Home Articles posted by odadmin (Page 425)
Top Stories
‘Biotechnology is not just about scientific progress — it’s about shaping a sustainable, inclusive future,’ says Odisha minister Patra By Nalini Sahu Bhubaneswar, June 9: Odisha showcased its growing leadership in the biotechnology sector at the NextGen Bio Summit 2025, reaffirming its commitment to building a robust, innovation-led bio-economy. The summit, organised by Continue Reading
Top Stories
By Subrat Sarangi Bhubaneswar, June 9 : ArcelorMittal Nippon Steel India (AM/NS India) observed Sustainability Week from May 29 – June 07, 2025, with a series of impactful events through the week across its Odisha locations, with the theme of“Ending Plastic Pollution”. At Paradeep, activities included housekeeping audits, a plastic waste collection drive, and quiz […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୯/୬ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଲକ ବଡ଼ିମୁଣ୍ଡା ଗ୍ରାମରେ ଏକ ବାଲ୍ୟ ବିବାହ ଉଚ୍ଛେଦ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହାକୁ ହଦଗଡ଼ ମଣ୍ଡଳ ର ସଭାପତି ମାନସ ରଞ୍ଜନ ପାତ୍ର ଙ୍କ ତତ୍ଵାବଧାନରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବରେ ୟୁନିସେଫ ଭୁବନେଶ୍ୱର ରୁ ଆସିଥବା ଘାସିରାମ ପଣ୍ଡା, ସମ୍ମାନିତ ଅତିଥି ଭାବେ ସୁରକ୍ଷା ଅଧିକାରିଣୀ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୯/୧୦ : ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ ଅନ୍ତର୍ଗତ ଡ଼ାବରାଗୁଡା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନି ମାଝୀ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ Continue Reading
Odisha News
ପୁରୀ,୯ା୬: ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରାକୁ ନେଇ ସୋମବାର ଦ୍ବିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ରଥଯାତ୍ରା ଲାଗି ପ୍ରାୟ ୮୦% ପ୍ରସ୍ତୁତି ଶେଷ ହୋଇ ସାରିଲାଣି। ଗୁଣ୍ଡିଚାରର ଯଥେଷ୍ଟ ପୂର୍ବରୁ ଅବଶିଷ୍ଟ ୨୦% ପ୍ରସ୍ତୁତି କାର୍ଯ୍ୟ ଶେଷ ହୋଇଯିବ।ସବୁ ବିଭାଗ ମଧ୍ୟରେ ଉତ୍ତମ ସମନ୍ବୟରେ କାର୍ଯ୍ୟ ଚାଲିଛି। ମହାପ୍ରଭୁ ନିଜେ ସବୁ କରାନ୍ତି, ସବୁକିଛି ସୁରୁଖୁରୁରେ Continue Reading
Odisha News
ଭୁବନେଶ୍ୱର, ୯/୬: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୋମବାର ରାଜ୍ୟବାସୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି । ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁକାଳୀନ ସହାୟତା ରାଶିକୁ ୬ ଲକ୍ଷରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ।ଜଙ୍ଗଲ ପାର୍ଶ୍ୱବର୍ତ୍ତୀ ଗ୍ରାମ ଗୁଡିକରେ ସାଧାରଣତଃ ବନ୍ୟଜନ୍ତୁ ଆକ୍ରମଣର ନଜିର ଅଧିକ ରହିଥାଏ। ତେଣୁ ବନ୍ୟଜନ୍ତୁ ଆକ୍ରମଣରେ ଧନଜୀବନ ନଷ୍ଟ ହୋଇଥାଏ। ଏସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଲୋକଙ୍କ ସହାୟତା ରାଶି ବୃଦ୍ଧି Continue Reading
Odisha News
ଧର୍ମଗଡ଼,୯/୬: କଳାହାଣ୍ଡି ଜିଲା ଧର୍ମଗଡ଼ ଉପଜିଲାପାଳ ଧୀମାନ ଚକ୍‌ମାଙ୍କୁ ଭିଜିଲାନ୍ସ ଗିରଫ କରିଛି। କ୍ରଶର ବ୍ୟବସାୟୀଙ୍କଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ କାବୁ କରିଥିଲା। ଏନେଇ ଭିଜିଲାନ୍ସ ସେଲ୍ ଥାନା ପକ୍ଷରୁ ମାମଲା (ନଂ.୬/୨୦୨୫) ରୁଜୁ ହୋଇଥିଲା। ବଡ଼ କଥା ହେଲା, ଭିଜିଲାନ୍ସ ଟିମ୍ ଧର୍ମଗଡ଼ସ୍ଥିତ ଉପଜିଲାପାଳ ଧୀମାନଙ୍କ ସରକାରୀ ଆବାସରୁ ଆଉ ୪୭ ଲକ୍ଷ ଟଙ୍କା ଜବତ କରିଛି। ଭିଜିଲାନ୍ସ ଅଧିକାରୀମାନେ ଧୀମାନଙ୍କୁ Continue Reading
Odisha News
ପୁରୀ, ୯/୬: ଆସୁଛି ପତିତପାବନଙ୍କ ଘୋଷଯାତ୍ରା । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ଏହାରି ଭିତରେ ରଥଯାତ୍ରା ପ୍ରସ୍ତୁତି ବୈଠକରେ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା ବଡ ସୂଚନା ଦେଇଛନ୍ତି । ଭକ୍ତଙ୍କ ପାଈଁ ବସଷ୍ଟାଣ୍ଡରୁ ବଡଦାଣ୍ଡ ପର୍ଯ୍ୟନ୍ତ ମାଗଣା ଅଟୋସେବା ପ୍ରଦାନ କରାଯିବ ।ଏହାସହ ରଥଯାତ୍ରା, ବାହୁଡା଼ ଓ ସୁନାବେଶ ପାଈଁ ତାଳ ବଣିଆରେ ହେବ ଅସ୍ଥାୟୀ ବସଷ୍ଟାଣ୍ଡ। ପୁରୀକୁ ୨୫୦ ଟି ବସ ଚଳାଚଳ ପାଈଁ ସ୍ୱତନ୍ତ୍ର ପରମିଟ ଦିଆଯିବ […]Continue Reading