ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୨/୧: ଆଜି ପୂର୍ବାହ୍ନରେ ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟ ଜୟୀ ରାଜଗୁରୁ ସମ୍ମିଳନୀ କକ୍ଷରେ ଜିଲ୍ଲାରେ ପୋଷଣ କାର୍ଯ୍ୟକ୍ରମ ପରିଚାଳନା ଅଧିନ ଜିଲ୍ଲା ସ୍ତରୀୟ ଅଭିଶରଣ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଅଛି ।ଉକ୍ତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ, ଶ୍ରୀ ପ୍ରତାପ ଚନ୍ଦ୍ର ବେଉରା,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର Continue Reading




