Home Articles posted by odadmin (Page 387)
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧୫/୭:ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ବଲାଙ୍ଗିର ଜିଲ୍ଲା ଉନ୍ନୟନ ସମନ୍ନୟ ଏବଂ ପର୍ଯ୍ୟାଲୋଚନା କମିଟି (ଦିଶା)ର ଦ୍ଵିତୀୟ ତ୍ରୈମାସିକ ବୈଠକ କମିଟିର ଅଧ୍ୟକ୍ଷା ତଥା ବଲାଙ୍ଗିର ଲୋକସଭା ସାଂସଦ ସଂଗୀତା କୁମାରୀ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି,କଣ୍ଟାବାଞ୍ଜି ବିଧାୟକ,ଲକ୍ଷ୍ମଣ ବାଗ,ଜିଲ୍ଲା ପରିଷଦ,ଅଧ୍ୟକ୍ଷା,ଦେବକୀ ସାହୁ, ଜିଲ୍ଲାପାଳ ଗୌରୱ ଶିୱାଜୀ Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧୫/୭ : ଓଡିଶା ରାଜ୍ୟ ସମବାୟ ବାଣିଜ୍ୟ ମହାସଂଘ ଲିଃ. ଓ ଆଂଚଳିକ କ୍ଷେତ୍ର ପରିଚାଳକ ମାର୍କଫେଡ଼,ବଲାଙ୍ଗୀରଙ୍କ ଦ୍ୱାରା ବଲାଙ୍ଗୀର ଜିଲ୍ଲାର ଚନ୍ଦନଭାଟି ପେସ୍କରେ ପ୍ରଥମ ଥର ଲାଗି ଉପଯୁକ୍ତ ମାନ ବହନ କରୁଥିବା ତୈଳ ଜାତୀୟ ବୀଜ କ୍ରୟର ଶୁଭାରମ୍ଭ କରାଯାଇଛି।ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ,ବଲାଙ୍ଗୀର ପବିତ୍ର କୁମାର ବେହେରା ଯୋଗଦେଇଥିଲେ।ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ Continue Reading
Top Stories
By Subrat Sarangi Barbil, July 15 : ArcelorMittal Nippon Steel India (AM/NS India) hosted the final day of the 42nd Annual Metalliferous Mines Safety Week in Barbil. Organised under the aegis of the Directorate General of Mines Safety (DGMS), Bhubaneswar region, the event focused on spreading awareness and enhancing safety standards in the mining sector […]Continue Reading
Odisha News
ଭୁବନେଶ୍ୱର,୧୫/୭: ଜୀବନ ଯୁଦ୍ଧରେ ହାରିଗଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶି। ଏହାକୁ ନେଇ ସାରା ରାଜ୍ୟ ଶୋକ ପ୍ରକାଶ କରୁଥିବା ବେଳେ ଘଟଣାକୁ ନେଇ ଆକ୍ସନ ମୋଡରେ ରାଜ୍ୟପାଳ।ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଖବରକୁ ନେଇ ଗଭୀର ମର୍ମାହତ ରାଜ୍ୟପାଳ କହିଛନ୍ତି। ରାଜ୍ୟପାଳ କହିଛନ୍ତି, ଛାତ୍ରୀଙ୍କ ଅକାଳ ବିୟୋଗ ଶୁଣି ମୁଁ ଗଭୀର ମର୍ମାହତ। ଏହା କେବଳ ଏକ ଦୁଃଖଦ ଘଟଣା ନୁହେଁ, ଆମ କ୍ୟାମ୍ପସକୁ ସୁରକ୍ଷିତ ରଖିବାକୁ Continue Reading
Odisha News
ବାଲେଶ୍ଵର, ୧୫/୭ : ଦୀର୍ଘ ୩ ଦିନ ଧରି ଲଢେଇ କରି ଶେଷରେ ଜୀବନ ହାରିଛନ୍ତି ଫକୀର ମୋହନ କଲେଜ୍ ସାମ୍ନାରେ ଆତ୍ମାହୁତି ଉଦ୍ୟମ କରିଥିବା ସୌମ୍ୟାଶ୍ରୀ ବିଶି । ଗତକାଲି ବିଳମ୍ବିତ ରାତିରେ ସେ ଆଖି ବୁଜିଥିବା ବେଳେ ଆଜି ତାଙ୍କ ପୈତୃକ ଗାଁ ଭୋଗରାଇ ପଳାଶିଆ ଗାଁରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି ।ତେବେ ଏହି ଦୁଃଖଦ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ଶୋକସନ୍ତପ୍ତ ପରିବାକୁ ସମବେଦନା ଜଣାଇବା ସହ […]Continue Reading
