ମାଲକାନଗିରି,୨/୪: କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଦେଶରେ ମାଓବାଦୀଙ୍କ ସମୁଳ ନାଶ କରିବା ପାଇଁ ନିର୍ଦ୍ଦେଶ ଦେବା ପରେ କେନ୍ଦ୍ରୀୟ ସଶସ୍ତ୍ର ବାହିନୀ ପକ୍ଷରୁ ଅଭିଯାନ ଜୋରଦାର କରାଯାଇଛି। ଫଳରେ ଗତ କିଛିଦିନ ମଧ୍ୟରେ ଅନେକ ମାଓବାଦୀ ନିପାତ ହୋଇଛନ୍ତି। ଏଭଳି ପରିସ୍ଥିତିରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବସ୍ତ୍ର ଗସ୍ତ କରିବାକୁ ଯାଉଛନ୍ତି।ତେବେ ଶାହାଙ୍କ ଗସ୍ତ ପୂର୍ବରୁ ଶାନ୍ତି ଆଲୋଚନାକୁ ସମର୍ଥନ କରିବା ପାଇଁ ଅପିଲ୍ କରିଛନ୍ତି ମାଓବାଦୀ ସଂଗଠନ। Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୨/୪ : ବରିଷ୍ଠ ନାଗରିକ ମଂଚ ଖୋର୍ଦ୍ଧା ପକ୍ଷରୁ ସ୍ଥାନୀୟ ବ୍ୟାଙ୍କ ଛକ ଠାରେ ଉତ୍କଳ ଦିବସ ପାଳନ କରାଯାଇଥିଲା । ଓଡ଼ିଶା ପ୍ରଦେଶ ଗଠନରେ ତ୍ୟାଗ ସ୍ୱୀକାର କରିଥିବା ସମସ୍ତ ବରପୁତ୍ର ମାନଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଥିଲା।କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଦ୍ୱାରା ରଚିତ ଓ ରାଜ୍ୟ ସଙ୍ଗୀତ ରୂପେ ଓଡ଼ିଶା ସରକାରଙ୍କ ଦ୍ୱାରା ଗୃହୀତ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରାଯାଇଥିଲା।ସଂଘର ସଦସ୍ୟମାନେ Continue Reading
ଭୁବନେଶ୍ୱର,୨/୪: ରାଜ୍ୟରେ ମିଳୁଥିବା ପ୍ରତ୍ୟେକ ମୂଲ୍ୟବାନ ସାମଗ୍ରୀଠାରୁ ଆରମ୍ଭ କରି ଭିତ୍ତିଭୂମି ନିର୍ମାଣ କ୍ଷେତ୍ରରେ ବ୍ୟବହୃତ ହେଉଥିବା ଲୁହାଛଡ଼ ମଧ୍ୟ ନକଲି ମିଳୁଛି। ଗତ ପାଞ୍ଚ ବର୍ଷ ମଧ୍ୟରେ ଓଡ଼ିଶାର କୋରାପୁଟ ଏବଂ ମାଲକାନଗିରି ଜିଲାରେ ଲୁହାଛଡ଼ର ଗୁଣବତ୍ତା ଏବଂ ଓଜନ ସମ୍ବନ୍ଧୀୟ ମାନଦଣ୍ଡ ଉଲ୍ଲଂଘନ କରିଥିବାରୁ କର୍ତ୍ତୃପକ୍ଷମାନେ ମୋଟ ୬୨ ଜଣ ବ୍ୟବସାୟୀଙ୍କ ବିରୁଦ୍ଧରେ ମାମଲା ରୁଜୁ କରାଯାଇଛି।ଖାଦ୍ୟ ଯୋଗାଣ ଏବଂ ଗ୍ରାହକ କଲ୍ୟାଣ (FS&CW) Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨/୪ : ଅପରାଧ ଓ ଅପରାଧୀଙ୍କୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ପୁଲିସ ବିଭିନ୍ନ ପ୍ରକାର ପଦକ୍ଷେପ ନେଉଛି। ତଥାପି ଏହାକୁ ତାଳ ଦେଇ ଜିଲ୍ଲାରେ ଅପରାଧ ମଧ୍ୟ ବଢ଼ି ଚାଲିଛି। ବିଶେଷ କରି ନାରୀ ନିର୍ଯ୍ୟାତନା ଓ ନାବାଳିକାଙ୍କୁ ଦୁଷ୍କର୍ମ ମାମଲା ବୃଦ୍ଧି ପାଇବାରେ ଲାଗିଲାଣି।ଏହିପରି ଅପରାଧକୁ ନିୟନ୍ତ୍ରଣକୁ ଆଣିବାରେ ଜିଲ୍ଲା ପୁଲିସ ସମ୍ପୂର୍ଣ୍ଣ ଫେଲ୍ ମାରିଛି। ଗତ ୯ ମାସର ଅପରାଧିକ ଗ୍ରାଫ୍ ଏହା ବୟାନ କରୁଛି। Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨/୪ : (ବୁଧବାର ) ଦିନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, କମିରା ଠାରେ ଜିଲ୍ଲା ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ, ୨୦୨୫ ଅନୁଷ୍ଠିତ ହୋଇ ଯାଇଛି ।