Home Articles posted by odadmin (Page 468)
Top Stories
By Sukant Mohanty Bhubaneswar, May 3: Odisha Governor Dr Hari Babu Kambhampati has expressed serious concern over the prolonged delay in framing rules for the effective implementation of the Panchayats (Extension to Scheduled Areas) Act (PESA) in the state. He urged the state government to constitute a high-level task force to accelerate the process and […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨/୫: ଯାଜପୁର ଅଞ୍ଚଳର ଲବ୍ଧପ୍ରତିଷ୍ଠିତ ‘ଅଖିଳଚକ୍ର-ଓଡ଼ିଶା’ ପକ୍ଷରୁ ଖୋର୍ଦ୍ଧା ପଞ୍ଚାୟତ ସମିତି ଅନ୍ତର୍ଗତ ବାଜପୁର ଗ୍ରାମକୁ ଶୁକ୍ରବାର ‘ସାରସ୍ବତ ତୀର୍ଥକ୍ଷେତ୍ର’ ମାନ୍ୟତା ପ୍ରଦାନ କରାଯାଇଛି।ମହାନ୍ ସ୍ବାଧୀନତା ସଂଗ୍ରାମୀ, କବିଗୋୖରବ ପଣ୍ଡିତ ନାରାୟଣ ମିଶ୍ରଙ୍କ ୫୭ ତମ ବଳିଦାନ ଦିବସ ଅବସରରେ ଆୟୋଜିତ ସମାରୋହରେ ଏହି ମାନ୍ୟତା ପ୍ରଦାନ କରାଯାଇଛି। ଫଳରେ ଏଥିନେଇ ପଞ୍ଚାୟତବାସୀଙ୍କ ମଧ୍ୟରେ ଆନନ୍ଦର Continue Reading
Top Stories
By Our Correspondent Bhubaneswar, May 2 : The Institute of Chartered Accountants (ICAI) Bhubaneswar Branch organized a two-day National CA Conference with the theme “Professional Opportunities for Chartered Accountants (CAs).” The inaugural ceremony took place at the Mayfair Convention Hall and featured Lok Sabha MP Aparajita Sadangi along with Rajya Sabha MP Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୨/୫ : ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଚଳିତ ବର୍ଷ ଛାତ୍ରଙ୍କୁ ପଛରେ ପକାଇ ବାଜି ମାରିଛନ୍ତି ଛାତ୍ରୀ ।ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ ସୁଶ୍ରୀ ସମ୍ପନ୍ନା ପଣ୍ଡା ଏ ୧ ଗ୍ରେଡ଼ ରେ ୬୦୦ ରୁ ୫୫୭ ନମ୍ବର ରଖି ୯୨. ୮୩% ରେ ସମଗ୍ର ଜିଲ୍ଲାରେ ତୃତୀୟ ସ୍ଥାନ ଅଧିକାର […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୨/୫: ଆଜି ମାଟ୍ରିକ ତଥା ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶିତ ହୋଇଛି । ତେବେ ଜିଲ୍ଲାରେ ପାସ ହାର ୯୭.୩୧ ପ୍ରତିଶତ ରହିଛି ।ଖୋର୍ଦ୍ଧା ଶିକ୍ଷା ଜିଲ୍ଲାରେ ୩୩୮ ବିଦ୍ୟାଳୟର ୨୬,୯୦୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଲାଗି ନାମ ପଞ୍ଜିକରଣ କରିଥିଲେ । ୨୩୦ ଜଣ ପରୀକ୍ଷା କେନ୍ଦ୍ରରେ ଅନୁପସ୍ଥିତ ଥିଲେ ।ତେବେ ଆଜି ୨୫୯୫୯ ଜଣଙ୍କ ପରୀକ୍ଷା ଫଳ ପ୍ରକାଶ ପାଇଛି। କିନ୍ତୁ ଏ ୧ ଗ୍ରେଡ୍ର ଚଳିତ ଥର […]Continue Reading
Odisha News
କଟକ,୨/୫: ଶୁକ୍ରବାର ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ। କଟକସ୍ଥିତ ବିଏସ୍‌ଇ ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ପ୍ରକାଶ ପାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି । ଚଳିତବର୍ଷ ପାସ୍ ହାର ରହିଛି ୯୪.୯୩%। ତେବେ ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍ ହାର ଅଧିକ ରହିଥିବା ମନ୍ତ୍ରୀ କହିଛନ୍ତି। ସନ୍ଧ୍ୟା ୬ଟା ପରେ ଛୀତ୍ରୀଛାତ୍ର ବୋର୍ଡର ଅଫିସିଆଲ ଓ୍ବେବ୍‌ସାଇଟ www.bseodisha.ac.in ଏବଂ Continue Reading
National News
MUMBAI, MAY 2 : The Maharashtra Cyber has recorded more than 10 lakh cyber attacks on Indian systems by hacking groups from various countries, including Pakistan, in the wake of the Pahalgam terror attack, officials have said. Maharashtra Cyber, the cybercrime detection wing of the state police, has noticed that the digital attack incidents increased […]Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୨/୫: ବଲାଙ୍ଗିର ଜିଲ୍ଲାରେ ରବି ଧାନ କ୍ରୟ ନିମନ୍ତେ ଜିଲ୍ଲା ସ୍ତରୀୟ ଧାନ କ୍ରୟ କମିଟି ବୈଠକ ସ୍ଥାନୀୟ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଗୌରୱ ଶୀୱାଜୀ ଇସଲୱାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକରେ ବଲାଙ୍ଗିର ଲୋକସଭା ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂ ଦେଓ,ମାନ୍ୟବର ଉପ ମୁଖ୍ୟମନ୍ତ୍ରୀ ଏବଂ ମାନ୍ୟବର କ୍ୟାବିନେଟ ମନ୍ତ୍ରୀ,ସ୍ୱାସ୍ଥ୍ୟଓ ପରିବାର କଲ୍ୟାଣଙ୍କ Continue Reading