Home Articles posted by odadmin (Page 439)
Odisha News
ଭୁବନେଶ୍ୱର,୨୮/୫ : ଦକ୍ଷିଣ-ପଶ୍ଚିମ ମୌସୁମୀ ଆଗେଇବା ପାଇଁ ପାଗ ଅନୁକୂଳ ରହିଛି। ସେହିପରି ଓଡ଼ିଶା ଉପକୂଳ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ବୁଧବାର ରାଜ୍ୟର ୪ ଜିଲା କେନ୍ଦ୍ରାପଡ଼ା, କଟକ, ଯାଜପୁର, ଜଗତ୍‌ସିଂହପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।ବିଜୁଳି ଘଡ଼ଘଡ଼ି Continue Reading
Odisha News
ନୂଆଦିଲ୍ଲୀ, ୨୮/୫ : ଋତୁସ୍ରାବ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ପ୍ରତିବର୍ଷ ମେ’ ମାସ ୨୮ ତାରିଖକୁ ମାସିକ ୠତୁସ୍ରାବ ସ୍ୱଚ୍ଛତା ଦିବସ ଭାବେ ପାଳନ କରାଯାଉଛି। ଋତୁସ୍ରାବ ଜନିତ ସ୍ୱଚ୍ଛତାକୁ ଗୁରୁତ୍ୱ ଦେବା ହେଉଛି ଏହାର ପ୍ରମୁଖ ଲକ୍ଷଣ। ଜର୍ମାନର ଏକ ବେସରକାରୀ ସଂସ୍ଥା ଓ୍ୱାସ୍ ୟୁନାଇଟେଡ୍ଦ୍ୱାରା ଏହା ୨୦୧୪ ମସିହାରେ ଆରମ୍ଭ କରାଯାଇଥିଲା। ତେବେ ଏ କ୍ଷେତ୍ରରେ ସଚେତନ ସୃଷ୍ଟି କରିବାକୁ ପ୍ରଥମ ଥର ପାଇଁ ଅଣ୍ଟା ଭିଡ଼ିଥିଲେ ଜର୍ମାନର Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର,୨୭/୫: ସୁରକ୍ଷା ହେଉଛି ଟିପିଏନଓଡ଼ିଏଲର ମୂଳମନ୍ତ୍ର। କର୍ମଚାରୀଙ୍କ ସହ ଜନସାଧାରଣଙ୍କ ସୁରକ୍ଷାକୁ ଟିପିଏନଓଡ଼ିଏଲ ବିଶେଷ ଗୁରୁତ୍ଵ ଦେଉଛି। ତେବେ ଜନସାଧାରଣଙ୍କ ସଚେତନତା ଅଭାବରୁ ଅଧିକାଂଶ ବୈଦ୍ୟୁତିକ ଦୁର୍ଘଟଣା ଘଟୁଥିବା ସୂଚନା ମିଳିଥିବା ବେଳେ ଏହାକୁ ଗୁରୁତ୍ଵର ସହ ଗ୍ରହଣ କରି ପ୍ରତିଷେଧକମୂଳକ ପଦକ୍ଷେପ ଗ୍ରହଣ କରିଛି।ବିଦ୍ୟୁତ ତାର ଓ ଟ୍ରାନ୍ସଫର୍ମର ନିକଟରେ ନିର୍ମାଣ କାର୍ଯ୍ୟ, ହୁକିଂ ଆଦି ପାଇଁ ଅଧିକ ଦୁର୍ଘଟଣା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ ବାଲିଗୁଡା, ୨୭/୫: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ମଙ୍ଗଳବାର ୨୨ ଦିନରେ ପହଞ୍ଚି ଥିବା ବେଳେ ନଗର ପରିଭ୍ରମଣ ୧୬ ଦିନରେ ପହଞ୍ଚିଛି ।ପ୍ରତିଦିନ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ଦିନ ତମାମ ପୂଜକ ମାନଙ୍କ ଦ୍ୱାରା ଯଥା ରୀତିନୀତି ଅନୁଯାୟୀ ପୂଜାର୍ଚନା ଚାଲିଥିବା ବେଳେ ଗାନ୍ଧୀ ଛକ ସ୍ଥିତ ମା ‘ବରାଳ ଦେବୀ ମନ୍ଦିର ଅସ୍ଥାୟୀ Continue Reading
Top Stories
By Rupashree Mohanty Bhubaneswar,  May 27: Senior journalist and Odisha Union of Journalists (OUJ) State Secretary, Prasan Kumar Paikaray, has been conferred with an honorary doctorate degree by American Merit Counseling in recognition of his remarkable contribution to the field of journalism. Paikaray, who also serves as the Vice-President of Khordha District Press Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୭/୫ : ଭାରତବର୍ଷର ସର୍ବାଧିକ ଲମ୍ବା ଟନେଲ ସଫଳତାର ସହ ଉଦଘାଟିତ ହେଲା ବୋଲି କିଛିଦିନ ତଳେ ରେଲୱେ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ନିଜ ଏକ୍ସ ହାଣ୍ଡେଲରେ ସୂଚନା ଦେଇଥିଲେ ।ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ମଧ୍ୟ ବୌଦ୍ଧ ଆସି ସୂଚନା ଦେଇଥିଲେ । ଯଦିଓ ପୂର୍ବତନ ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣମାଗଣା ଜମି ସହ ପ୍ରକଳ୍ପର ୫୦ପ୍ରତିଶତ ଅର୍ଥ ରାଜ୍ୟପାଣ୍ଠିରୁ ବହନ କରିବାର ପ୍ରତିଶୃତିପରେ ନାଲିଫିତାତଳେ ଥିବା ଖୁର୍ଦ୍ଧା ବଲାଙ୍ଗୀର Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର,୨୭/୫ : ଆଜି ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର କୋରେଇ ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ ଶ୍ରୀ ଯୁଧିଷ୍ଠିର ନାୟକ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର Continue Reading
Top Stories
By Mahendra Darjee Bhubaneswar, May 27: Odisha Police on Tuesday arrested Gajendra Dalei, the key accused in the brutal assault on veteran journalist Bijay Pradhan in Bolangir district. Dalei, who had been absconding since the incident, was apprehended near Jharsuguda after an extensive three-day search. This comes a day after police arrested four others directly Continue Reading