Home Articles posted by odadmin (Page 435)
Odisha News
ଭୁବନେଶ୍ୱର,୩୧/୫: ରାଜ୍ୟରେ ଚଳିତ ବର୍ଷର ପ୍ରଥମ କୋଭିଡ୍ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଭୁବନେଶ୍ବରରେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। କିଛି ଦିନ ତଳେ ଜଣେ ବୃଦ୍ଧ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଥିଲେ।ପରେ ସେ ଘରେ ରହି ଚିକିତ୍ସିତ ହେଉଥିଲେ। ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତକ କୋଭିଡ୍ ସହ ବହୁବିଧ ରୋଗରେ ଆକ୍ରାନ୍ତ ଥିଲେ। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ୱର, ୩୦/୫: ଏବେ ବିଜୁଳି ବିଲ୍ ର ଚିନ୍ତାରୁ ମୁକ୍ତି। ସୂର୍ଯ୍ୟଶକ୍ତିରେ ଜଳିବ ଘରର ବିଜୁଳି ବତୀ। ଚାଲିବ ପଙ୍ଖା। ଆଉ ଘରର ସବୁ ବୈଦ୍ୟୁତିକ ଉପକରଣ। ପିଏମ୍ ସୂର୍ଯ୍ୟ ଘର ମୁଫ୍ତ ବିଜୁଳି ଯୋଜନା ଅଧୀନରେ ଘର ଛାତରେ ସୋଲାର ପ୍ୟାନେଲ ସ୍ଥାପନାକୁ ପ୍ରୋତ୍ସାହିତ କରିବା ପାଇଁ ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ (ଟିପିଏନଓଡିଏଲ୍) ବିଶେଷ ଗୁରୁତ୍ଵ ଦେଉଛି ।ପିଏମ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧/୬ : ବୌଦ୍ଧ ଜିଲ୍ଲାରେ ବେଆଇନ ଲିଙ୍ଗ ନିରୂପଣ ରୋକିବା ପାଇଁ ଜିଲ୍ଲା ଉପଦେଷ୍ଟା କମିଟି ବୈଠକ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଜ଼ିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷ ରେ ଅନୁଷ୍ଠିତ ହୋଇଯାଇଛି ।ବେଆଇନ ଲିଙ୍ଗ ନିରୁପଣ ରୋକିବା ପାଇଁ କାର୍ଯ୍ୟକାରୀ ହୋଇଥିବା ଆଇନ ୧୯୯୪ ରୁ ଲାଗୁ କରାଯାଇଛି । ବୌଦ୍ଧ ଜିଲ୍ଲାରେ ସର୍ବମୋଟ ୭ ଗୋଟି ଅଲଟ୍ରାସାଉଣ୍ଡ କେନ୍ଦ୍ର ପଂଜିକୃତ ହୋଇଥିବା ବେଳେ ତନ୍ମଧ୍ୟରୁ ୩ ଗୋଟି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧/୬ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଆଜି ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜିଲ୍ଲା ସ୍ତରୀୟ ବିଶ୍ଵ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି ।ଏହି ଅବସରରେ ଆଜି ଏକ ସଚେତନତା ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିଲା । ଏହି ଶୋଭାଯାତ୍ରା କାର୍ଯ୍ୟକ୍ରମକୁ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ାଃ ମହମ୍ମଦ ମୁବାରକ ଅଲ୍ଲୀ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏଥିରେ Continue Reading
Business News Top Stories
By Swagatika Mohapatra Bhubaneswar, June 1: National Aluminium Company Limited (NALCO) on Friday hosted a high-profile conference on smart mining and manufacturing in Bhubaneswar. The conference centred around the theme ‘Smart Aluminium: Driving Operational Excellence through Industry 4.0.’ The event brought together prominent industry leaders, technology experts, Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୩୧/୫ : ଲର୍କିପାଲି ସ୍ଥିତ ସରକାରୀ ପଲିଟେକନିକ୍ କଲେଜ ର ସଭାଗୃହ ଠାରେ ଜିଲ୍ଲା ଶିଶୁସୁରକ୍ଷା ୟୁନିଟ,ସରକାରୀ ପଲିଟେକନିକ୍ କଲେଜ ଓ ଅଗ୍ରଣୀ ସ୍ୱେଚ୍ଛା ସେବୀ ଅନୁଷ୍ଠାନ ଅରୁଣା ର ଆୟୋଜନ କ୍ରମେ କରୋନା ସମୟରେ ପିତୃ ମାତୃକୁ ହରାଇଥିବା ଆଶୀର୍ବାଦ ଯୋଜନାରେ ଅନ୍ତର୍ଭୁକ୍ତ ଥିବା ଶିଶୁ ,ପୃଷ୍ଠପୋଷକତା ରାଶି ପାଉଥିବା ଶିଶୁ,ସ୍ଵତନ୍ତ୍ର ସୁରକ୍ଷା ରେ ଦଶମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିବା, ଦ୍ଵାଦଶରେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୩୧/୫ : ବାଲିଗୁଡା ରେ ଧୁମ୍ ଧାମରେ ଚାଲିଛି ମାଆ ପାଟ୍ଟଖଣ୍ଡା ଙ୍କ ଠାକୁରାଣୀ ଯାତ୍ରା ।ଏହି ପରିପ୍ରେକ୍ଷୀରେ ଫ୍ରେଣ୍ଡସ କ୍ଲବ୍ ଦଣ୍ଡପଦର ପକ୍ଷରୁ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସମ୍ବଲପୁର ରୁ ଆସିଥିବା ସୁହାନା ମେଲୋଡି ଗ୍ରୁପ ଉପସ୍ଥିତ ଦର୍ଶକ ଙ୍କୁ ବିମୋହିତ କରିଥିଲା ।ସଭାପତି ଯୁମର ନାୟକ ଙ୍କ ନେତୃତ୍ୱ ରେ ଆୟୋଜିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ବିଜେପି ସଭାପତି ପଣ୍ଡିତ କୁମାର Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩୧/୫ : ଶନିବାର ଦିନ ଦିବା ଘ.୧୨.୦୫ ମିନିଟ ସମୟରେ ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟର ଓସ୍ୱାନ ହଲ ଠାରେ ନିଶା ମୁକ୍ତ ସମାଜ ଗଠନ ପାଇଁ ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲା ପ୍ରଶାସନର ଅଧିକାରୀ ମାନଙ୍କ ସହ ବୈଠକ ରେ ଯୋଡି ହୋଇଥିଲେ ।ଉକ୍ତ ଅବସରରେ ମୁଖ୍ୟମନ୍ତ୍ରୀ ନିଶା ନିବାରଣ ପାଇଁ ଏକ ସ୍ବତନ୍ତ୍ର ଅଭିଯାନର ଆଭାସୀ ମାଧ୍ୟମରେ ଶୁଭାରମ୍ଭ କରିଥିଲେ । ବିଭିନ୍ନ ମାଦକ ଦ୍ରବ୍ୟର ବେଆଇନ […]Continue Reading
Top Stories
By Sudharam Sarap Bhawanipatna, May 30: In a bid to safeguard the credibility and authority of the country’s premier media regulatory body, the Press Council of India (PCI), the District Information and Public Relations Officer (DI&PRO) of Kalahandi, Haladhar Nial, has issued a stern warning against the unauthorised and illegitimate use of the Council’s name, Continue Reading
Top Stories
By Mahendra Kumar Darjee Balangir, May 28: In a series of successful night patrolling operations, forest officials in Balangir district seized illegally harvested timber and firewood from different locations, highlighting the persistent challenge of illegal logging in the region. On the night of May 27, staff from the Titilagarh and Saintala Ranges intercepted a tractor Continue Reading