ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର ,୨୭/୭: ଯାଜପୁରରେ ନୂତନ ଜିଲ୍ଲାପାଳ ଭାବେ ଯୋଗଦେଇଥିବା ଶ୍ରୀ ଅମ୍ବର କୁମାର କର ଜିଲ୍ଲା କାର୍ଯ୍ୟାଳୟ ର ଓସ୍ଵାନ ଭି.ସି. କକ୍ଷରେ ଜିଲ୍ଲାର ବନ୍ୟା ପରିସ୍ଥିତି ସମ୍ପର୍କରେ ଅଧିକାରୀମାନଙ୍କ ସହିତ ସମୀକ୍ଷା କରିଥିଲେ।ଏହି ସମୀକ୍ଷା ବୈଠକରେ ଅତିରିକ୍ତ ସ୍ଵତନ୍ତ୍ର ରିଲିଫ କମିଶନର ଶ୍ରୀ ମନିଷ ଅଗ୍ରୱାଲ ଉପସ୍ଥିତ ଥିଲେ। ଯାଜପୁର ଜିଲ୍ଲାରେ ବୈତରଣୀ ନଦୀରେ ବନ୍ୟାଜଳ ପ୍ରବାହିତ ଯୋଗୁ ଯାଜପୁର ଓ ଦଶରଥପୁର ଦୁଇଟି ବ୍ଲକର ୧୩ ଟି Continue Reading
ଭୁବନେଶ୍ୱର,୨୭/୭: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ଘୋଷଣା କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ଅଗଷ୍ଟ ୯ରେ ୧ କୋଟି ୨ ଲକ୍ଷ ୪୦ ହଜାର ମହିଳାଙ୍କ ସୁଭଦ୍ରା ଟଙ୍କା ମିଳିବ। ଏ ବାବଦରେ ୧ ଲକ୍ଷ ୮୮ ହଜାର ବଞ୍ଚିତ ଥିବା ହିତାଧିକାରୀଙ୍କ ପାଇଁ ପର୍ଯ୍ୟାୟ କ୍ରମେ ବ୍ୟବସ୍ଥା ହେବ। ଯୋଗ୍ୟ ହେଲେ ଅଗଷ୍ଟ ୯ରେ ସୁଭଦ୍ରା କିସ୍ତି ମିଳିବ।ବଳକା ହିତାଧିକାରୀ ଯୋଗ୍ୟ ହେଲେ ମାର୍ଚ୍ଚ ୮ରେ ସମସ୍ତ କିସ୍ତିର ଅର୍ଥ ପାଇବେ। ଜିରୋ […]Continue Reading
RANCHI, JUL 27 : In yet another achievement, the security forces have recovered Rs 35 lakh cash, belonging to the Maoists, hidden under the ground during anti-Maoist operations in the Saranda jungles of Chaibasa under Karaikela police station limit. According to Chaibasa police, based on the tip-off that a huge amount of money had been […]Continue Reading
ଭୁବନେଶ୍ୱର, ୨୭/୭: ଶେଷରେ ବିଜୁ ଜନତା ଦଳ(ବିଜେଡି)ର କର୍ପୋରେଟର ଅମରେଶ ଜେନାଙ୍କୁ ଗିରଫ କରିଛି ପୋଲିସ । ବାଲେଶ୍ୱର ନୀଳଗିରିରୁ କମିଶନରେଟ୍ ପୋଲିସ ରବିବାର ଗିରଫ କରିଛି । ଗିରଫ ପରେ ଅମରେଶ ଜେନାଙ୍କୁ ବିଜେଡିରୁ ସସପେଣ୍ଡ କରାଯାଇଛି । ଦଳର ସଭ ।ପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ତାଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଏ ନେଇ ନୋଟିସ୍ ବି ଜାରି କରାଯାଇଛି ।ସୂଚନା ଅନୁଯାୟୀ, ଯୁବତୀଙ୍କ ଅଭିଯୋଗ ଆଧାରରେ ଅମରେଶ ଜେନା ଗିରଫ […]Continue Reading
NEW DELHI, JUL 27 : Prime Minister Narendra Modi on Sunday said the names of Chola emperors Raja Raja Chola and his son Rajendra Chola-I are synonymous with India’s identity and pride. Announcing that grand statues would be built for them in Tamil Nadu, he stressed that they will be “modern pillars of our historic […]Continue Reading
