କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୨୫/୧୦: ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ, ଓଡିଶା, ଭୁବନେଶ୍ୱର ସୌଜନ୍ୟତାରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ, ବୌଦ୍ଧ ଆୟୋଜନ କରିଥିବା ଆଞ୍ଚଳିକ ସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ସ୍ଥାନୀୟ ଟାଉନହଲଠାରେ ଅନୁଷ୍ଠିତ ହୋଇଯାଇଛି ।ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ମୁଖ୍ୟଅତିଥି ଭାବରେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିବା ସହିତ ନିଜ ପାଇଁ, Continue Reading




