Home Articles posted by odadmin (Page 422)
Odisha News
ଯାଜପୁର,୧୫/୫ : ପୁଣି ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯାଜପୁର ଜିଲ୍ଲା ଧର୍ମଶାଳା ABDOଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି । ଉକ୍ତ ଅଧିକାରୀ ଜଣକ ଅସିତ କୁମାର ପାତ୍ର ।ଏକକାଳୀନ ଯାଜପୁର ସମେତ ୭ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢ଼ାଉ ଜାରି କରିଛନ୍ତି । ଆୟଠାରୁ ଅଧିକ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମାନ୍ୟବର ସ୍ୱତନ୍ତ୍ର ବିଚାରପତିଙ୍କ ନିର୍ଦ୍ଦେଶରେ ଏହି ଚଢାଉ […]Continue Reading
Odisha News
ଭୁବନେଶ୍ୱର,୧୫/୫: ଇସ୍ତଫା ଦେଲେ ମୁନା ଖାନ୍‌! ସଂଖ୍ୟାଲଘୁ ସଂପ୍ରଦାୟ କମିଟିରୁ ମୁନା ଖାନ ଇସ୍ତଫା ଦେଇଥିବା ଚର୍ଚ୍ଚା ହେଉଛି। ବର୍ତ୍ତମାନ ନବୀନ ନିବାସରେ ପହଞ୍ଚିଛନ୍ତି ବିଜେଡି ଏମପି ମୁନା ଖାନ୍‌। ଗଣମାଧ୍ୟମ ରିପୋର୍ଟ ଅନୁସାରେ ସଂଖ୍ୟାଲଘୁ ସେଲର ସାଉଥ ଜୋନ ସଂଯୋଜକ ପଦରୁ ସେ ଇସ୍ତଫା ଦେଇଥିବା କୁହାଯାଉଛି। ଏଥିପାଇଁ ସେ ସକାଳୁ ସକାଳୁ ନବୀନ ନିବାସ ପହଞ୍ଚିଥିବା ଚର୍ଚ୍ଚା ହେଉଛି। ତେବେ ଗତ ୫ ତାରିଖରେ ସଂଖ୍ୟାଲଘୁ ସଂପ୍ରଦାୟ କମିଟି ଗଠନ ହୋଇଥିଲା। Continue Reading
Odisha News
ବିଶ୍ୱ ଭୁୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୧୫/୫ : ସ୍ଥାନୀୟ ଜିଲ୍ଲା ପରିଷଦର ସୃଜନ ସମ୍ମିଳନୀ କକ୍ଷରେ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ନୟାଗଡ଼ ନିର୍ବାଚନ ମଣ୍ଡଳୀ ସ୍ତରୀୟ ଏକ ଉନ୍ନୟନ ବୈଠକ ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକରେ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ, ଜିଲ୍ଲା ପରିଷଦ ସଭାପତି ଇଂ ଦେବାଶୀଷ ପଟ୍ଟନାୟକ, ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ, ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ, ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦ୍ଦାର ଓ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୫/୫ : ବୌଦ୍ଧ ସହର ରାଜାନପାଲି ସ୍ଥିତ ଆର୍ଟ ଅଫ ଲିଭିଙ୍ଗ ସେଣ୍ଟର ଠାରେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଗୁରୁ ଶ୍ରୀ ଶ୍ରୀ ରବିଶଙ୍କର ଜୀଙ୍କ ଜୟନ୍ତୀ ପାଳନ ହୋଇଯାଇଛି ।ସର୍ବ ପ୍ରଥମେ ଗୁରୁଜୀଙ୍କ ଫୋଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୁର୍ବକ ଧୂପ, ଦୀପ ପ୍ରଜ୍ୟୋଲନ ପରେ ଗୁରୁବାନ୍ଦନା, ଭଜନ, କୀର୍ତ୍ତନ ଓ ସତସଙ୍ଗ କରାଯାଇଥିଲା ।ଏହାପରେ ପେହେଲଗାମ ଠାରେ ଆତଙ୍କବାଦୀ ମାନଙ୍କ ଗୁଳିରେ ମୃତ୍ୟୁ ବରଣ କରିଥିବା ପର୍ଯ୍ୟଟକ ଓ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୫/୫ : ବୁଧବାର ପୂର୍ବାହ୍ନରେ ଖୋର୍ଦ୍ଧା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ (ଏ ସି ଡି ସି) ବୈଠକ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ମାନ୍ୟବର ବିଧାୟକ, ଖୋର୍ଦ୍ଧା ଶ୍ରୀଯୁକ୍ତ ପ୍ରଶାନ୍ତ କୁମାର ଜଗଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ ବୈଠକରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଚଞ୍ଚଳ ରାଣା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଖୋର୍ଦ୍ଧା ଓ Continue Reading
Top Stories
By Sukant Mohanty Bhubaneswar : In a significant move, the Odisha Cabinet on Wednesday approved a proposal for seat reservation for students from Socially and Economically Backward Classes (SEBC) in educational institutions across the state. Announcing the decision, Chief Minister Mohan Charan Majhi said, “Students belonging to the SEBC category will now receive 11.25 per Continue Reading
Odisha News
ଭୁବନେଶ୍ୱର, ୧୪/୫: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୬ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ରେ ଅନୁମୋଦନ ମିଳିଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ରାଜ୍ୟ କ୍ୟାବିନେଟ୍‌ରେ ନୂଆ ସଂରକ୍ଷଣ ଲାଗୁ ପାଇଁ ନିଷ୍ପତ୍ତି ନିଆଯାଇଛି ।ଶିକ୍ଷାନୁଷ୍ଠାନରେ ସଂରକ୍ଷଣ ଲାଗୁ ନେଇ ନିଷ୍ପତ୍ତି ନିଆଯାଇଛି । ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗର ପିଲାମାନଙ୍କ Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୧୪/୫: ଉତ୍ତର ଓଡ଼ିଶା କାଳବୈଶାଖୀ ପ୍ରବଣ ଅଞ୍ଚଳ ହୋଇଥିବାବେଳେ ଏହାକୁ ଦୃଷ୍ଟିରେ ରଖି ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏନଓଡିଏଲ) ଗତ କିଛି ବର୍ଷ ମଧ୍ୟରେ ଅନେକ ଯୁଗାନ୍ତକାରୀ ପଦକ୍ଷେପ ନେବା ସହ ଏହି ଦିଗରେ ପ୍ରୟାସକୁ ଦ୍ଵିଗୁଣିତ କରିଛି।ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ତ୍ବରିତ ସମାଧାନ ଦିଗରେ ଗୁରୁତ୍ବ ଦେଇ କମ୍ପାନୀ କାଳବୈଶାଖୀ ଜନିତ ଆହ୍ବାନର ମୁକାବିଲା କରିବା ପାଇଁ ପ୍ରସ୍ତୁତ Continue Reading