Home Articles posted by odadmin (Page 385)
Odisha News
ଭୁବନେଶ୍ୱର,୧୭/୭: ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ସୌମ୍ୟାଶ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ରାଜ୍ୟରେ ତୀବ୍ର ଅସନ୍ତୋଷ ଓ ବିକ୍ଷୋଭ ଦେଖାଦେଇଛି। ଏହି ଘଟଣାରେ କଂଗ୍ରେସ ଆଜି ସାରା ରାଜ୍ୟରେ ଓଡ଼ିଶା ବନ୍ଦ ଡାକରା ଦେଇଛି। ତେବେ ଆନ୍ଦୋଳନ ଚାଲିଥିବା ଭିତରେ ବିଧାୟିକା ସୋଫିଆ ଫିର୍ଦ୍ଦୋସ ବଡ଼ ବୟାନ ଦେଇଛନ୍ତି। ସେ ସିଧାସଳଖ ସରକାରଙ୍କୁ ଟାର୍ଗେଟ କରିବା ସହ ଦାବି ନ ଶୁଣିଲେ ଆନ୍ଦୋଳନ ଜୋରଦାର ହେବ ବୋଲି ମଧ୍ୟ କହିଛନ୍ତି।ସୋଫିଆ ସରକାରଙ୍କୁ କଡ଼ା Continue Reading
Odisha News
ଭୁବନେଶ୍ୱର,୧୭/୭: ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ସାରା ରାଜ୍ୟ ଉଠୁଛି ପଡୁଛି। ଏହି ଘଟଣାରେ ବିରୋଧୀ ସରକାରଙ୍କୁ ଘେରିଥିବାବେଳେ ଅକଳରେ ପଡିଛନ୍ତି ଭାଜପା ସରକାର। ଗତକାଲି ବିଜେଡି ଭୁବନେଶ୍ୱର ଓ ବାଲେଶ୍ୱରରେ ଚକା ଜାମ୍ କରିଥିବାବେଳେ ଆଜି ପୂରା ଓଡ଼ିଶାର ଅଖଚକ ବନ୍ଦ କରିଛି କଂଗ୍ରେସ। ତେବେ କଂଗ୍ରେସର ବନ୍ଦ ଡାକରା ନେଇ ମୋହନ ସରକାରଙ୍କ ବଢିଛି ଟେନଶନ। ସେଥିପାଇଁ କାଲି ରାତି ଅଧ ଯାଏ ସିଏମ ବାସଭାବନରେ ବସିଛି ବଡ଼ ବୈଠକ। ଯାହାକୁ ନେଇ ରାଜ୍ୟ ରାଜନୀତି Continue Reading
Odisha News
ଭୁବନେଶ୍ୱର, ୧୭/୭ : ବାଲେଶ୍ୱର ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ମୃତ୍ୟୁ ମାମଲାରେ ରାଜ୍ୟ କଂଗ୍ରେସ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦେଇଛି । ବିଭିନ୍ନ ସ୍ଥାନରେ ଆନ୍ଦୋଳନକାରୀ ପିକେଟିଂ କରିବା ସହିତ ଶୋଭାଯାତ୍ରା କରୁଛନ୍ତି । ଏହି ବନ୍ଦର ପ୍ରଭାବ ପଡ଼ିଛି । ବିକ୍ଷୋଭକାରୀଙ୍କ ଉତ୍ପାତ ମଧ୍ୟ ଦେଖିବାକୁ ମିଳିଛି ।ଜଗତସିଂହପୁରରେ ଜଣେ ବ୍ୟକ୍ତିଙ୍କୁ କଂଗ୍ରେସ କର୍ମୀ ମାଡ଼ ମାରିଥିବାର ଜଣାପଡ଼ିଛି । ସେହିପରି ଭୁବନେଶ୍ୱର ଓ କଟକ ବସ୍ Continue Reading
Odisha News
ଭୁବନେଶ୍ୱର,୧୬/୭: ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୧ଟି ବିଭାଗର ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ବୈଠକ ପରେ ମୁଖ୍ୟ ଶାସନ ସଚିବ ଏହି ସୂଚନା ପ୍ରଦାନ କରିଛନ୍ତି।ମଞ୍ଜୁର ହୋଇଥିବା ପ୍ରସ୍ତାବ ମଧ୍ୟରେ ମୟୂରଭଞ୍ଜ ଜିଲାର ରାଇରଙ୍ଗପୁରରେ ଏକ ନୂତନ ପୋଲିସ ଜିଲା ଖୋଲିବା ନିଷ୍ପତ୍ତି ଅନ୍ୟତମ। ଏହା ସହିତ ଏମର୍ଜେନ୍ସି ରେସପନ୍ସ ସପୋର୍ଟ ସିଷ୍ଟମ (ଋଜଝଝ) ପାଇଁ ମଞ୍ଜୁରୀ ମିଳିଛି, ଯାହା ଅଧୀନରେ ୪,୧୯୫ଟି ନୂତନ ପୋଷ୍ଟ ସୃଷ୍ଟି ହେବ। ଏହି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୬/୭: ଵୁଧବାର ରାତି ୭ ଘଣ୍ଟା ସମୟରେ ବୌଦ୍ଧ ଜିଲ୍ଲା ମତ୍ସ୍ୟ ଫାର୍ମ ଠାରେ ମାଛ ଜାଆଁଳ ଉତ୍ପାଦନ ନିମନ୍ତେ କୃତ୍ରିମ ପ୍ରଜନନ ପାଇଁ ଟିକା କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ କାର୍ଯ୍ୟକ୍ରମରେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶି ପ୍ରତ୍ୟୁଷ ରଥ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାର ସିଂହ, ଜିଲ୍ଲା ମତ୍ସ୍ୟ Continue Reading
