Home Articles posted by odadmin (Page 432)
Top Stories
By Barnali Mohapatra Jajpur – June 3, 2025 – A heartfelt felicitation ceremony was held at TPNODL’s Vocational Training Centre (VTC) in Jajpur to honour over 250 young individuals who successfully completed their training under the ROSHNI program. The event, held under the guidance of TPNODL CEO Mr. Dwijadas Basak, celebrated not just the culmination […]Continue Reading
Odisha News
କୋଇଡା, ୪/୬ : ଗତ ମଙ୍ଗଳବାର ୨୭ ତାରିଖ ସକାଳ ୯ ଘଟିକାରେ ସୁନ୍ଦରଗଡ଼ ଜିଲ୍ଲା କେ.ବଲାଙ୍ଗ ଥାନାି ବାଙ୍କୋ ପଥର ଖଣିରୁ ୫ ହଜାର କିଲୋ ବିସ୍ଫୋରକ ଲୁଟ୍ ଘଟଣାକୁ ସପ୍ତାହେ ବିତିଗଲା। ଲୁଟ୍ ଘଟଣା ପାଇଁ ଓଡ଼ିଶା, ଝାଡ଼ଖଣ୍ଡ, ଛତିଶଗଡ଼ ସମେତ ସାରା ଦେଶରେ ହାଇଆଲର୍ଟ ପରିସ୍ଥିତି ସୃଷ୍ଟି ହୋଇଛି। ଘଟଣାର ତଦନ୍ତ ଭାର ଦେଶର ଶ୍ରେଷ୍ଠ ତଦନ୍ତକାରୀ ସଂସ୍ଥା ଏନଆଇଏ ସମାନ୍ତର ଭାବେ କରୁଛି ।୨୦୯ କୋବରା ବାଟାଲିୟନ, ସିଆର୍‌ପିଏଫ୍‌, ଡିଭିଏଫ୍ ଫୋର୍ସ […]Continue Reading
National News
SEOUL, JUN 4 : South Korea’s new President Lee Jae-myung vowed Wednesday to restart dormant talks with North Korea and bolster a trilateral partnership with the U.S. and Japan, as he laid out key policy goals for his single, five-year term. Lee, who rose from childhood poverty to become South Korea’s leading liberal politician vowing […]Continue Reading
Odisha News
ବିଶ୍ୱଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୩/୬ : ନୟାଗଡ଼ ଜିଲ୍ଲା ଏବଂ ନୟାଗଡ଼ ସହରରେ ଆମ ଦେଶ ଭାରତ ବର୍ଷ ର ସମ୍ଭିଧାନ ପ୍ରଣେତା ଡଃ.ଭିମରାଓ ଆମ୍ବେଦକର ଙ୍କ ପ୍ରତିମୂର୍ତ୍ତି ଏଯାବତ୍ ସ୍ଥାପନା ହେଇପାରି ନାହିଁ ସେଥିପାଇଁ ସିନ୍ଦୁରିଆ ସ୍ଥିତ ଡଃ ବି.ଆର୍ ଆମ୍ବେଦକର କ୍ଲବ ସଦସ୍ୟ ମାନେ ମିଳିତ ଭାବେ ବାବା ସାହେବ ଆମ୍ୱେଦକର ଙ୍କ ଏକ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ସର୍ବସମ୍ମତ ଭାବେ ନିଷ୍ପତି କରି ଜିଲ୍ଲପାଳ ଙ୍ଶ୍ରୀ ଅକ୍ଷୟ ସୁନୀଲ ଅଗ୍ରୱାଲ ଙ୍କୁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୩/୬: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଅନ୍ତଃବିଭାଗରେ ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁ ପରେ ମୃତଦେହ ବ୍ୟବଛେଦ କରାଇବାରେ ବିଳମ୍ବକୁ ନେଇ ଅସନ୍ତୋଷ ଦେଖାଯାଇଛି।ମୃତକଙ୍କ ପରିବାର ଲୋକ ଅସନ୍ତୋଷ ବ୍ୟକ୍ତ କରି ମୃତଦେହ ଧରି ସିଧା ଘରକୁ ପଳାଇଥିଲେ। ପୋଲିସ ଯେତେ ବୁଝାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ପରିବାର ଲୋକ ମୃତଦେହକୁ ଧରି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଙ୍କବୌଦ୍ଧ, ୩/୬ : ମଙ୍ଗଳବାର ସନ୍ଧ୍ୟା ଘ.