Home Articles posted by odadmin (Page 485)
Odisha News
ଭୁବନେଶ୍ବର, ୧୬/୩ : ‘ଶ୍ରୀରାଧା’ର ସ୍ରଷ୍ଟା ତଥା ପ୍ରଖ୍ୟାତ ସାହିତ୍ୟିକ ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ପଦ୍ମ ଭୂଷଣ ପୁରସ୍କାରପ୍ରାପ୍ତ ପୂର୍ବତନ ପ୍ରଶାସନିକ ଅଧିକାରୀ ତଥା ସାହିତ୍ୟିକ ରମାକାନ୍ତ ରଥଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ।ଭାରତୀୟ ପ୍ରଶାସନିକ ସେବା ସହ ସାହିତ୍ୟ ଜଗତରେ ନିଜ ଅବଦାନ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୫/୩ : ଆନ୍ତର୍ଜାତୀୟ ଗ୍ରାହକ ଦିବସ ୨୦୨୫ ପାଳନ ଅବସରରେ ଆଜି ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ ରସିକରାଜ ମନ୍ଦିର ପରିସରରେ , ଗ୍ରାହକ ଅଧିକାର ସୁରକ୍ଷା ମଞ୍ଚ ପକ୍ଷରୁ ଏକ ଗ୍ରାହକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲା ସଭାପତି ଶ୍ରୀ ରକମ ଲୋକନାଥଙ୍କ ଅଧ୍ୟକ୍ଷତା ରେ , ଜିଲ୍ଲା ସମ୍ପାଦିକା ଶ୍ରୀମତୀ ତନୁଜା ଶତପଥୀ , ଶ୍ରୀ ଲିଙ୍ଗରାଜ ପାଣିଗ୍ରାହୀ , ଶ୍ରୀ ମୁରଲି ପରିଛା , ଶ୍ରୀ ଭଗବତ ପାଢ଼ୀ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୫/୩ : ରଙ୍ଗର ପର୍ବ ହୋଲି ପାଇଁ ସବୁଆଡେ ଉତ୍ସାହ ଦେଖିବାକୁ ମିଳିଛି । ରଙ୍ଗର ପର୍ବ ହୋଲିରେ ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ପରିବାର, ବନ୍ଧୁ, ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ ମସଗୁଲ ଅଛନ୍ତି ଲୋକେ। ହୋଲି ପାଇଁ ଗାଁଠୁ ସହର ସବୁଠି ଉତ୍ସାହର ମାହୋଲ ।ପରସ୍ପରକୁ ରଙ୍ଗ ଲଗାଇ ହୋଲିର ଶୁଭେଚ୍ଛା ଜଣାଉଛନ୍ତି […]Continue Reading
Odisha News
ଭୁବନେଶ୍ୱର, ୧୫/୩ : ବରିଷ୍ଠ ପୋଲିସ ଅଧିକାରୀ ଓ ସାମ୍ବାଦିକ ମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ହୋଲି ପାଳନ କରିଛନ୍ତି । ପୋଲିସ ଡିଜି ୱାଇ ବି ଖୁରାନିଆ ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଖୋଳି ଖେଳିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଦେହରେ ରଙ୍ଗ ବୋଳିବା ପରେ ପରସ୍ପରକୁ ମିଠା ଖୁଆଇଥିଲେ । ରଙ୍ଗର ପର୍ବ ହୋଲି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଭାତୃତ୍ୱ ଓ ସଦଭାବନାର ପର୍ବ […]Continue Reading
Odisha News
ଭୁବନେଶ୍ୱର, ୧୫/୩ : ଭୁବନେଶ୍ବର: ରାଜ୍ୟରେ ଶନିବାର ତାତି ରେକର୍ଡ ଭାଙ୍ଗିଛି । ହୋଲିରେ ପଶ୍ଚିମ ଓଡ଼ିଶା ଜଳୁଛି । ତାପମାତ୍ରା ୪୨ ଡିଗ୍ରି ସେଲସିୟସ୍ ଛୁଇଁଛି। ଶନିବାର ଅପରାହ୍ନ ସାଢେ ୨ଟା ସୁଦ୍ଧା ସମ୍ବଲପୁରରେ ତାପମାତ୍ରା ୪୨ ଡିଗ୍ରି ରେକର୍ଡ କରାଯାଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ଆସନ୍ତା ନ୍ତା ୪ ଦିନ ଭିତରେ ରାଜ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ବଢ଼ିପାରେ । ଦୋଳ ଓ ହୋଲି ଦିନ ତାତି […]Continue Reading
Odisha News
ଭୁବନେଶ୍ୱର, ୧୫/୩: ସାରା ରାଜ୍ୟରେ ବେଶ୍ ଧୁମଧାମରେ ଚାଲିଛି ହୋଲି ପାଳନ । ଗାଁ ଠୁ ସହର ସବୁଠି ଉତ୍ସବମୁଖର ପରିବେଶ ଦେଖିବାକୁ ମିଳିଛି । ନେତା ଠୁ ଆରମ୍ଭ କରି ଜନତା ଯାଏଁ ସମସ୍ତେ ପରସ୍ପରକୁ ରଙ୍ଗ ବୋଳି ହୋଲିର ଶୁଭେଚ୍ଛା ଜଣାଉଛନ୍ତି । ପିଲା ହେଉ କି ବୁଢା, ନେତା ହୁଅନ୍ତୁ ଅବା ଅଭିନେତା ସମେସ୍ତ ଆଜି ହୋଲିରେ ମସଗୁଲ ହୋଇଛନ୍ତି ।ଭୁବନେଶ୍ୱର, କଟକ, ବ୍ରହ୍ମପୁର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଏଥିପାଇଁ ସ୍ୱତନ୍ତ୍ର […]Continue Reading
National News
MOSCOW, MAR 14: Russian President Vladimir Putin has thanked world leaders, including US President Donald Trump and Prime Minister Narendra Modi for their “noble mission” to end the fighting between Ukraine and Russia. Putin made these remarks on Thursday while making his first public remarks on Ukraine’s ceasefire proposal. Putin confirmed on Thursday Continue Reading
Odisha News
ବାଲେଶ୍ୱର,୧୪/୩ : ଓଡ଼ିଶା ଖଣି ନିଗମ ସହ ସହବନ୍ଧିତ ଥିବା କେନ୍ଦୁଝର ଶୁଆକାଟିସ୍ଥିତ ଗାନ୍ଧମାର୍ଦ୍ଦନ ଲୋଡ଼ିଂ ଏଜେନ୍ସି ଆଣ୍ଡ୍ ଟ୍ରାନ୍ସପୋର୍ଟିଂ କୋ-ଅପରେଟିଭ ଲିଃ ରେ ବହୁ କୋଟି ଟଙ୍କାର ଦୁର୍ନୀତି ମାମଲାରେ ବିଜେଡି ନେତା ସୌମ୍ୟଶଙ୍କର ଚକ୍ର ଓରଫ ରାଜା ଚକ୍ରଙ୍କୁ ଗୁରୁବାର କ୍ରାଇମ ବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଗିରଫ କରିଥିଲା। ଶୁକ୍ରବାର ବାଲେଶ୍ୱର ଓପିଆଇଡି କୋର୍ଟରେ ଗିରଫ ରାଜା ଚକ୍ରଙ୍କୁ ଇଓଡବ୍ଲ୍ୟୁ ତରଫରୁ ହାଜର Continue Reading