Home Articles posted by odadmin (Page 37)
Odisha News
ଓଡ଼ିଶା, ୧/୭ : ଜୁନ୍ ମାସର ପ୍ରତିକୂଳ ପାଣିପାଗ ଓ ପାଖାପାଖି ୪୭% ନିଅଣ୍ଟିଆ ବର୍ଷା ଯୋଗୁଁ ଚିନ୍ତାରେ ଥିବା ଓଡ଼ିଶାର ଚାଷୀକୂଳଙ୍କ ପାଇଁ ଆସିଛି ଏକ ବଡ଼ ଆଶ୍ୱସ୍ତିକର ଖବର। ଜୁଲାଇ ମାସରେ ଓଡ଼ିଶାରେ ଦମଦାର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (IMD)।ଆସନ୍ତା ଜୁଲାଇ ୩ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ସକ୍ରିୟ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଥିବା ବେଳେ, ଏହାର ପ୍ରଭାବରେ ଆସନ୍ତା ଦୁଇ ସପ୍ତାହ ରାଜ୍ୟରେ […]Continue Reading
Business News National News
NEW DELHI, JULY 1 : Oil marketing companies (OMCs) on Wednesday reduced the price of 19-kg commercial LPG cylinders by Rs 183.50, offering relief to restaurants, caterers and other commercial establishments that rely on LPG for daily operations. Following the revision, the retail price of a 19-kg commercial LPG cylinder in Delhi stands at Rs […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧/୭ : ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ କଇଁପୁର ସ୍ଥିତ ମହେନ୍ଦ୍ର ତନୟା ଆଶ୍ରମ ବିଦ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ପ୍ରଧାନଶିକ୍ଷକ ମାନଙ୍କ ଏକ ଦିବସୀୟ ଶ୍ରେଣୀ-କକ୍ଷ ଶିକ୍ଷାଦାନରେ ଶିକ୍ଷା ଗ୍ରହଣ ପ୍ରକ୍ରିୟା ନିମନ୍ତେ ଏ:ଆଇ ଉପକରଣ ଏବଂ ସୂଚନା ଓ ଯୋଗାଯୋଗ ପ୍ରଯୁକ୍ତିର ବ୍ୟବହାର ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲା ଶିକ୍ଷାଧିକାରୀ ଡ଼ଃ ମାୟାଧର ସାହୁଙ୍କ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ, ୧/୭: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଲକର ତେନ୍ତୁଳିଗଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି ଓ ଉକ୍ତ ଗ୍ରାମର ଗୋପବନ୍ଧୁ ନାୟକଙ୍କ ଘର ପୋଡ଼ି ହୋଇ ନଗଦ ଟଙ୍କା ସହ, ଧାନ, ଚାଉଳ, ଲୁଗାପଟା, ଆସବାବପାତ୍ର ଇତ୍ୟାଦି ଲକ୍ଷାଧିକ ଟଙ୍କା ମୂଲ୍ୟର ସମ୍ପତି ନଷ୍ଟ ହୋଇଯାଇଛି ।ସୂଚନାରୁ ଜଣାପଡିଛି ମଙ୍ଗଳବାର ସକାଳେ ନିଜ ଗୃହରେ କାଠ ଚୁଲାରେ ଖାଦ୍ୟ ପ୍ରସ୍ତୁତି କରିବା ସମୟରେ ହଠାତ ଘରର Continue Reading
Top Stories
ଭୁବନେଶ୍ୱର, ୧୬/୬ : ରାଜ୍ୟ ସରକାରଙ୍କ ସଫଳ ୨ ବର୍ଷ ଏବଂ କେନ୍ଦ୍ର ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ଜୁନ୍ ୧୯ ଓ ୨୦ ତାରିଖରେ ଓଡ଼ିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।ଏହି ସମାରୋହକୁ ତ୍ରୁଟି ଶୂନ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଆଭାସୀ ମାଧ୍ୟମରେ ସୁରକ୍ଷା ଓ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ।ଆୟୋଜିତ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟର Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧/୭ : ବୌଦ୍ଧ ଜିଲ୍ଲାର ବିକାଶମୂଳକ କାର୍ଯ୍ୟକୁ ଅଧିକ ଗତିଶୀଳ ଓ ଲୋକାଭିମୁଖୀ କରିବା ଉଦ୍ଦେଶ୍ୟରେ ସୋମବାର ବରଗୋଛା ଗ୍ରାମପଞ୍ଚାୟତରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ବିଭୂତି ଭୂଷଣ ନାୟକ କଣ୍ଟାମାଳ ବ୍ଲକର ବିଭିନ୍ନ ସରକାରୀ ପ୍ରକଳ୍ପ ଓ ଅନୁଷ୍ଠାନର କ୍ଷେତ୍ର ପରିଦର୍ଶନ କରିଥିଲେ।ପରିଦର୍ଶନ ସମୟରେ ଜିଲ୍ଲାପାଳ କର୍ମାପଦର ଏବଂ ସୁଣ୍ଡିପଦର ଧାନ ମଣ୍ଡିକୁ ଯାଇ ଚାଷୀମାନଙ୍କ ସହ ସିଧାସଳଖ ଆଲୋଚନା Continue Reading
Top Stories
By Tapesh Raghav The August 2025 issue of American Vogue carried a fashion advertisement that appeared perfectly ordinary: a woman in a striped dress smiling with a branded handbag in hand. However, in fine print, the advertisement disclosed that the model was completely artificial. Created by the London-based company Seraphinne Vallora for Guess, the campaign […]Continue Reading
Top Stories
318 youth have enrolled in VeDakshata, a residential skill training initiative By Ruplekha Chatterjee Bhubaneswar, July 30: Vedanta Aluminium, India’s largest aluminium producer, is strengthening youth employability in Jharsuguda and Sundargarh districts through its skill development initiative, VeDakshata, focused on building industry-relevant capabilities and enabling Continue Reading
Business News
By Swagatika Mohapatra Balasore, June 30 : TP Northern Odisha Distribution Limited (TPNODL), a joint venture of Tata Power and the Government of Odisha, has announced proactive safety measures under its Monsoon Preparedness Campaign. With the onset of the rainy season, TPNODL has reiterated the importance of electrical safety for consumers and employees, while reaffirming Continue Reading
Odisha News
ଭୁବନେଶ୍ୱର, ୩୦/୬ : ଓଡ଼ିଶାରେ କିଛିଦିନ ଧରି ଦୁର୍ବଳ ରହିଥିବା ମୌସୁମୀ ବର୍ଷା ପୁଣି ଜୋର ଧରିବାକୁ ଯାଉଛି। ଜୁଲାଇ ୧ରୁ ରାଜ୍ୟରେ ମୌସୁମୀ ସକ୍ରିୟ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ କରିଛି। ବୁଧବାରଠାରୁ ରବିବାର ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ଆଇଏମଡି ସୂଚନା ଅନୁସାରେ, ବୁଧବାର ବରଗଡ଼, ମୟୂରଭଞ୍ଜ, ସୁବର୍ଣ୍ଣପୁର ଓ ବଲାଙ୍ଗିର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି Continue Reading