BY BARADA DAS CUTTACK,JUL 22 : In our earlier webinars, we have discussed on the Rug veda and Jajur Veda. Our purpose was to explore the knowledge that were stored for us by our ancestors and to evaluate the relevance of those knowledge in the present context. In this series, we shall discuss on the […]Continue Reading
ଭୁବନେଶ୍ୱର,୨୨/୭: ନକଲି ଚାଷୀଙ୍କୁ ଚିହ୍ନଟ କରିବା ପାଇଁ ସରକାରଙ୍କ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି । ସବୁ ଚାଷୀଙ୍କର EKYC ହେବ । ଋକଣଉ ମାଧ୍ୟମରେ ନକଲି ଚାଷୀ ଚିହ୍ନଟ ହୋଇ ପାରିବେ । ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି ।ଖରିଫ ଧାନ ବିକିବାକୁ ପଞ୍ଜୀକରଣ ବେଳେ ର-EKYC କରାଯିବ । ଚାଷୀ ଫିଙ୍ଗର ପ୍ରିଣ୍ଟ ସହ ଆଖି ସ୍ପାନ କରାଇବେ । ଯାହାଫଳରେ ଯେଉଁ ନକଲି ଚାଷୀ ସରକାରଙ୍କର […]Continue Reading
କେନ୍ଦୁଝର, ୨୨/୭ : କେନ୍ଦୁଝର କେନ୍ଦୁପତ୍ର ଡିଭିଜନ୍ର ଡିଏଫ୍ଓ ନିତ୍ୟାନନ୍ଦ ନାୟକଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି।ତିନି ଦିନ ଧରି ଭିଜିଲାନ୍ସ ଡିଏଫ୍ଓଙ୍କ କାର୍ୟ୍ୟାଳୟ, ବାସଭବନ ସମେତ ୭ଟି ସ୍ଥାନରେ ଚଢ଼ଉ କରିଥିଲା। ଚଢ଼ଉ ବେଳେ ଡିଏଫ୍ଓଙ୍କର ମାଳମାଳ ପ୍ଲଟ୍ ଦେଖି ଭିଜିଲାନ୍ସ ଅଧିକାରୀ ଓ କର୍ମଚାରୀ ତାଜୁବ ହୋଇଥିଲେ। ଡିଏଫ୍ଓ ଶ୍ରୀ ନାୟକଙ୍କ ପୁଅର କାର୍ଯ୍ୟାଳୟ, ଶ୍ବଶୁରଘରେ ମଧ୍ୟ Continue Reading
ବାଲିକୁଦା,୨୨/୭ : ଜଗତ୍ସିଂହପୁର ଜିଲା ସଦର ଥାନା ଅଞ୍ଚଳରେ ଜଣେ ଅନୁସୂଚିତ ଜାତିର ଯୁବତୀଙ୍କୁ ସୋମବାର ରାତିରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।ଗୁରୁତର ଅବସ୍ଥାରେ ପୀଡ଼ିତାଙ୍କୁ ଜଗତ୍ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଅଭିଯୁକ୍ତମାନେ ଫେରାର ହୋଇଯାଇଛନ୍ତି।ଯୁବତୀ ଜଣକ ଘରୁ ଚାଲିଚାଲି ସାଙ୍ଗ ଜନ୍ମଦିନରେ ଯୋଗଦେବାକୁ ଯାଉଥିବାବେଳେ ବାଟରେ ୩ ଜଣ ଯୁବକ ତାଙ୍କୁ ଏକ ବଣ ଭିତରକୁ ଉଠେଇ ନେଇ ଗଣବଳାତ୍କାର କରିଥିବା ଅଭିଯୋଗ Continue Reading
NEW DELHI, JUL 22: With Jagdeep Dhankhar resigning from the post of Vice President, the election to appoint his successor must be held “as soon as possible”, as per constitutional provisions. According to Clause 2 of Article 68 of the Constitution, an election to fill a vacancy in the office of the Vice President whether […]Continue Reading