Odisha News
ଭୁବନେଶ୍ୱର, ୧୫/୭ : ବାଲେଶ୍ଵର ଏଫଏମ କଲେଜ ଛାତ୍ରୀ ସୈାମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା ପ୍ରତିବାଦରେ ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ରାଜ୍ୟ କଂଗ୍ରେସ। ଏହାକୁ ବାମ ଦଳ ସମେତ ଅନ୍ୟ ବିରୋଧୀ ଦଳ ସମର୍ଥନ କରିଛନ୍ତି। ବିଦ୍ୟାଳୟ, କଲେଜ ଓ ଦୋକାନ ବଜାର ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି।ପିସିସି ସଭାପତି ଭକ୍ତ ଦାସ କହିଛନ୍ତି ଯେ ଏ ସରକାର ଶାସନକଳକୁ ଚଳାଇବାରେ ଅସମର୍ଥ। ତେଣୁ ସେମାନେ ଓହରି ଯାଆନ୍ତୁ।କଂଗ୍ରେସ ବିଧାୟକ ଦଳ ନେତା […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୧୫/୭ : ସୋମବାର ପୂର୍ବାହ୍ନରେ ଭାରତ ସରକାରଙ୍କ ମାନ୍ୟବର ଶିକ୍ଷାମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଏକ ଦିନିକିଆ ଖୋର୍ଦ୍ଧା ଜିଲ୍ଲା ଗସ୍ତରେ ଆସି ବିକ୍ରମ ନଗର, ତରତୁଆ ସ୍ଥିତ ଭାରତ ତିଦ୍ଦତ ସୀମା ପୋଲିସ,୪୧ ବାଟାଲିୟନ ପରିସରରେ ବହୁ ଉପେକ୍ଷିତ ଅସ୍ଥାୟୀ କେନ୍ଦ୍ରୀୟ ବିଦ୍ୟାଳୟ କ୍ୟାମ୍ପସ ଉଦ୍ଘାଟନ କରି ସ୍ଥାୟୀ କେନ୍ଦ୍ରୀୟ ବିଦ୍ୟାଳୟ କ୍ୟାମ୍ପସର ଶିଳାନ୍ୟାସ କରିଛନ୍ତି ।ପରିସରରେ ଆୟୋଜିତ ଏକ Continue Reading
Odisha News
ଭୁବନେଶ୍ୱର, ୧୫/୭: ଆତ୍ମାହୁତି ଦେଇଥିବା ବାଲେଶ୍ୱର ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶି ପଞ୍ଚଭୂତରେ ବିଲୀନ ହୋଇଛନ୍ତି ।ଭୋଗରାଇ ବ୍ଲକ୍ ପଳାସିଆ ଗ୍ରାମରେ ଶୋକାକୁଳ ପରିବେଶରେ ସୌମ୍ୟାଶ୍ରୀଙ୍କ ଶେଷ କୃତ୍ୟ ସମ୍ପନ୍ନ ହୋଇଛି । ତାଙ୍କ ବଡ଼ ଭାଇ ଲୁହ ଭିଜା ଆଖିରେ ସାନ ଭଉଣୀକୁ ମୁଖାଗ୍ନି ଦେଇଛନ୍ତି ।ଦୀର୍ଘ ତିନି ଦିନ ଧରି ମୃତ୍ୟୁ ସହ ସଂଗ୍ରାମ କରିବା ପରେ ଭୁବନେଶ୍ୱର ଏମ୍ସରେ ସୋମବାର ବିଳମ୍ବିତ ରାତି ୧୧ଟା ୪୬ ମିନିଟ୍ ସମୟରେ Continue Reading
Business News Top Stories
By Swagatika Mohapatra Jajpur, July 14 : Reaffirming its commitment to community-centric development, Bansidhar & Ila Panda Foundation (BIPF), the CSR arm of Indian Metals & Ferro Alloys Limited (IMFA) launched two of its flagship outreach initiatives, Kanya Express and e-Shikshya Express, in Kalinganagar, Jajpur, today. The programs were inaugurated by Ms. P. Continue Reading
National News
KOZHIKODE, JUL 14 : Influential Sunni Muslim cleric Kanthapuram A P Aboobacker Musliyar has stepped in and is making “all possible efforts” to save an Indian nurse facing execution in Yemen, as her scheduled execution draws near, informed sources said here on Monday. They said the 94-year-old Musliyar, who is officially known as Sheikh Abubakr […]Continue Reading