Home Articles posted by odadmin (Page 457)
Odisha News
ମୟୂରଭଞ୍ଜ,୧୩/୫: ଆଗାମୀ ଦିନରେ ମୟୂରଭଞ୍ଜ ଜିଲ୍ଲାରେ ଅନେକ ଶିଳ୍ପ ପ୍ରକଳ୍ପ ସ୍ଥାପନ ହେବ । ଜିଲ୍ଲାରେ ୧୦ ହଜାର କୋଟି ଟଙ୍କାର ଶିଳ୍ପ ପ୍ରତିଷ୍ଠା ହେବ । ଏହି ଶିଳ୍ପାୟନ ଜିଲ୍ଲାର ବିକାଶକୁ ଦ୍ୱିଗୁଣିତ କରିବା ସହିତ ଜିଲ୍ଲାବାସୀଙ୍କ ରୋଜଗାର ଓ ନିଯୁକ୍ତି ପାଇଁ ବ୍ୟାପକ ସୁଯୋଗ ଆଣିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ମୁଖ୍ୟମନ୍ତ୍ରୀ ତାଙ୍କର ମୟୁରଭଞ୍ଜ ଗସ୍ତର ଦ୍ୱିତୀୟ ଦିନରେ ବିଶୋଇ ମିନିଷ୍ଟାଡିଅମଠାରେ ଆୟୋଜିତ ଏକ କାର୍ଯ୍ୟମମରେ ଯୋଗ Continue Reading
Odisha News
କେନ୍ଦୁଝର, ୧୩/୫: ଲୁଗା ଶୁଖାଇବାବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ମା’ ଓ ପୁଅଙ୍କ ଜୀବନ । ସେପଟେ ବୋହୂ ଏବଂ ନାତିକୁ ବଞ୍ଚାଇବାକୁ ଯାଇ ଶାଶୂ ଗୁରୁତର ହୋଇଛନ୍ତି ।କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ସାହାରପୁର ଗ୍ରାମରେ ଏଭଳି ଏକ ଦୁଃଖଦ ଘଟଣା ଘଟିଛି । ମୃତ ମହିଳା ଜଣକ ହେଲେ କଳ୍ପନା ବେହେରା ଓ ତାଙ୍କ ଅଢ଼େଇ ବର୍ଷର ପୁଅ ଶୁଭ୍ରଜିତ ବେହେରା । ଶାଶୂ ଶାନ୍ତିଲତା ବେହେରା ଗୁରୁତର ଅଛନ୍ତି ।ପ୍ରାପ୍ତ […]Continue Reading
National News
PANJAB,MAY 13 : Prime Minister Narendra Modi on Tuesday lauded the Indian armed forces for their efforts and valour in executing Operation Sindoor. Addressing a gathering of the Indian Air Force personnel and soldiers stationed at the Adampur Air Force Station in Punjab, PM Modi hailed the military force for reaching their target with perfection. […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା , ୧୩/୫: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବନବାସୀ ସେବା ସମିତର ୫୪ ତମ ଜୟନ୍ତୀ ସମାରୋହ ସମିତି ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଦେହ ତ୍ୟାଗ କରିଥିବା ମନିଷୀ ମାନଙ୍କ ଅମର ଆତ୍ମା ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରି ଏକ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା ।ପରେ ପରେ ବନବାସୀ ସେବା ସମିତିର ସମ୍ପାଦକ ଉତ୍ସବ ଚନ୍ଦ୍ର ଜେନାଙ୍କ ସଭାପତିତ୍ୱ ରେ ଆୟୋଜିତ ଏହି ସମାରୋହ ରେ […]Continue Reading
Odisha News
ଭୁବନେଶ୍ୱର, ୧୩/୫ : ରାଜଧାନୀ ଭୁବନେଶ୍ଵରରେ ଆମ ବସ୍ କର୍ମଚାରୀମାନେ ମଙ୍ଗଳବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି । ସୁରକ୍ଷା ଦାବିରେ ବସ କଣ୍ଡକ୍ଟର୍ ଏବଂ ଡ୍ରାଇଭରମାନେ ଆନ୍ଦୋଳନ କରିଛନ୍ତି । ଫଳରେ ସହରରେ ଆମ ବସ୍ ଚଳାଚଳ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି ।ଆମ ବସ୍ କର୍ମଚାରୀଙ୍କୁ ମାଡ଼ ମରାଯିବା ପ୍ରତିବାଦରେ ଏହି ଆନ୍ଦୋଳନ କରାଯାଇଛି । ସହର ବିଭିନ୍ନ ସ୍ଥାନରେ ଥିବା ଆମ ବସ୍ ଡିପୋରେ କର୍ମଚାରୀମାନେ ଧାରଣା ଦେଇଛନ୍ତି । ମାଡ଼ ମରାଯିବା ଘଟଣାରେ ଅଭିଯୁକ୍ତକୁ ଗିରଫ Continue Reading