UTTARAKHAND, JUL 27 : At least six people were killed and several others injured after a stampede broke out on the staircase leading to the Mansa Devi temple in Haridwar on Sunday. A rescue and relief operation has been launched and the injured are being taken to hospitals. Visuals from the site showed the injured […]Continue Reading
ଯାଜପୁର /ବାଲେଶ୍ୱର / ଭୋଗରାଇ, ୨୭/୭: ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଶନିବାର ଜଳସ୍ତର ହୁ ହୁ ହୋଇ ବଢ଼ିଚାଲିଛି। ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଆଖୁଆପଦା ଆନିକଟଠାରେ ବୈତରଣୀ ବିପଦ ସଙ୍କେତ ଟପିଛି। ଏଠାରେ ସତର୍କ ସଙ୍କେତ ୧୭.୮୩ ମିଟର ଓ ବିପଦ ସଙ୍କେତ ୧୮.୩୩ ମିଟର ରହିଥିବା ବେଳେ ଶନିବାର ରାତି ସାଢ଼େ ୮ଟା ସୁଦ୍ଧା ଜଳସ୍ତର ୧୮.୮୬ ମିଟର ଛୁଇଁଛି। କେନ୍ଦୁଝର ଜିଲା ଆନନ୍ଦପୁର ବ୍ୟାରେଜ୍ର ୧୦୦ ମିଟର ତଳକୁ […]Continue Reading
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ବର, ୨୭/୭ : ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏନଓଡିଏଲ୍)ର ବାଲେଶ୍ୱରରେ ଥିବା ମିଟର ପରୀକ୍ଷଣ ଲ୍ୟାବକୁ ସମ୍ମାନଜନକ ନ୍ୟାସନାଲ୍ ଆକ୍ରିଡେସନ୍ ବୋର୍ଡ ଅଫ୍ ଟେଷ୍ଟିଂ ଆଣ୍ଡ୍ କାଲିବ୍ରେସନ୍ ଲାବୋରେଟୋରିଜ୍ (ଏନ୍ଏବିଏଲ୍) ମାନ୍ୟତା ପ୍ରଦାନ କରାଯାଇଛି।ଏନଏବିଏଲର ଏହି ମାନ୍ୟତା ହେଉଛି ଲ୍ୟାବର ବୈଷୟିକ ଦକ୍ଷତା, ଆନ୍ତର୍ଜାତିକ ମାନ ପୂରଣ କରିବା ଏବଂ ସଠିକ୍ ଓ ଭରସାଯୋଗ୍ୟ ପରୀକ୍ଷଣ ଫଳାଫଳ ପ୍ରଦାନ Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ , ୨୭/୭ : ନୟାଗଡ କଂଗ୍ରେସ ଚଳିତ ବର୍ଷା । ରୁତୁ ପାଇଁ ଖଣି ବିଭାଗ ନିୟମ ଅନୁସାରେ ନୟାଗଡ ଜିଲ୍ଲାର ସମସ୍ତ ସୈରାତ ବାଲିଘାଟ ବନ୍ଦ ରଖିବା, ବାଲିଘାଟ ନିଲାମଧାରୀ ମାନେ ମେସିନରୀ ଏବଂ କର୍ମଚାରୀ ପ୍ରତ୍ୟାହାର କରିବା ପାଇଁ ଜିଲ୍ଲା ଖଣି ଅଧିକାରୀ ପତ୍ରସଂଖ୍ୟା ୧୯୯୩/୦୮.୦୭.୨୦୨୫ ଦ୍ୱାରା ସମସ୍ତ ବାଲିଘାଟ ନୀଳମଧାରୀ ଙ୍କ ଲଘୁଖଣିଜ ବାଲି ଉତ୍ତୋଳଳ ପ୍ରକ୍ରିୟା ନିଲମ୍ବନ ଆଦେଶ କେବଳ ନାମକୁ ମାତ୍ର ଜାରିଜରାଯାଇଛି Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୭/୭ : ଶନିବାର ଦିନ ଅପରାହ୍ନ ୪ ଘଟିକା ସମୟରେ ବୌଦ୍ଧ ଜଳ ସେଚନ ବିଭାଗ ପରିଦର୍ଶନ ବଙ୍ଗଳା ନିକଟରେ ମହାନଦୀ କୂ ଳରେ ଥିବା ଜଳ ସେଚନ ବିଭାଗ ପକ୍ଷରୁ ମହାନଦୀର ବନ୍ୟା ଜଳ ମାପକ ଗଜ୍ ପରିଦର୍ଶନ କରିଛନ୍ତି ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ ।ବୌଦ୍ଧ ଠାରେ ମହାନଦୀରେ ବର୍ଷା ଜଳ ପ୍ରବାହିତ ହୋଇ ଜଳ ସ୍ତର ବୃଦ୍ଧି ପାଉଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ପଧାନ ନିଜେ ପହଞ୍ଚି […]Continue Reading



