Home Articles posted by odadmin (Page 43)
Odisha News
ଭୁବନେଶ୍ୱର, ୬/୧ : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛନ୍ତି ଓଗଊର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ।ଏନେଇ ସେ ଏକ୍ସ୍ ଯୋଗେ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ସୋମବାର ଜାନୁଆରୀ ୫ ସନ୍ଧ୍ୟା ୫ଟା ୩୦ରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ପୂର୍ବ ବିଷୁବରେଖା ନିକଟସ୍ଥ ଭାରତ ମହାସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।ଆଗାମୀ ୨୪ […]Continue Reading
Odisha News
ପ୍ରମୋଦ କୁମାର ସାହୁକାରଙ୍କ ରିପୋର୍ଟଚନ୍ଦ୍ରପୁର, ୬/୧ : ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ବନାଞ୍ଚଳର ଶହୋଜଗ କ୍ରମେ ଚନ୍ଦ୍ରପୁର ବ୍ଲକ ହନୁମନ୍ତପୁର ଗ୍ରାମପଞ୍ଚାୟତର ତ୍ରିବେଣୀ ସଙ୍ଗମ ଶ୍ରୀ ମିନାଝୋଲା ଶୈବ ପୀଠ ପରିସରରେ ଏକ ପ୍ଲାଷ୍ଟିକ ମୁକ୍ତ ଅଭିଜାନ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା । ଏହାର ଚତୁର୍ପାର୍ସରେ ପଡ଼ିଥିବା ପୁରୁଣା ପ୍ଲାଷ୍ଟିକ ବତଲ, ପଲିଥିନ ଜରି ଗୁଡ଼ିକୁ ସଂଗ୍ରହ କରାଯାଇ ସମ୍ପୂର୍ଣ୍ଣ ଜରି ମୁକ୍ତ କରିବା ପାଇଁ ଆହ୍ବାନ ଦେଇ ସଫା କରଯାଇଥିଲା Continue Reading
Odisha News
ଭୁବନେଶ୍ବର,୬/୧: ଗତ କିଛି ଦିନର ବ୍ୟବଧାନ ପରେ ପୁଣି ଖସିଲା ରାତି ତାପମାତ୍ରା । ରାଜ୍ୟରେ ଅନେକ ସ୍ଥାନରେ ପାରଦ ହ୍ରାସ ପାଇଛି । ବିଭିନ୍ନ ସ୍ଥାନରେ ୨ରୁ ୪ ଡିଗ୍ରୀ ଯାଏଁ ପାରଦ କମିଥିବା ବେଳେ ଭୁବନେଶ୍ବରରେ ୨ ଡିଗ୍ରୀ ପର୍ଯ୍ୟନ୍ତ ଖସିଲା ତାପମାତ୍ରା ।କିଛି ଦିନ ହେବ ଭୁବନେଶ୍ବର କୁହୁଡି ଆସ୍ତରଣ ଭିତରେ ରହିଥିବା ବେଳେ ଆଜି ସକାଳୁ ପାରଦ ହ୍ରାସ ସାଙ୍ଗକୁ ଅସ୍ତବ୍ୟସ୍ତ କରୁଛି ଥଣ୍ଡା ପବନ । ଆସନ୍ତା ୪ ଦିନ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୫/୧ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ପକ୍ଷରୁ ଧୂଙ୍ଗିଆଦେବୀ ମନ୍ଦିର ନିକଟରେ ପୋଲିସ ଦଳର ପେଟ୍ରୋଲିଂ ବେଳେ ଚୋରା ଗଞ୍ଜେଇ ଚାଲାଣକାରୀ ତିନି ଜଣ ମହିଳାଙ୍କୁ ପୋଲିସ ପେଟ୍ରୋଲିଂ ଦଳ ଏସଆଇ ଦମୟନ୍ତୀ ବେହେରା,ଏଏସଆଇ ବାସୁଦେବ ପଣ୍ଡା ଓ ସୁରେନ୍ଦ୍ର ରାଜହଂସଙ୍କ ହାବୁଡ଼ରେ ପଡ଼ିଥିଲେ।