୬.୩୦ ମିନିଟ ସମୟରେ ବୌଦ୍ଧ ସହର ବଗିଚାସାହି ସ୍ଥିତ ମୃତ ଯବାନ ଜିତେନ୍ଦ୍ର ହୋତାଙ୍କ ଘରେ ପହଞ୍ଚି ବିଧାୟକ ତଥା ସରକାରୀ ଦଳର ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ ଓ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।ବୌଦ୍ଧ ବଗିଚାସାହି ନିବାସୀ ସେନା ବାହିନୀର ଯବାନ ଜିତେନ୍ଦ୍ର ହୋତା ଗତକାଲି ହଠାତ୍ ଶାରୀରିକ ଅସୁସ୍ଥତା କାରଣରୁ ମଧ୍ୟ […]Continue Reading
Odisha News
ବିଶ୍ୱ ଭୁଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୩/୬: ଗତ ମେ ମାସ ୩୦ ତାରିଖ ଠାରୁ ଚଳିତ ଜୁନ୍ ମାସ ୦୧ ତାରିଖ ପର୍ଯ୍ୟନ୍ତ ୯ମ ଓପନ ଜାତୀୟ ଟାଇକୋଣ୍ଡ କିରୋଗି ଏବଂ ପୁମସାଇ ଚମ୍ପିୟାନସିପ ୨୦୨୫ କଟକର ଜବାହାରଲାଲ ଇଣ୍ଡୋର ଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଇଯାଇଅଛି, ଏଥିରେ ନୂଆ ରାଜବାଟି ସ୍ଥିତ ନୟାଗଡ଼ ମାର୍ଶାଲ ଆର୍ଟ ଆକାଡେମି , ନୟାଗଡ଼ର ୩୨ ଜଣ ଖେଳାଳି ବିଭିନ୍ନ ବର୍ଗର କିରୋଗି ଏବଂ ପୁମସାଇ ଇଭେଣ୍ଟ ରେ ଉଭୟ ବାଳକ […]Continue Reading
Top Stories
By Our Correspondent Puri, Odisha, Jun 3 : In a major enforcement action, Nilkamal’s Legal Team, in coordination with local police authorities, successfully raided two shop-cum-manufacturing units in Puri that were illegally producing and selling counterfeit Neelkamal mattresses. The operation led to the confiscation of over 150 fake mattresses and more than 4,000 Continue Reading
Odisha News
ଭୁବନେଶ୍ବର,୩/୬ : ପଞ୍ଚାୟତିରାଜ ବିଭାଗ ଖୋଜୁଛି ମୂଷା। ପୁରୁଣା ମୂଷା ହେଉ କି ନୂଆ ମୂଷା, ଦଣ୍ଡ ପାଇବା ନିଶ୍ଚିତ ବୋଲି କହିଛନ୍ତି ପଞ୍ଚାୟତରାଜ ମନ୍ତ୍ରୀ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ। ସେ କହିଛନ୍ତି, ବିଭାଗରେ ମୂଷା ହୁଅନ୍ତୁ କି ବିରାଡ଼ି ସମସ୍ତେ ଆଇନ ଆଗରେ ସମାନ। ଆମେ ଏଭଳି ମୂଷାଙ୍କୁ ଖୋଜୁଛୁ ଯିଏ କି ଏବେ ଭିଜିଲାନ୍ସରେ ଧରାପଡ଼ିଛନ୍ତି ।ପଞ୍ଚାୟତିରାଜ ମନ୍ତ୍ରୀ ଆହୁରି କହିଛନ୍ତି, ଦୁର୍ନୀତି ଅଭିଯୋଗ ଆସିବା ପରେ ମୁଁ ନିଜେ ୯ […]Continue Reading
Odisha News
ଭୁବନେଶ୍ୱର,୩/୬ : ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସହାରାଞ୍ଚଳରେ ଜଳବନ୍ଦୀ ସମସ୍ୟାର ସମାଧାନ ପାଇଁ ପ୍ରଚେଷ୍ଟା କରାଯାଇଛି ।ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ମହାନଗର ନଗମ ପକ୍ଷରୁ ସଫେଇ କରାଯାଇଥିବା ବେଳେ ମଙ୍ଗଳବାର ବିଭାଗୀୟ ମନ୍ତ୍ରୀ ଡ କୃଷ୍ଣଚନ୍ଦ୍ର ମହାପାତ୍ର ସମୀକ୍ଷା କରିଛନ୍ତି । ବିଏମସି ଅଞ୍ଚଳରେ ଥିବା ଇସ୍କନ ମନ୍ଦିର, ଭୋଇନଗର ନାଳ ନମ୍ବର ୧, ରାଜୀବ ନଗର ନାଳ ୯ ନମ୍ବର, ବୋମିଖାଲ, ସମେତ ବିଭିନ୍ନ ଜଳବନ୍ଦୀ ଅଞ୍ଚଳ ପରିଦର୍ଶନ Continue Reading