Home Articles posted by odadmin (Page 389)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୩/୭ : କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ରବିବାର ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟ ପରିଦର୍ଶନ କରି ଡାକ୍ତରଖାନାର ବିଭିନ୍ନ ବିଭାଗ ବୁଲି ଦେଖିବା ସହ ରୋଗୀଙ୍କର ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ।ଏହି ପରିଦର୍ଶନ ସମୟରେ ରୋଗୀ ଓ ସେମାନଙ୍କ ପରିବାରବର୍ଗଙ୍କ ସହ କଥା ହୋଇ ସେମାନଙ୍କ ସମସ୍ୟା ଓ ଆବଶ୍ୟକତା ସମ୍ପର୍କରେ ସାଂସଦ ପଚାରି ବୁଝିବା ସହ ସ୍ୱାସ୍ଥ୍ୟ କର୍ମଚାରୀ ଓ ଡାକ୍ତରଙ୍କ ସହ Continue Reading
Odisha News
ଭୁବନେଶ୍ୱର, ୧୩/୭ : ଏକା ସାଙ୍ଗରେ ଆସୁଛି ଦୁଇଟି ଲଘୁଚାପ । ଆଗାମୀ ୨୪ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ମଧ୍ୟପ୍ରଦେଶ ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ବେଳେ ଅନ୍ୟ ଏକ ଲଘୁଚାପ କ୍ଷେତ୍ର ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ଓଡିଶା ଉପକୂଳରେ ସୃଷ୍ଟି ହେବାର ସମ୍ଭାବନା ରହିଛି । ଆଗାମୀ ଦୁଇ ଦିନ ପରେ ଏହା ଲଘୁଚାପର ରୂପ ନେବ । ଏ ନେଇ ପାଣିପାଗ ବିଶେଷଜ୍ଞ […]Continue Reading
National News
NEW DELHI, JUL 13: Booth Level Officers (BLOs) of the Election Commission of India (ECI) conducting the Special Intensive Revision (SIR) of electoral rolls in Bihar have found a number of individuals from Nepal, Bangladesh and Myanmar possessing Indian documents like Aadhaar, domicile certificates and ration cards, sources said on Sunday. According to officials in […]Continue Reading
National News
PALGHAR, JUL 13 : A video showing an auto-rickshaw driver being beaten up allegedly by Shiv Sena (UBT) workers in Maharashtra’s Palghar district for ‘anti-Marathi’ remarks has gone viral on social media, further fuelling controversy over the language issue in the state. Police on Sunday said they have seen the video but not received any […]Continue Reading
Odisha News
ଭୁବନେଶ୍ୱର,୧୩/୭: ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ରାଜନୀତି ଜୋର ଧରିଛି । ଏହି ଘଟଣାକୁ ନେଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ରାଜ୍ୟ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିଛନ୍ତି । ଏଥିପାଇଁ ଦୁଇ ଦଳ ଆଜି ରାଜଧାନୀର ରାଜରାସ୍ତାକୁ ଓହ୍ଲାଇ ଜୋରଦାର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ବିଜେଡି ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିବାକୁ ଚେଷ୍ଟା କରିଥିବା ବେଳେ କଂଗ୍ରେସ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଘେରାଉ କରିବାକୁ ଉଦ୍ୟମ Continue Reading
Odisha News
ଭୁବନେଶ୍ବର,୧୩/୭: ବାଲେଶ୍ବରର ଏଫଏମ କଲେଜ ଘଟଣାକୁ ନେଇ ସାରା ରାଜ୍ୟ ଉଠୁଛି ପଡୁଛି। ତେବେ ଏମ୍ସରେ ଛାତ୍ରୀଜଣକ ଜୀବନମରଣ ନେଇ ଗତି କରୁଥିବାବେଳେ ମନ୍ତ୍ରୀମାନେ ସେଠାରେ ଭିଡ ଜମାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଉ କିଛି ସମୟରେ ସେଠରେ ପହଞ୍ଚିବେ ବୋଲି ଜଣାପଡିଛି।ଏହି ଅଭାବନୀୟ ଘଟଣାକୁ ନେଇ ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରାଜ୍ୟପାଳଙ୍କୁ ହସ୍ତକ୍ଷେପ କରିବାକୁ ଟ୍ବିଟ କରି ଅନୁରୋଧ କରିଛନ୍ତି। ଏହି ଘଟଣାରେ ନ୍ୟାୟ ପାଇଁ ସେ Continue Reading
National News
NEW DELHI, JUL 13 : In a significant move aimed at enriching parliamentary deliberations, President Droupadi Murmu has nominated four well-known individuals to the Rajya Sabha. The nominations were made under Article 80(1)(a) of the Constitution and fill the vacancies left by the retirement of earlier nominated members. Among the nominees is senior public prosecutor […]Continue Reading
Odisha News
ସମ୍ବଲପୁର,୧୩/୭ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଆଉ ଏକ ମାଈ ହାତୀର ମୃତ୍ୟୁ ହୋଇଛି । ଏପରି ଏକ ଘଟଣା ସମ୍ବଲପୁର ଜିଲ୍ଲା ରେଢାଖୋଲ ବନଖଣ୍ଡ ନାକଟିଦେଉଳ ରେଞ୍ଜ ଟିକିଲିପଡ଼ା ଗାଁ ନିକଟରେ ଘଟିଛି । ଏହି ଘଟଣାରେ ବନବିଭାଗ ଜଣଙ୍କୁ ଅଟକ ରଖିଛି ।ସୂଚନା ଅନୁସାରେ, ଟିକିଲିପଡ଼ା ଗାଁ ଜଙ୍ଗଲରେ ଚାଷ ଜମିକୁ ବନ୍ୟ ଜନ୍ତୁଙ୍କ କବଳରୁ ସୁରକ୍ଷା ଦେବା ପାଇଁ ବିଦ୍ୟୁତ ତାର ବିଛା ଯାଇଥିଲା । ଏହି ବିଦ୍ୟୁତ ତାର ସଂସ୍ପର୍ଶରେ […]Continue Reading