Home Articles posted by odadmin (Page 413)
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୨୧/୬ : ସ୍ଥାନୀୟ ଭାରତୀୟ ମଜଦୂର ସଂଘ କାର୍ଯ୍ୟାଳୟ ଠାରେ ଆଗାମୀ ଜିଲ୍ଲା ସମ୍ମିଳନୀ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ଆସନ୍ତା ୨୯ ତାରିଖ ରେ ଏହି ସମ୍ମିଳନୀ ବଲାଙ୍ଗିର ଠାରେ ଅନୁଷ୍ଠିତ ହେବ।ପ୍ରାୟ ୫୦ରୁ ଉର୍ଦ୍ଧ୍ବ ସଭ୍ୟ ସଭ୍ୟା ଯୋଗଦାନ କରିବେ।ଜିଲ୍ଲାରେ ଥିବା ଭାରତୀୟ ମଜଦୂର ସଂଘ ସହ ଅନୁବନ୍ଧିତ ବିଭିନ୍ନ ଶ୍ରମିକ ସଂଗଠନ ର ମୁଖ୍ୟ ମାନଙ୍କୁ ନେଇ ଏହି ସମ୍ମିଳନୀ ଅନୁଷ୍ଠିତ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୧/୬ : ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଓଡ଼ିଶାର ଜନମାନସର ନେତା ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ସର୍ଭାଇକାଲ ଆର୍ଥରାଇଟ୍ସ ଅପେରସନ ନିମିତ୍ତ ଗତକାଲି ମୁମ୍ବାଇ ଯାଇଥିବାବେଳେ ଆସନ୍ତାକାଲି ମୁମ୍ବାଇସ୍ଥ କୋକିଳାବେନ ହସ୍ପିଟାଲରେ ତାଙ୍କର ଅପରେସନ ହେବ ।ଏଣୁ ଆଜି ପୁରୁଣାକଟକ ଅଞ୍ଚଳବାସୀଙ୍କ ପକ୍ଷରୁ ଆଡଭୋକେଟ ରବି ପ୍ରଧାନ ପୂର୍ବତନବ୍ଲକଉପାଧକ୍ଷ ପଙ୍କଜ ସାହୁ ପୂର୍ବତନ ସରପଞ୍ଚ ସୁଶାନ୍ତ ପ୍ରଧାନ ସରପଞ୍ଚ ସଙ୍ଘ ସଭାପତି ନିହାର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୧/୬ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ନିକଟସ୍ଥ ଅଞ୍ଚଳରେ ଥିବା ସେଞ୍ଚୁରିଆନ ୟୁନିଭରସିଟି ଅଫ୍ ଟେକ୍ନୋଲୋଜି ଆଣ୍ଡ୍ ମ୍ୟାନେଜମେଣ୍ଟ (ସିୟୁଟିଏମ:) ପକ୍ଷରୁ ବିଶ୍ୱବିଦ୍ୟାଳୟ ଅଡିଟୋରିୟମ ହଲରେ ଅନ୍ତର୍ଜାତୀୟ ଯୋଗ ଦିବସ-୨୦୨୫ ପାଳିତ ହୋଇଯାଇଛି ।ଏହି ଅବସରରେ ସକାଳ ୬ ଟା ରେ ରିପୋର୍ଟିଂ ଏବଂ ସଭା ସହିତ କାର‌୍ୟ୍ୟକ୍ରମ ଆରମ୍ଭ ହୋଇଥିଲା । ପରେ ଉଦଘାଟନ ଏବଂ ଦୀପ ପ୍ରଜ୍ଜ୍ୱଳନ ଉତ୍ସବ ଅନୁଷ୍ଠିତ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୧/୬ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ପରିସରରେ ଶନିବାର ସକାଳ ୬ଟାରୁ ସମବେତ ପ୍ରାର୍ଥନା ଗାନ ସହ ହରିତ୍ ଯୋଗ ଦିବସ ପାଳନ ହୋଇ ଯାଇଛି।ଉକ୍ତ ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଅଧ୍ୟକ୍ଷ ଲକ୍ଷ୍ମଣ ପାଳ, ଯୁବ ରେଡକ୍ରସ୍ କନ୍ଧମାଳ ଜିଲ୍ଲା ସଂଯୋଜକ ଡ଼.ବିଭୂତି ଭୂଷଣ ଆଚାର୍ଯ୍ୟ, କାଉନସେଲର ଦଣ୍ଡପାଣି ଭୂୟାଁ, ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରିଣୀ ଅରୁନ୍ଧତୀ ପ୍ରଧାନ, Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୧/୬ : ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଗଜପତି ଜିଲ୍ଲା ଅବକାରୀ ବିଭାଗ ଏବଂ ଜିଲ୍ଲା କ୍ରୀଡ଼ା ବିଭାଗର ମିଳିତ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ କାର୍ଯ୍ୟକ୍ରମ ମହା ସମାରୋହରେ ପାଳିତ ହୋଇଯାଇଛି ।ଆଜିର ଏହି ଯୋଗ ଦିବସ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ Continue Reading
