Home Articles posted by odadmin (Page 417)
Odisha News
ବଲାଙ୍ଗୀର, ୧୭/୬ : ରାଜ୍ୟରେ କୃଷିର ବିକାଶ ପାଇଁ ଅଧିକରୁ ଅଧିକ ଚାଷୀଙ୍କ ଚାଷ ଜମିକୁ ଜଳସେଚନ ସୁବିଧା ଯୋଗାଇ ଦେବା ପାଇଁ ଆମେ ପ୍ରତିବଦ୍ଧତାର ସହ କାମ କରୁଛୁ । ୫ ବର୍ଷ ମଧ୍ୟରେ ୧୫ ଲକ୍ଷ ହେକ୍ଟର ଅଣଜଳସେଚିତ ଜମିକୁ ଆମେ ଜଳସେଚନ ଯୋଗାଇ ଦେବାର ଲକ୍ଷ୍ୟ ରଖିଛୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ବଲାଙ୍ଗୀରଠାରେ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ ଅନୁଷ୍ଠିତ ହୋଇାଯାଇଛି । […]Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧୭/୬ : ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ ଶ୍ରୀଯୁକ୍ତ ସଚିନ ରାମଚନ୍ଦ୍ର ଯାଦବ ଆଜି ଦିନିକିଆ ବଲାଙ୍ଗିର ଜିଲ୍ଲା ଗସ୍ତରେ ଆସି ସରକାରଙ୍କ ଏକ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ ଓ କୃଷକ ଶକ୍ତି ସମାବେଶ ସମୀକ୍ଷା କରିଛନ୍ତି।ଏହା ପରେ ପଥରଚେପା ପଡିଆ କୁ ଯାଇ କ୍ଷେତ୍ର ପରିଦର୍ଶନ କରିଛନ୍ତି।ଏହି ଅବସରରେ ସେ ସରକାରଙ୍କ ବିଭିନ୍ନ ଜନ ହିତକର ଯୋଜନାର ସୁଫଳ ଲୋକମାନଙ୍କ ପାଖେ ପହଞ୍ଚାଇବା ପାଇଁ ସମସ୍ତ ଅଧିକାରୀ ଙ୍କୁ Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧୭/୬ : ବଲାଙ୍ଗିର ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଦେଓଗାଁ ର ସିଙ୍ଘାମୁଣ୍ଡା ଗ୍ରାମ ପଂଚାୟତରେ ବିଶ୍ୱ ଶିଶୁ ଶ୍ରମିକ ନିରୋଧ ଦିବସ ପାଳିତ ହୋଇଯାଇଛି।ଏହି ଶିବିର ରେ ଆଇନ ସେବା ପ୍ରାଧିକରଣ ସଚିବ ପଵିତ୍ରାନନ୍ଦ ପ୍ରଧାନ,ଉପସ୍ଥିତ ଶିଶୁ ଓ ଜନସାଧାରଣ ମାନଙ୍କୁ ଶିଶୁ ର ଅଧିକାର,ବାଲ୍ୟ ବିବାହ ଉଚ୍ଛେଦ , ପୋସ୍କୋ ଆଇନ,ଶିଶୁ ଶ୍ରମିକ ଉଚ୍ଛେଦ ଉପରେ ବିସ୍ତୃତ ବିବରଣୀ ରଖିଥିଲେ।ଏହା ସହ ନିଃସହାୟ ଶିଶୁ Continue Reading
Bollywood National News
MUMBAI, JUN 17 : Actor Bobby Deol celebrated his parents, Dharmendra and Prakash Kaur’s 71st wedding anniversary, with a heart-touching Instagram post sharing a rare glimpse of their joyful moment and enduring love. Deol kept the caption short, simple and emotional, writing,”Happy Anniversary Maa and Papa”, followed by a string of heart emojis. The post Continue Reading
Odisha News
ବ୍ରହ୍ମପୁର, ୧୭/୬ : ଗୋପାଳପୁରରେ ଲଜ୍ଜା । ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲାରେ ୧୦ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ ।ଗୋପାଳପୁର ବେଳାଭୂମିରେ ଯୁବତୀ ଜଣକ ଗଣଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ ହୋଇଥିଲା । ଏହି ଘଟଣାରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ କରିଥିଲା ।ସୋମବାର ୭ ଜଣ ଯୁବକଙ୍କୁ ଅଟକ ରଖାଯାଇଥିଲା । ଆଜି ଗୋପାଳପୁର ପୋଲିସ ୩ ଜଣ ଯୁବକଙ୍କୁ ଗିରଫ କରିଛି । ଘଟଣାସ୍ଥଳକୁ ଯାଇ ଛାନ୍‌ଭିନ୍ କରିବ ପୋଲିସ […]Continue Reading
Odisha News
ଭୁବନେଶ୍ୱର,୧୭/୬: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି।ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାଶର୍‌ବବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତନଠାରୁ ବାୟୁମଣ୍ଡଳର ୩.୧ କିମିରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ସମେତ ବିଦର୍ଭ Continue Reading