By Barada Das Odisha, Jul 22 : Sarala Sahitya Sansad, the premier literary organization of the country celebrated its 45th Annual Function on 15th July 2025, at Jawaharlal Nehru Indoor Stadium, Cuttack. Established in 1981 by Dr. Er. Pravakar Swain with like minded friends, it has now a sprawling campus with a 3 storied building […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୨/୭ : ସୋମବାର ଜ଼ିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ କଣ୍ଟାମାଲ ବ୍ଲକ ରେ ଯୁଗ୍ମ ଜନଶୁଣାଣୀ ପରେ ଅପରାହ୍ନ ରେ ବିଭିନ୍ନ ସ୍ଥାନ ଗସ୍ତ କରିଥିଲେ ଜ଼ିଲ୍ଲାପାଳ ।ରାତ୍ର ୭.୩୦ ସୁଦ୍ଧା କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ବିଭିନ୍ନ ବୁଥ ଗୁଡିକ ପରିଦର୍ଶନ କରିଛନ୍ତି ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ସୁବ୍ରତ କୁମାର ପଣ୍ଡା ।ତାଙ୍କ ସହିତ ଅତିରିକ୍ତ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ଜିଲ୍ଲାପାଳ Continue Reading
ଭୁବନେଶ୍ୱର,୨୧/୭: ରାସ୍ତାଘାଟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକିଲେ କାର୍ୟ୍ୟାନୁଷ୍ଠାନ। ପେଟ୍ରୋଲ ପମ୍ପ ସଂଘ ସହ ବୈଠକ ପରେ ଯୋଗାଣ ମନ୍ତ୍ରୀ ବଡ଼ ସୂଚନା। ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ବାହାରେ ବିକ୍ରି ହେଲେ ଚଢ଼ାଉ କରି କାର୍ୟ୍ୟାନୁଷ୍ଠାନ ହେବ। ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରି କରାଯାଇ ପାରିବ ନାହିଁ। କାଚ ଓ ଟିଣ ବୋତଲରେ ପେଟ୍ରୋଲ ବିକ୍ରି ପାଇଁ ଅନୁମତି। କାଲିଠାରୁ ବିଭିନ୍ନ ପେଟ୍ରୋଲ ପମ୍ପରେ ଯାଞ୍ଚ ହେବ ବୋଲି Continue Reading
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୨୧/୭ : ପୂରଣ ହେଲା ସାଧାରଣ ଲୋକଙ୍କ ଦାବି। ଦୂର ହେଲା ଲୋ-ଭୋଲ୍ଟେଜ ସମସ୍ୟା। ଲୋକଙ୍କ ପାଇଁ ଲୋ-ଭୋଲ୍ଟେଜ ଏକ ଗୁରୁତର ସମସ୍ୟା ଦୀର୍ଘ ଦିନ ହେଲା ରହି ଆସିଥିବାବେଳେ ଏହାର ସ୍ଥାୟୀ ସମାଧାନ କରିଛି ଟାଟା ପାୱାର ଏବଂ ଓଡିଶା ସରକାରଙ୍କ ଯୌଥ ଉଦ୍ୟାଗଗ ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏନଓଡିଏଲ)।ଟିପିଏନଓଡିଏଲ ପକ୍ଷରୁ ଲୋ-ଭୋଲ୍ଟେଜ ସମସ୍ୟା ଥିବା ବିଭିନ୍ନ ଅଞ୍ଚଳରେ ଉଚ୍ଚ କ୍ଷମତା ସମ୍ପର୍ଣ୍ଣ Continue Reading
କେନ୍ଦୁଝର,୨୧/୭ : ଓଡ଼ିଶା ଦୁର୍ନୀତି ବିଭାଗ କେନ୍ଦୁଝର କେନ୍ଦୁପତ୍ର ଡିଭିଜନ ଡିଏଫଓ ନିତ୍ୟାନନ୍ଦ ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ଦ୍ୱିତୀୟ ଦିନ ଚଢାଉ ଜାରି ରଖିଛି । ଆଜି କେନ୍ଦୁଝରର ଅଫିସ ଓ ଆବାସିକ ଘର ଉପରେ ଚଢାଉ ବେଳେ ୮.୫ ଲକ୍ଷ ଟଙ୍କା ଭିଜିଲାନ୍ସ ବିଭାଗ ଜବତ କରିଥିବା ବେଳେ ଏହାକୁ ମିଶାଇ ସମୁଦାୟ ଜବତ ନଗଦ ଟଙ୍କା ପରିମାଣ ୧୦ ଲକ୍ଷ ଟଙ୍କା ଟପିଛି ।ଗତ କାଲି ଚଢାଉ ବେଳେ […]Continue Reading




