Home Articles posted by odadmin (Page 462)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବଲାଙ୍ଗିର, ୩/୪: ସବୁବେଳେ ଚର୍ଚ୍ଚା ରେ ଚର୍ଚ୍ଚିତ ବଲାଙ୍ଗିର ମ୍ୟୁନିସିପାଲିଟି। ସମସ୍ୟା ବହୁଳ ବଲାଙ୍ଗିର ଜିଲ୍ଲା।ପ୍ରଶସ୍ତ ଚରିଛକ ବିଶିଷ୍ଟ ବଲାଙ୍ଗିର ସହର ବର୍ତ୍ତମାନ ଧୂଳିର ସହର ଭାବେ ପରିଗଣିତ।ସବୁଆଡେ ଧୂଳି। ରାସ୍ତାର ଧୂଳି ରେ ବଲାଙ୍ଗିର ବାସିନ୍ଦା ଛଟପଟ।ଗୋଟିଏ ପଟେ ଏହି ବିଜେପି ସରକାର ସ୍ୱଚ୍ଛ ସରକାର ର ଖୋଳପା ପରିଧାନ କରିଥିବା ବେଳେ ଜିଲ୍ଲା ଗୁଡ଼ିକ ଧୂଳି ର ପ୍ରଦୂଷଣ ରେ ପ୍ରଦୂଷିତ।ପ୍ରଦୂଷଣ ଦିନକୁ ଦିନ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩/୪ : (ଗୁରୁବାର) ଦିନ ଦିବା ଘ.୧୨.୧୫ ମିନଟ ସମୟରେ ହରଭଙ୍ଗା ବ୍ଲକ ଚାରିଛକ ଠାରେ ବୌଦ୍ଧ ଜିଲ୍ଲା ଗସ୍ତରେ ଆସିଥିବା ରାଜ୍ୟ ସିଟି ଓ ଜିଏସଟି କମିଶନର ଶ୍ରୀମତୀ ଜାମିନୀ ଷଡ଼ଙ୍ଗୀ ଚାରିଛକ ଠାରେ ଥିବା ଦୁଗ୍ଧ ଶୀତଳିକରଣ ପ୍ରକଳ୍ପ ପରିଦର୍ଶନ କରିଛନ୍ତି ।ଉକ୍ତ ଅବସରରେ ସେଠାରେ ଅନୁଷ୍ଠିତ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଅନ୍ତର୍ଗତ ମାଈ ବାଛୁରୀ ଯୋଜନାର ଶୁଭାରମ୍ଭ କରିଥିଲେ ଓ ତା ସହିତ ବାଛୁରୀ ଦାନା ବିତରଣ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୩/୪ : ଓଡିଶାର ଶିଳ୍ପାୟନ ଅଭିଯାନକୁ ଏକ ପ୍ରମୁଖ ପ୍ରୋତ୍ସାହନ ସ୍ୱରୂପ, ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୫୭୭୦ କୋଟି ଟଙ୍କାର ନିବେଶ ସହିତ ୧୪ ଟି ରୂପାନ୍ତରକାରୀ ଶିଳ୍ପ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ଏବଂ ସାରା ରାଜ୍ୟରେ ୩୭୦୩୦ ରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାର ପ୍ରତିଶ୍ରୁତି ଦେଇଛନ୍ତି।ଏହି କାର୍ଯ୍ୟକ୍ରମ ‘ଉତ୍କର୍ଷ ଓଡ଼ିଶା, ମେକ୍ ଇନ୍ ଓଡ଼ିଶା Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୩/୪: ସୁକିନ୍ଦା ନିର୍ବାଚନ ମଣ୍ଡଳୀ ଅଧିନ ବାରଗାଡ଼ିଆ ଦଳିତ ବସ୍ତିର ବିସ୍ଥାପନ ନେଇ ଦେଖା ଦେଇଥିବା ସମସ୍ୟା ସହିତ କଳିଙ୍ଗନଗରର ଅନ୍ୟାନ୍ୟ ସମସ୍ୟା ନେଇ କଳିଙ୍ଗନଗର ଅତିରିକ୍ତ ଜିଲ୍ଲାପାଳଙ୍କ ସହିତ ଆଲୋଚନା କରିଛନ୍ତି ପୂର୍ବତନ ବିଧାୟକ ତଥା ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ ।ଆଜି ଏହି ଆଲୋଚନା ସମୟରେ ଇଂ ଘଡାଇ ଟାଟାର ଦୁଇଟି କମ୍ପାନୀ ମଧ୍ୟ ସ୍ଥଳରେ ଥିବା ଏହି ଦଳିତ Continue Reading