ବୌଦ୍ଧ ବ୍ଲକ୍ ମୁଣ୍ଡାପଡା ଗ୍ରାମ ପଞ୍ଚାୟତର କମିରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି କ୍ଷ ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨/୦୪ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ସଭାଗୃହ ପରିସରରେ ଉପଖଣ୍ଡ ସ୍ତରୀୟ ୯୦ତମ ଉତ୍କଳ ଦିବସ ମହା ସମାରୋହ ରେ ପାଳିତ ହୋଇଯାଇଛି।ଉପଖଣ୍ଡ ଉତ୍ସବ ପାଳନ କମିଟି ର ସହ ସମ୍ପାଦକ ତୀର୍ଥବାସୀ ଘଡାଇଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଉପ ଜିଲ୍ଲାପାଳ ଡ଼ଃ. ରୀନା ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଓଡ଼ିଆ ଭାଷା ହିଁ ଆମ ପରିଚୟ। ଉତ୍କଳ ଦିବସ ପକ୍ଷ ସରକାରୀ ଘୋଷଣା ପ୍ରକାରେ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨/୪ : ବୌଦ୍ଧରେ ଜିଲ୍ଲାସ୍ତରୀୟ ଓଡ଼ିଶା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀମାନେ ନିଜ ନିଜର ଶିକ୍ଷାନୁଷ୍ଠାନ ପରିସରରେ ପ୍ରଭାତଫେରି କାର୍ଯ୍ୟକ୍ରମ ପାଳନ କରିଥିଲେ ।ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଡାକବାଜି ଯନ୍ତ୍ର ଯୋଗେ ଦେଶାତ୍ମବୋଧକ ସଙ୍ଗିତ ଓ ସ୍ଲୋଗାନ ସହରସାରା ପରିବେଶଣ କରାଯାଇଥିଲା ।ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ନିକଟରେ Continue Reading
By Rupashree Mohanty Bhubaneswar, April 2: Utkal Hospital, Niladri Vihar, Bhubaneswar, marked the celebration of Utkal Divas with great enthusiasm and reverence. This special occasion commemorates the formation of Odisha as a separate state on April 1, 1936. The celebration commenced with a heartfelt rendition of “Bande Utkal Janani” by the hospital staff, Continue Reading
NEW DELHI, APR 2 : Union Minority Affairs Minister Kiren Rijiju on Wednesday tabled the Waqf (Amendment) Bill, 2025, as proposed by a Joint Parliamentary Committee, in the Lok Sabha for consideration and passage. The bill seeks to improve the administration of Waqf properties, introduce technology-driven management, address complexities and ensure transparency. Introducing Continue Reading
ବରଦା ପ୍ରସନ୍ନ ଦାସଙ୍କ ରିପୋର୍ଟକଟକ, ୨/୪ : ଓଡ଼ିଶାର ସର୍ବପ୍ରାଚୀନ ଛାତ୍ର ସାହିତ୍ୟ ଅନୁଷ୍ଠାନ ଉତ୍କଳ ଛାତ୍ର ସାହିତ୍ୟ ସମାଜ ଓ ଦ୍ଵିତୀୟ ସାହିତ୍ୟ ଅନୁଷ୍ଠାନ କଳିଙ୍ଗ ଭାରତୀ ତରଫରୁ ୯୦ତମ ଉତ୍କଳ ଦିବସ ଅବସରରେ ଏକ ମର୍ମସ୍ପର୍ଶୀ ଓ ବୌଦ୍ଧିକ ରାଷ୍ଟ୍ରୀୟ ଆଲୋଚନା ଚକ୍ର ଆଭାଷିକ ମଧ୍ୟରେ ଆୟୋଜିତ ହୋଇଥିଲା ।କଳିଙ୍ଗ ଭାରତୀ ସଭାପତି ଡାକ୍ତର ଶୈଳେଶ୍ୱର ନନ୍ଦଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଏହି ଆଲୋଚନା ଚକ୍ରରେ ଡାକ୍ତର ସଂଯୁକ୍ତା ମହାପାତ୍ର ମୁଖ୍ୟ ଅତିଥି Continue Reading