Business News Top Stories
By Subrat Sarangi Bhubaneswar, July 16 : The Jindal Foundation, the social arm of Jindal Steel, has been awarded the prestigious CSR TIMES Award in the Gold Category for Sports Promotion. H.E. Ms Jacqueline Mukangira, High Commissioner of the Republic of Rwanda to India, presented the award to Mr Prashant Hota, President & Group Head […]Continue Reading
Odisha News
ବାଲେଶ୍ବର , ୧୬/୭: ଫକୀର ମୋହନ କଲେଜ୍‌ର ପୀଡ଼ିତାଙ୍କ ମୃତ୍ୟୁ ପରେ ତ‌ାଙ୍କ ଦୁଆର ଆଗରେ ଜମିଛି ମାଳ ମାଳ ଲୋକଙ୍କ ଭିଡ଼। ସବୁ ତକ ସମବେଦନା ମୃତ ଲୋକ ପାଇଁ। ହେଲେ ଜୀବତ ଲୋକଟିକୁ ବି ଟିକେ ପଚାରନ୍ତୁ ସରକାର। ଆମେ କହୁଛୁ ବାଲେଶ୍ବର ପୀଡ଼ିତାଙ୍କ ଦେହରେ ନିଆଁ ଲାଗିଥିବା ବେଳେ ନିଜ ଜୀବନକୁ ପାଣି ଛଡ଼ାଇ ତାଙ୍କୁ ଉଦ୍ଧାର କରିବାକୁ ଯାଇଥିଲା ଜ୍ୟୋତିଙ୍କ ବିଷୟରେ।ପୀଡ଼ିତାଙ୍କୁ ଉଦ୍ଧାର କରିବା ପାଇଁ ଯାଇଥିବା ଜ୍ୟୋତିପ୍ରକାଶ ବିଶ୍ବାଳ ଏବେ […]Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୧୬/୭ : ବାଲେଶ୍ୱର ଏଫ୍‌ଏମ୍ ବିଶ୍ୱ ବିଦ୍ୟାଳୟରେ ଘଟିଥିବା ଅଘଟଣରେ ଛାତ୍ରୀ ସୈାମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ନୟାଗଡ଼ ଜିଲ୍ଲା ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ବିକ୍ଷୋଭ ପଦର୍ଶନ କରାଯାଇଛି ।ବିଜୁ ଛାତ୍ର ଜନତା ଦଳ ଜିଲ୍ଲା ସଭାପତି ନୀଳମାଧବ ପଣ୍ଡାଙ୍କ ଆହ୍ୱାନ କ୍ରମେ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ସାମ୍ନାରେ ଅନୁଷ୍ଠିତ ବିକ୍ଷୋଭ କାର୍ଯ୍ୟକ୍ରମରେ ଶହ ଶହ ଛାତ୍ରଛାତ୍ରୀ ସାମିଲ ହୋଇ ସରକାରଙ୍କ ବିରୁଦ୍ଧରେ Continue Reading
Top Stories
By Subrat Sarangi Mumbai/Delhi, Jul 16 : ArcelorMittal Nippon Steel India (AM/NS India) today announced the commissioning of a new, state-of-the-art Continuous Galvanising Line (CGL) at its flagship plant in Hazira, Gujarat.This development establishes AM/NS India as the only company in India with a modern CGL line capable of producing Advanced High-Strength Steel (AHSS) Continue Reading