Home Articles posted by odadmin (Page 383)
Odisha News
ଭୁବନେଶ୍ବର,୧୯/୭: ପୁରୀଜିଲ୍ଲା ବଳଙ୍ଗା ଅଞ୍ଚଳର ଜଣେ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତ ନିଆଁ ଲଗାଇଦେବା ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଭୁବନେଶ୍ବର ଏମ୍ସରେ ଭର୍ତ୍ତି କରାଯାଇଛି। ଗୁରୁତର ନାବାଳିକାଙ୍କ ଦେହ ପ୍ରାୟ ୭୦ ପ୍ରତିଶତ ପୋଡ଼ିଯାଇଛି। ତାଙ୍କର ଏବେ ଏମ୍ସର ବର୍ଣ୍ଣ ୱାର୍ଡରେ ଚିକିତ୍ସା ଜାରି ରହିଛି।ହସ୍‌ପିଟାଲରେ ଅନେକ ରୋଗୀ ଥିବାରୁ ସାଧାରଣ ଲୋକଙ୍କ ଏକତ୍ରିତ ହେବା ଏବଂ ଶବ୍ଦ ସୃଷ୍ଟି କରିବା ଅନୁଚିତ। ଏହା ରୋଗୀଙ୍କ ସେବାରେ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୧୯।୭: ଖୋର୍ଦ୍ଧା ଶ୍ରୀରାମ ନଗର ସ୍ଥିତ ବିଧାୟକଙ୍କ ଅଭିଯୋଗ ପ୍ରକୋଷ୍ଠରେ ବିଧାୟକ ପ୍ରଶାନ୍ତ ଜଗଦେବ, ଭୁବନେଶ୍ୱର ସାସଂଦ ଅପରାଜିତା ଷଡଙ୍ଗୀଙ୍କ ମିଳିତ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି।ଖୋର୍ଦ୍ଧା ନିର୍ବାଚନୀ ମଣ୍ଡଳି ଅନ୍ତର୍ଗତ ଖୋର୍ଦ୍ଧା, ଟାଙ୍ଗୀ ବ୍ଲକ ଏବଂ ଖୋର୍ଦ୍ଧା ପୌରାଞ୍ଚଳରୁ ଦୁଇ ଶହ ଅଭିଯୋଗ ଶୁଣାଣୀ କରିଥିଲେ। ପୂର୍ବାହ୍ନ ୧୧ଟା ଠାରୁ ଅପରାହ୍ନ ସାଢେ ଗୋଟିଏ ପର‌୍ୟ୍ୟନ୍ତ ଅଭିଯୋଗ Continue Reading
Odisha News
ପୁରୀ, ୧୯/୭ : ପୁରୀ ଜିଲ୍ଲା ବଳଙ୍ଗା ଥାନା ଅଞ୍ଚଳରେ ନାବାଳିକାକୁ ଜାଳି ଦେବା ଘଟଣାରେ ପୋଲିସର ସ୍ପେଶାଲ୍ ଟିମ୍ ତଦନ୍ତ ଆରମ୍ଭ କରିଛି । ସାଇଣ୍ଟିଫିକ୍ ଟିମ୍ ମଧ୍ୟ ଘଟଣାସ୍ଥଳରେ ପହଁଚିଛନ୍ତି ।ଖୋଦ୍ ଏସପି ପିନାକ ମିଶ୍ର ଓ ଅତିରିକ୍ତ ଏସପି ଦେବାଶିଷ ମିଶ୍ର ଘଟଣା ସ୍ଥଳରେ ପହଁଚିଛନ୍ତି । ସ୍ଥାନୀୟ ଲୋକ, ଉଦ୍ଧାର କରିଥିବା ଲୋକଙ୍କୁ ପୋଲିସ ପଚରା ଉଚରା କରିଛି । ନାବାଳିକା ଜଣକ ଅଧାରୁ ପାଠ ପଢ଼ା ଛାଡ଼ିଥିଲେ । ତେବେ […]Continue Reading
Ollywood News
ନୂଆଦିଲ୍ଲୀ, ୧୯/୯ : ଓଡ଼ିଆ ଜାତିର ମଉଡ଼ମଣି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନବକଳେବରର କଥାବସ୍ତୁକୁ ନେଇ ପ୍ରସ୍ତୁତ ଫିଲ୍ମ ‘ଶ୍ରୀଜଗନ୍ନାଥଙ୍କ ନବକଳେବର’ ରାଷ୍ଟ୍ରପତି ପ୍ରଦର୍ଶିତ ହୋଇଛି ।ଶୁକ୍ରବାର ଫିଲ୍ମର ପୂରା ଟିମ୍ ସହ ବସି ସିନେମା ଦେଖିଛନ୍ତି ମହାମହିମ । ତେବେ ରାଷ୍ଟ୍ରପତି ଭବନରେ କୌଣସି ଓଡ଼ିଆ ଫିଲ୍ମ ପ୍ରଦର୍ଶିତ ହେବା, ଏହା ଓଡ଼ିଆ ସିନେମା ଇତିହାସରେ ପ୍ରଥମ ଘଟଣା ।‘ଶ୍ରୀଜଗନ୍ନାଥଙ୍କ ନବକଳେବର’ ଚଳଚ୍ଚିତ୍ରର ସ୍ବତନ୍ତ୍ର ସୋ’ Continue Reading