Top Stories
By Chittaranjan Beura Bhubaneswar, June 19: KIIT Deemed to be University has achieved a remarkable milestone by securing the No. 1 position among all private universities in Odisha in the QS World University Rankings 2026, released recently. It has also been ranked 9th among India’s premier private higher education institutions and earned a respectable global […]Continue Reading
Top Stories
By Our Correspondent NEW DELHI, JUN 20 : The International Olympic Committee (IOC)’s global movement campaign “Let’s Move” returns to India this Olympic Day (23 June) with its new edition, “Let’s Move +1”, in partnership with the Abhinav Bindra Foundation andthe Reliance Foundation. This year’s theme focuses on the joy and motivation of moving together—inviting […]Continue Reading
Odisha News
ଭୁବନେଶ୍ୱର, ୨୦/୬ : ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି ଅବସରରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଜନତା ମୈଦାନରେ ସେ ସମ୍ବୋଧନ ଦେଇ ମହାପ୍ରଭୁଙ୍କ କଥା କହିଛନ୍ତି । ସେ କହିଛନ୍ତି, ‘କାନଡ଼ା ଗସ୍ତରେ ଥିଲାବେଳେ ଟ୍ରମ୍ପ ଆମେରିକା ଯିବାକୁ ମତେ ନିମନ୍ତ୍ରଣ କରିଥିଲେ। ହେଲେ ମୁଁ କହିଲି ମୋତେ ଜଗନ୍ନାଥ ଧାମରୁ ନିମନ୍ତ୍ରଣ ଅଛି। ଜଗନ୍ନାଥଙ୍କ ଧାମକୁ ଯିବାର ଅଛି, ଆମେରିକା ଯାଇ ହେବନି। ମହାପ୍ରଭୁ ମୋତେ ଏଠାକୁ ଟାଣି ଆଣିଛନ୍ତି’।ମୋଦୀ Continue Reading
Odisha News
ନୂଆଦିଲ୍ଲୀ, ୨୦/୬ : ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର ୬୬ତମ ଜନ୍ମ ଦିବସ । ଏହି ଅବସରରେ ରାଷ୍ଟ୍ରପତିଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି । ଅନ୍ୟପକ୍ଷରେ ରାଷ୍ଟ୍ରପତି ମୁର୍ମୁ ଉତ୍ତରାଖଣ୍ଡର ଡେରାଡୁନରେ ଆୟୋଜିତ ଏକ କାର‌୍ୟ୍ୟକ୍ରମରେ ଭାବବିହ୍ୱଳ ହୋଇପଡ଼ିଛନ୍ତି । ଜନ୍ମ ଦିନର ଶୁଭେଚ୍ଛା ଗୀତ ଶୁଣି ରାଷ୍ଟ୍ରପତିଙ୍କ ଆଖିରେ ଲୁହ ଆସିଛି ।ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଉତ୍ତରାଖଣ୍ଡର ଡେରାଡୁନରେ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଫର୍ ଦ Continue Reading