ଭୁବନେଶ୍ୱର, ୧୭/୫ : ପୁଣି ବିଳମ୍ବିତ ରାତିରେ ରାଜଧାନୀ ଭୁବନେଶ୍ୱରରେ ବୁଲିଲା ଖଣ୍ଡା । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି । କିପରି ନିର୍ଭୟରେ ଦୁର୍ବୃତ୍ତମାନେ ଖଣ୍ଡା ଧରି ବୁଲୁଛନ୍ତି ତାର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି।ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ବଡଗଡ ଥାନା ପାଣ୍ଡରା ଛକ ନିକଟ ମାଆ ତାରିଣୀ ସାନିଟାରୀ ଓ ହାର୍ଡୱାର ଦୋକାନ ସମ୍ମୁଖରେ ଏକ ବାଇକ୍ରେ ୨ ଜଣ ଦୁର୍ବୃତ୍ତ ଖଣ୍ଡା ଓ ମାରଣାସ୍ତ୍ର ଧରି ବୁଲୁଥିଲେ […]Continue Reading