Odisha News
ଉଦଳା,୩/୪: ଛୋଟ ପିଲା ବୟସରେ ଭୟଙ୍କର ବ୍ୟବହାର। ର଼୍ୟାଗିଂ କରିବାକୁ ଯାଇ ଷଷ୍ଠ ଶ୍ରେଣୀ ଛାତ୍ରଙ୍କ ଦେହକୁ ବ୍ଲେଡରେ କାଟିଲେ। ପରେ କ୍ଷତରେ ଲୁଣ ମାରି ବନ୍ଦ କଠୋରୀରେ ଦେଲେ ନିର୍ଯ୍ୟାତନା। ଖୁଣ୍ଟା ଥାନା ବାସିପିଠା ଏସଏସଡି ହାଇସ୍କୁଲରୁ ଏଭଳି ସାଙ୍ଘାତିକ ଅଭିଯୋଗ ଆସିଛି। ଏହି ଘଟଣା ଅନେକଙ୍କୁ ଚକିତ କରିଥିବା ବେଳେ ଏହାକୁ ନେଇ ପୋଲିସର ତଦନ୍ତ ଆରମ୍ଭ ହୋଇଛି।ସୂଚନାନୁଯାୟୀ, ବିଦ୍ୟାଳୟ ହଷ୍ଟେଲରେ ରହୁଥିବା ବାରିପଦା ଭୁଗୁଡାକଟା ଅଞ୍ଚଳର ଷଷ୍ଠ ଶ୍ରେଣୀ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୩/୪: ଅବ୍ୟବସ୍ଥା ଘେରରେ ସରକାରୀ ଆଶ୍ରମ ବିଦ୍ୟାଳୟ । ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଛାତ୍ରୀଙ୍କ ପାଇଁ ବିଦ୍ୟାଳୟରେ ନା ଅଛି ଆବଶ୍ୟକ ଅନୁଯାୟୀ ଶୌଚାଳୟ ନ ଅଛି ପାଣିର ସୁ ବ୍ୟବସ୍ଥା । ସେପଟେ ନାହଁ ସୁରକ୍ଷିତ ଶ୍ରେଣୀ ଗୃହ, ପୁଣି ବିପଦ ସଂକୁଳ ଛାତ୍ରୀ ନିବାସରେ ରହୁଛନ୍ତି ଛାତ୍ରୀ ।ଏ ହେଉଛି କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ କୋଟଗଡ଼ ବ୍ଲକ୍ ଅନ୍ତର୍ଗତ କନ୍ଧମାଳ-ରାୟଗଡ଼ା ଜିଲ୍ଲା Continue Reading
Odisha News
ପ୍ରମୋଦ କୁମାର ସାହୁକାରଙ୍କ ରିପୋର୍ଟମୁନିଗୁଡା,୩/୪ : ରାୟଗଡ଼ା ଜିଲ୍ଲା ମୁନିଗୁଡ଼ାର ଜଣେ ଡାକ୍ତର ସମୀର ରାୟଙ୍କ ପତ୍ନୀ ସାଗରିକା ରାୟ ସ୍ୱାମୀଙ୍କ ମୃତ୍ୟୁ ପରେ ସିଲିକଲ ପ୍ରତିମୂର୍ତ୍ତି ନିର୍ମାଣ କରିବା ସହ ପ୍ରାଣ ପ୍ରତିଷ୍ଠା କରାଇ ଏବେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି ।ସୂଚନା ଅନୁଯାୟୀ ଗତ ଦୁଇ ବର୍ଷ ତଳେ ଡାକ୍ତର ସମୀର ହଠାତ ଅସୁସ୍ଥ ହୋଇପଡ଼ିଥିଲେ କ୍ଷ ତାଙ୍କୁ ତୁରନ୍ତ ପରିବାର ଲୋକେ ଡାକ୍ତରଖାନାରେ ଭର୍ତ୍ତି କରାଇଥିଲେ ମାତ୍ର ଚିକିତ୍ସାଧୀନ Continue Reading
National News
NEW DELHI, APR 3 : The Union government on Thursday said it is “carefully examining the implications” of the reciprocal tariffs announced by US President Donald Trump on Indian exports. The Ministry of Commerce and Industry on Thursday said it is engaging with all stakeholders, including Indian industry and exporters, taking feedback of their assessment […]Continue Reading