Home Articles posted by odadmin (Page 39)
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୧୦/୧: ଅଖିଳ ଭାରତ କଂଗ୍ରେସ କମିଟି ଓ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଭକ୍ତ ଚରଣ ଦାସଙ୍କ ନିର୍ଦ୍ଦେଶକ୍ରମେ ଆଜି ସମସ୍ତ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ ଜରିଆରେ ଜନସାଧାରଣଙ୍କୁ ମହାତ୍ମା ଗାନ୍ଧୀ ନରେଗା ଯୋଜନାରୁ ମହାତ୍ମା ଗାନ୍ଧୀଙ୍କ ନାମ ହଟା ଯିବା ସମ୍ପର୍କରେ ସଚେତନ କରାଯାଇଛି।ଏହି କ୍ରମରେ ଖୋର୍ଦ୍ଧା ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୦/୧: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ରେ ଜାତୀୟ ସେବା ଯୋଜନା ୨ଟି ୟୁନିଟର ଏକ ସପ୍ତାହ ବ୍ୟାପୀ ଆୟୋଜିତ ଶୀତକାଳୀନ ସେବା ଶିବିର ବଡଗାଁ ପୋଷ୍ୟଗ୍ରାମରେ ଉଦଯାପିତ ହୋଇ ଯାଇଛି । ଏଥିରେ ଭାରପ୍ରାପ୍ତ ଅଧ୍ୟକ୍ଷ ଡ.ବିଭୂତି ଭୂଷଣ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ ଅବସରପ୍ରାପ୍ତ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସୀ କାର୍ଯ୍ୟକ୍ରମ ଅଧିକାରିଣୀ ଶ୍ରୀମତୀ ଅରୁନ୍ଧତୀ Continue Reading
Top Stories
 By Tapaswini Sahoo Bhubaneswar/  Odisha, Jan 10 :The third day of the 4th Odisha Mining and Infrastructure International Expo was successfully held today witnessing enthusiastic participation from industry leaders, policymakers, and stakeholders from across India and overseas. The four-day Expo is being organized from 8th to 11th January and is open daily from 11:00 Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୦/୧: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହାବିଦ୍ୟାଳୟ ପରିସରରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଡ଼ଃ ରୀନା ସାହୁଙ୍କ ଅଧ୍ୟକ୍ଷତାରେ ମୂଖ୍ୟଅତିଥି ଭାବେ ପ୍ରାଧିକରଣ ର ସଚିବ ଜର୍ଜ ଶ୍ରୀ ବିମଳ ରାଉଳ ଯୋଗ ଦେଇ ଛାତ୍ରୀମାନେ ଆଜିକାଲି କିଭଳି ଫୋନ୍ ଯୋଗୁଁ ବିଭିନ୍ନ ଛଳନା ଓ Continue Reading
Odisha News
ରାଉରକେଲା, ୧୦/୧: ରଘୁନାଥପାଲିରେ ଚାର୍ଟର ବିମାନ ଦୁର୍ଘଟଣା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି । ଆହତମାନଙ୍କୁ ସର୍ବୋତ୍ତମ ଚିକିତ୍ସା ସେବା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ମୁଖ୍ୟମନ୍ତ୍ରୀ ସାମାଜିକ ଗଣମାଧ୍ୟମରେ କହିଛନ୍ତି ଯେ ରାଉରକେଲାଠାରେ ଘଟିଥିବା ବିମାନ ଦୁର୍ଘଟଣା ବିଷୟରେ ଜାଣି ସେ ଅତ୍ୟନ୍ତ ଦୁଃଖିତ। ମହାପ୍ରଭୁ ଜଗନ୍ନାଥଙ୍କ କୃପାରୁ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଖବର ଆଶ୍ୱସ୍ତିକର ।ଏହି ଘଟଣାରେ Continue Reading
Odisha News
କଟକ ୧୦/୧: ମାର୍ଚ୍ଚ ଶେଷ ସୁଦ୍ଧା ନୂଆ ଦଳ । ନୂଆ ଦଳ ଗଠନ ନେଇ ସୂଚନା ଦେଲେ ପୂର୍ବତନ କଂଗ୍ରେସ ନେତା ମହମ୍ମଦ ମୋକିମ୍ । ମୋକିମ୍ କହିଛନ୍ତି ‘ନୂଆ ଦଳ ନେଇ ସମୀକରଣ ଚାଲିଛି ।ପୂରା ରାଜ୍ୟରୁ ମତାମତ ନିଆଯାଉଛି’ । ‘ବଡ଼ କାର୍ଯ୍ୟକ୍ରମ ପୂର୍ବରୁ ଅନେକ ପରାମର୍ଶ ଆବଶ୍ୟକ’ ବୋଲି ସେ ସ୍ପଷ୍ଟ କରିଥିଲେ । ‘ପର୍ଯ୍ୟାୟ କ୍ରମେ ଆଗକୁ ବଢୁଛୁ, ମାର୍ଚ୍ଚ ଶେଷ ସୁଦ୍ଧା ବ୍ୟବସ୍ଥା ହୋଇ ସାରିଥିବ ।ନୂଆ ରାଜନୈତିକ […]Continue Reading
Odisha News
ଭୁବନେଶ୍ବର, ୧୦/୧: କଳିଙ୍ଗ ଷ୍ଟୁଡିଓ ଛକରେ ଜଳିଗଲା ଆମ ବସ୍‌। ହଠାତ୍ ଧୂଆଁ ବାହାରିବାରୁ ଯାତ୍ରୀମାନେ ଓହ୍ଲାଇ ପଡ଼ିଥିଲେ।ଏହାପରେ ବସ୍‌ଟି ହୁତୁହୁତୁ ହୋଇ ମଝି ରାସ୍ତାରେ ଜଳିଯାଇଛି। ଘଟଣା ସର୍ମ୍ପକରେ ଖବରପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୦/୧ :ଗଜପତି ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବରେ ଶ୍ରୀଯୁକ୍ତ ଅକ୍ଷୟ ସୁନିଲ ଅଗ୍ରୱାଲ ,( ଭା.ପ୍ର.ସେ.) ଆଜି ତାଙ୍କ କାର୍ଯ୍ୟରେ ଯୋଗଦାନ କରିଛନ୍ତି ।ନୂତନ ଜିଲ୍ଲାପାଳ ଆଜି ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ଠାରେ ଦାୟିତ୍ୱ ଗ୍ରହଣ କରିବା ସହ ସରକାରୀ କାର୍ଯ୍ୟରେ ସ୍ଵଚ୍ଛତା ଓ ସମୟାନୁବର୍ତ୍ତିତା ଅବଲମ୍ବନ ପାଇଁ ଉପସ୍ଥିତ ପଦାଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ ।ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନାର ସଫଳ Continue Reading
Top Stories
By Nalini Sahu Bhubaneswar, Jan. 10: Odisha Steel and Mines Minister Bibhuti Bhushan Jena on Friday presented the State’s reform agenda for mineral governance at the National Mineral Chintan Shivir–2026, highlighting transparency-driven policy changes, stricter oversight and a renewed push for sustainable mining. Addressing the conclave organised by the Union Ministry of Continue Reading
Top Stories
By Nalini Sahu Bhubaneswar, Jan. 9: In a significant move aimed at strengthening social security for media professionals, the Odisha government is actively considering the introduction of a pension scheme for journalists, along with legal safeguards for the profession and the revival of the state’s accreditation committee. State law minister Prithiviraj Harichandan said Continue Reading