ଉକ୍ତ ଗଞ୍ଜେଇ ଅଖାକୁ ପୋଲିସ ତନଖି କରି ଗଞ୍ଜେଇ ଜବତ କରିଥିଲେ। ପରେ ଉକ୍ତ ସ୍ଥାନରେ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୫/୧: ଆଜି ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜଙ୍କ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ଅଧୀନ ପୂର୍ବାହ୍ନରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଖୋର୍ଦ୍ଧା ଠାରେ ଜିଲ୍ଲାସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି ।ଉକ୍ତ ଜନଶୁଣାଣି ଶିବିରରେ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ଵ ଶ୍ରୀ ସାଫଲ୍ୟ ମଣ୍ଡିତ ପ୍ରଧାନ ,ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା, ଉପ ଜିଲ୍ଲାପାଳ ଶ୍ରୀ କିଶୋର Continue Reading
Odisha News
ଭୁବନେଶ୍ବର, ୫/୧: ୟୁନିଟ୍-୨ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ସୋମବାର ୧୬ ତମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଖାଲି ସମସ୍ୟା ଶୁଣିନାହାଁନ୍ତି ତାହାର ସମାଧାନ ଦିଗରେ ପଦକ୍ଷେପ ନେବେ ବୋଲି ମଧ୍ୟ ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ।ସୋମବାର କାର୍ଯ୍ୟକ୍ରମ ପାଇଁ ମୋଟ ୧ ହଜାର ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ପ୍ରଥମେ ମୁଖ୍ୟମନ୍ତ୍ରୀ ଦିବ୍ୟାଙ୍ଗ, Continue Reading
Odisha News
ଭୁବନେଶ୍ୱର,୫/୧: ପ୍ରମିଳା ମଲ୍ଲିକଙ୍କ ଘରେ ଯାଜପୁର ବିଜେଡି ନେତାଙ୍କ ମେଳି ଘଟଣାରେ ଭୟଙ୍କର ରାଗିଲେ ପ୍ରମିଳା। ସେ ଗଣମାଧ୍ୟମ ପ୍ରତିନିଧିଙ୍କୁ କହିଛନ୍ତି, ମେଳି କ’ଣ? କାହିଁକି କଦର୍ଯ୍ୟ ରୂପ ଦେଉଛନ୍ତି। ଆମେ ବସିବୁନି, କଥା ହେବୁନି ଜିଲାକୁ ନେଇ ଆମର ଆଲୋଚନା ହେଉଥିଲା।ଆମେ ବବି ବାବୁଙ୍କ ଘରେ ବସୁ । ଜିତୁ ବାବୁ, ଡାନି ବାବୁ, ଆମ ଘରେ ବି ବସୁ। ଜିଲା ଛାତ୍ର ସଭାପତି, ମହିଳା ସଭାପତି ଜିଲା ସଭାପତି କିଏ ହେବ ଆଲୋଚନା କରିବୁନି। […]Continue Reading
Odisha News
ଭଦ୍ରକ, ୫/୧: ଭଦ୍ରକ ଜିଲ୍ଲା ତିହିଡି ବ୍ଲକ ନରେନ୍ଦରପୁର ପଞ୍ଚାୟତ ଛାତ୍ରପଦା ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ନିଆଁଲାଗି ୧୦ବଖରା ଘର ଜଳିପୋଡ଼ି ପାଉଁଶ ହୋଇଯାଇଛି । ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ନିଆଁ ଲାଗି ଛାତ୍ରପଦା ଗାଁରେ ୭ଟି ପରିବାରର ପ୍ରାୟ ୧୦ବଖରା ଘର ଜଳିପୋଡ଼ି ପାଉଁଶ ହୋଇଯାଇଛି ।୧୦ଗୋଟି ଗୋରୁ, ଶହେରୁ ଅଧିକ ଛେଳି ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ଏହାସହ ୧୦୦ରୁ ଅଧିକ ଧାନ ବସ୍ତା ପୋଡ଼ି ନଷ୍ଟ ହୋଇଯାଇଥିବା […]Continue Reading