତିବିଧି ସନ୍ଦେହଜନକ ଲାଗିବାରୁ ସୁରକ୍ଷା କର୍ମୀମାନେ ତାଙ୍କୁ ଅଟକ କରି ତଦନ୍ତ କରିଥିଲେ। ତାଙ୍କ ଚଷମାରେ ହିଡେନ୍ କ୍ୟାମେରା ଲେନ୍ସ ଥିବା ଜଣାପଡ଼ିବା ପରେ ପୋଲିସ ତାଙ୍କୁ ହିଡେନ୍ କ୍ୟାମେରା ସହିତ ଶ୍ରୀମନ୍ଦିର Continue Reading
Odisha News
ଭୁବନେଶ୍ୱର,୨୯/୭: ରାଜକୀୟ ଓ ସଡ଼କ ନିର୍ମାଣ (R&B) ଡିଭିଜନ୍‌ର ସହକାରୀ ଯନ୍ତ୍ରୀ ରାଜକିଶୋର ଜେନାଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ମଙ୍ଗଳବାର ଭିଜିଲାନ୍ସ ଟିମ୍ ଏକକାଳୀନ ଭାବେ ୧୦ଟି ସ୍ଥାନରେ ତଦନ୍ତ କରିଛି।ସୂଚନା ଅନୁଯାୟୀ, ରାଜକିଶୋର ଜେନାଙ୍କ ବିରୋଧରେ ଆୟାବହିର୍ଭୁତ ସମ୍ପତ୍ତି ଅର୍ଜନ ଅଭିଯୋଗ ଆଧାରରେ ଏହି ଚଢ଼ାଉ କରାଯାଇଛି। ଭିଜିଲାନ୍ସ ଟିମ୍ ତାଙ୍କ ବାସଭବନ ସହିତ ଅନ୍ୟ ସମ୍ପର୍କୀୟ ସ୍ଥାନଗୁଡ଼ିକରେ ତଲାସୀ କରୁଛି।Continue Reading
National News
RANCHI, JUL 29 : At least five Kanwariyas were killed and several injured in a road accident in Jharkhand’s Deoghar on Tuesday, a police officer said. The incident took place when a bus carrying Kanwariyas collided with a vehicle transporting gas cylinders near Jamuniya forest under Mohanpur police station limits around 4.30 am, the officer […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୯/୭ : ସୋମବାର ଅପରାହ୍ନରେ ୨୦୧୫ ବ୍ୟାଚ ଆଇ ଏ ଏସ ଅମ୍ରିତ୍ ଋତୁରାଜ ଖୋର୍ଦ୍ଧା ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ ଭାବେ ଯୋଗଦାନ କରିଛନ୍ତି।ଶ୍ରୀ ଋତୁରାଜ ଯୋଗଦାନ କଲାପରେ ଭାରପ୍ରାପ୍ତ ଜିଲ୍ଲାପାଳ ଶ୍ରୀ ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କ ଠାରୁ ଜିଲ୍ଲାପାଳ ଦାୟିତ୍ୱ ଭାର ଗ୍ରହଣ କରିଥିଲେ।ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୨୮ / ୭: ଆଜି ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ବନ୍ୟା ପ୍ରଭାବିତ ଦଶରଥପୁର ବ୍ଲକ ପଛପଡ଼ା, କଷପା, ବ୍ରହ୍ମଚାରୀପାଟଣା ଆଦି ଗାଁ ଗସ୍ତ କରି ସ୍ଥିତି ସମୀକ୍ଷା କରିବା ସହିତ କାଣୀ ନଦୀ ବନ୍ଧ ଘଳିଆ ମରାମତି କାର‌୍ୟ୍ୟର ସମୀକ୍ଷା କରିଥିଲେ।ଯୁଦ୍ଧକାଳୀନ ଭିତ୍ତିରେ ବନ୍ଧ ମରାମତି କାର‌୍ୟ୍ୟ ଶେଷ କରିବାକୁ ଅଧିକ୍ଷଣ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।ଏହି ଗସ୍ତ ସମୟରେ ଜିଲ୍ଲାପାଳ ବନ୍ୟା ବିପନ୍ନ ମାନଙ୍କୁ ଭେଟି ସେମାନଙ୍କ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୮/୭ : ଗଜପତି ଜିଲ୍ଲାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ସିସିଡ଼ି: ର ମୁଖ୍ୟ ତଥା ସମ୍ପାଦକ ଶ୍ରୀ ଏ ଜଗନ୍ନାଥ ରାଜୁ’ଙ୍କ ସଭାପତିତ୍ବରେ ଓ ପ୍ରୋଗ୍ରାମ ମେନେଜର ବିଜୟ ପ୍ରଧାନଙ୍କ ନେତୃତ୍ୱରେ ପାରିବାରିକ କୈନ୍ଦ୍ରିକ ଗ୍ରାମ ଉନ୍ନତି କାର୍ଯ୍ୟକ୍ରମ (ଏଫଏଫଭିଡିପି:) ଅନ୍ତର୍ଗତ ଅନୁଗ୍ରହୀତ ଗ୍ରାମ ମାନଙ୍କର ୧୫ ଜଣ କୃଷକ ମାନଙ୍କୁ ନେଇ ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ୍ ଅନ୍ତର୍ଗତ ମଧୁସୂଦନପୁର ଗ୍ରାମ ଠାରେ ଥିବା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୮/୭ : ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ଅମେଡ଼ା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀମତୀ ଏମ: ମଧୁମିତା , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ବନଖଣ୍ଡ ଅଧିକାରୀ ପାରଳାଖେମୁଣ୍ଡି ଶ୍ରୀ କେ.ନାଗାରାଜୁ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ Continue Reading
National News Sports News
INDIA, JUL 28 : Teenaged Indian chess player Divya Deshmukh earned the biggest success of her career by clinching the FIDE Women’s World Cup with a tie-break win over compatriot and more experienced Koneru Humpy here on Monday. The victory not just earned the 19-year-old the prestigious title, but also made her a Grandmaster, something […]Continue Reading