Odisha News
କୋଣାର୍କ,୧୯/୭: ପୁରୀ ଜିଲା ବଳଙ୍ଗା ଥାନା ବାୟାବର ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଛନ୍ତି। ୩ ଜଣ ଦୁର୍ବୃତ୍ତ ଏହି କାଣ୍ଡ ଘଟାଇଥିବା ଜଣାପଡ଼ିଛି। ନାବାଳିକାଙ୍କୁ ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି। ତେବେ କେଉଁ କାରଣରୁ ଦୁର୍ବୃତ୍ତମାନେ ନାବାଳିକାଙ୍କ ଦେହରେ ନିଆଁ ଲଗାଇଲେ ତାହା ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ।Continue Reading
Odisha News
ବାଲେଶ୍ୱର, ୧୯/୭: ଭାରସାମ୍ୟ ହରାଇ ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌। ତେବେ ଏହି ଦୁର୍ଘଟଣା ଫଳରେ ୩୦ ଜଣ ଯାତ୍ରୀ ଆହତ ହୋଇଛନ୍ତି।ସମସ୍ତ ଆହତ ଉଦ୍ଧାର କରାଯାଇ ବାଲେଶ୍ବର ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ଭୁବନେଶ୍ବରରୁ କୋଲକତା ଅଭିମୁଖେ ଯାଉଥିବା ବେଳେ ଏନ୍‌ଏଚ୍‌-୬୦ ବସ୍ତା ଥାନା ଜୁଣବଳଦା ନିକଟରେ ଏପରି ଦୁର୍ଘଟଣା ଘଟିଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଂଚି ଘଟଣାର ତଦନ୍ତ କରୁଛି।ସୂଚନା ଅନୁସାରେ, ଶୁକ୍ରବାର ବିଳମ୍ବିତ ଏକ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୯/୭: ଶୁକ୍ରବାର ଅପରାହ୍ନରେ ଖୋର୍ଦ୍ଧା ସଦର ମହକୁମା ଜୟୀ ରାଜଗୁରୁ ଟାଉନ୍ ହଲ୍ ଠାରେ ମାନ୍ୟବର ସାଂସଦ, ଭୁବନେଶ୍ୱର ଶ୍ରୀମତୀ ଅପରାଜିତା ଷଡଙ୍ଗୀ ମୁଖ୍ୟ ଅତିଥି ଭାବେ ଏବଂ ମାନ୍ୟବର ବିଧାୟକ ଖୋର୍ଦ୍ଧା, ଶ୍ରୀଯୁକ୍ତ ପ୍ରଶାନ୍ତ କୁମାର ଜଗଦେବ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଭାରତୀୟ ତୈଳ ନିଗମ (ଆ ଓ ସି ଏଲ) ପାଣ୍ଠି ପ୍ରୋତ୍ସାହନରେ ଖୋର୍ଦ୍ଧା ଜିଲ୍ଲାର ଦିବ୍ୟାଙ୍ଗ ଲିଙ୍ଗରାଜ ନାୟକ,ଶୋଭନ ମୋଲାଲ, ସୁଜାତା Continue Reading
Top Stories
By Our Staff Reporter Bhubaneswar, July 19:  A school health camp was successfully organised on Friday at Government Primary School, Tangarsahi by Subhadra Coal Mining Ltd. (SCML), a part of the Aditya Birla Group, as part of its ongoing community outreach initiatives. The event was held in collaboration with the Smile Foundation’s Mobile Medical Team. […]Continue Reading