ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୧/୩ : ବିଶ୍ଵ ଦରବାରରେ ଓଡ଼ିଆ ବ୍ୟଞ୍ଜନ ପଖାଳ ଦିବସ ଆଜି ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ସ୍ଥିତ ୟୁ-ଟେକ୍ କମ୍ପ୍ୟୁଟର ଶିକ୍ଷା କେନ୍ଦ୍ର ଠାରେ ପ୍ରଗତି ମହିଳା ସଂଗଠନ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟରେ ପାଳିତ ହୋଇଯାଇଛି।ସଂଗଠନର ସଭାନେତ୍ରୀ ଶ୍ରୀମତୀ କଳ୍ପନା ପଟ୍ଟନାୟକଙ୍କ ସଭାପତିତ୍ବରେ କାର୍ୟ୍ୟକ୍ରମକୁ ସଞ୍ଚାଳନ କରିଥିଲେ ଓଡ଼ିଶା ସାହିତ୍ୟ ଏକାଡେମୀ ଗଜପତି ଜିଲ୍ଲା ଶାଖାର ପୂର୍ବତନ Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୨୧/୩ : ପ୍ରଶାସନିକ ଢାଞ୍ଚାରେ ସ୍ୱଚ୍ଛତା ଏବଂ ଉତ୍ତରଦାୟିତ୍ୱକୁ ଦୃଢ କରିବା ପାଇଁ ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଏକଦିବସୀୟ ସୂଚନା ଅଧିକାର ଆଇନ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ସୂଚନା ଅଧିକାର ଆଇନ ଅଧିନିୟମ, ୨୦୦୫ର ଧାରା ୪ (୧) (ଖ) ଅଧୀନରେ ଲିପିବଦ୍ଧ ସ୍ବେଚ୍ଛାକୃତ ପ୍ରକାଶର ବାଧ୍ୟତାମୂଳକ ପ୍ରାବଧାନ ସଂଲଗ୍ନ ନିୟମାବଳୀ ବିଷୟରେ ତାଲିମ ପ୍ରଦାନ କରାଯାଇଥିଲା।ଏହି Continue Reading
By Mahendra Kumar Darji Balangir, Mar 21: The Departments of Philosophy and Sanskrit of Rajendra University,Balangir, Odisha,jointly organized a two-day national seminar on “Sarvadarsana: A Quest for Truth,” with sponsorship from the Indian Council of Philosophical Research (ICPR). The seminar commenced on March 18 at 10:00 AM with an inaugural session Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୧/୩ : କନ୍ଧମାଳ ଜିଲାରେ ଖାଦ୍ୟ ନିରାପତ୍ତାକୁ ଅଧିକା ଗୁରୁତ୍ୱ ଦିଆଯାଇଛି। ସମସ୍ତ ଖାଦ୍ୟ ବ୍ୟବସାୟ କରୁଥିବା ବ୍ୟବସାୟୀଙ୍କୁ ଖାଦ୍ୟ ନିରାପତ୍ତାକୁ କିଭଳି ପାଳନ କରିବେ ସେନେଇ ସଚେତନ କରାଯିବା ସହ ସେମାନଙ୍କୁ ଏହି ବ୍ୟବସାୟ କରିବା ପାଇଁ ନାମ ପଞ୍ଜୀକରଣ ବ୍ୟବସ୍ଥା କରାଯାଇଛି।ଗୁରୁବାର ଉପଖଣ୍ଡ ଚିକିତ୍ସାଳୟର ସଭାଗୃହ ପରିସର ମଧ୍ୟରେ ଜିଲା ସ୍ବାସ୍ଥ୍ୟ ସମିତି ପକ୍ଷରୁ ପଞ୍ଜୀକରଣ ମେଳା ଅନୁଷ୍ଠିତ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୨୧/୩ : ରାଜ୍ୟ ସରକାରଙ୍କ ତରଫରୁ ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାରେ ପ୍ରତି ଗ୍ରାମ ପଞ୍ଚାୟତରେ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ହୋଇଛି।ଏହି ଯୋଜନାରେ ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରାଯିବ। ସମୁଦାୟ ୬,୭୯୪ ଟି ବିଦ୍ୟାଳୟ ନିର୍ମାଣ ହେବାର ଯୋଜନା ରହିଛି।ଏହି ପରିପ୍ରେକ୍ଷୀରେ Continue Reading
ଭୁବନେଶ୍ୱର,୨୧/୩: ରାଜ୍ୟରେ ଶୁକ୍ରବାର କାଳବୈଶାଖୀ ସମ୍ଭାବନା ରହିଛି। ତେବେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।ବିଭାଗ କହିଛି, ରାଜ୍ୟରେ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ପବନ ହେବ। ଆଜି ଏନେଇ ୫ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ହେଲା ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ମୟୂରଭଞ୍ଜ ଏବଂ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୧/୩ : ଗୁରୁବାର ଅପରାନ୍ହ ୨ ଘଟିକା ସମୟରେ ବୌଦ୍ଧ ସହରରେ ଏନ.ଏ.ସି.ପକ୍ଷରୁ ଜନସାଧାରଣଙ୍କ ପାଇଁ ଖୋଲା ଯାଇଥିବା ୧୫ ଗୋଟି ଜଳ ଛତ୍ର ପରିଦର୍ଶନ କରିଛନ୍ତି ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ ଓ ଉପ -ଜିଲ୍ଲାପାଳ ପ୍ରବୀଣ କୁମାର ବାଣୁଆ ।ବୌଦ୍ଧରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ସାରା ଦେଶର ଉତ୍ତପ୍ତ ସହର ଭାବରେ ଚିନ୍ହଟ ହେବା ପରେ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ବୌଦ୍ଧଗଡ଼ ଏନ.ଏ.ସି. ପକ୍ଷରୁ ୧୫ ଗୋଟି ଜଳ […]Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୧/୩ : ଗତକାଲି ବିଳମ୍ବିତ ରାତିରେ ଖୋର୍ଦ୍ଧା ଏସ୍ପି ସାଗରିକା ନାଥଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ଏସ୍ପି ଅମରିତା ପାଲ ସିଂ ଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟାକ୍ସଫୋର୍ସ ଟିମ ଆଦର୍ଶ ଥାନା ତଥା ଖୋର୍ଦ୍ଧା ତହସିଲ ଅନ୍ତର୍ଗତ ହଲଦୀପଦା ମୌଜାର ଶରଧାପୁର ଠାରେ ଚାଲିଥିବା ବେଆଇନ ମାଙ୍କଡ଼ା ପଥର ଖଣି ଉପରେ ଅତର୍କିତ ଚଢ଼ାଉ କରି ୩୯ ଗାଡ଼ି ଜବତ କରିବା ସହିତ ୬ ଜଣଙ୍କୁ ଗିରଫ କରାଯିବା ସହ […]Continue Reading
By Rupashree Mohanty Bhubaneswar, March 20: In a significant step towards global academic collaboration, KIIT Deemed to be University (KIIT-DU) signed a Memorandum of Understanding (MoU) with the University of Tulsa, Oklahoma, USA, on Thursday to launch a dual degree program in B.Tech. The agreement marks a major milestone in KIIT’s efforts to expand its […]Continue Reading
By Payal Banerjee Bhubaneswar, March 20: The Centre for Integrated Rural and Tribal Development (CIRTD), Sundargarh, on Thursday got the prestigious 12th Shambhavi Puraskar for its outstanding work in rural development. CIRTD has been helping farmers, women, children, and youth in Sundargarh District, Odisha, by improving their lives through various programs. Dr. Continue Reading




