ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୩/୪: କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଚଳିତ ମାସ ୦୧ ତାରିଖ ଠାରୁ ଆରମ୍ଭ ହୋଇଥିବା ୧୩ ଦିନିଆ ମାସନ୍ତ ମେରୁ ଦଣ୍ଡଯାତ୍ରା ୧୩ ତାରିଖ ରବିବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି ।ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ାର ମେରୁ ଯାତ୍ରା ସ୍ଥାନୀୟ ମା\’ ଦକ୍ଷିଣ କାଳୀ ମନ୍ଦିର ପରିସରରେ ହୋଇଥିବା ବେଳେ ବାଟାଗୁଡା, ସିଟୁପଡ଼ି, ବାରଖମା, ମୋହନଗିରୀ, କତେରୀଭଟ୍ଟା, ରେବିଙ୍ଗିଆ, ଡାକା, Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୩/୪ : ଓଡ଼ିଶା ପକ୍ଷ ପାଳନର ତ୍ରୟୋଦଶ ଦିବସ ଅବସରରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ବିଭାଗ ଦ୍ଵାରା ଆୟୋଜିତ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପଞ୍ଚାୟତ ସମ୍ବଳ କେନ୍ଦ୍ର ଠାରେ ଆମ ରୁଚି ଆମ ଖାଦ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଶ୍ରୀ ଶଙ୍କର କେରକେଟା -ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ , ସମ୍ମାନିତ ଅତିଥି Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୩/୪ : ସି.ଏମ୍.ଟ୍ରଫି ନିମନ୍ତେ ଆଜି ଗଜପତି ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ପ୍ରତିଯୋଗିତାର ଉଦଯାପନ ହୋଇଯାଇଛି।ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ସି.ଏମ. ଟ୍ରଫି ହାସଲ ନିମନ୍ତେ ୭ ଏପ୍ରିଲ ଠାରୁ ୧୩ ଏପ୍ରିଲ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିବା ଫୁଟବଲ୍ ପ୍ରତିଯୋଗିତାର ଆଜି ଉଦଯାପିତ ହୋଇଯାଇଛି ।ଆଜିର ଉଦଯାପନି ପ୍ରତିଯୋଗିତାରେ ମାନ୍ୟବର ବିଧାୟକ ପାରଳାଖେମୁଣ୍ଡି ଶ୍ରୀ ରୁପେଶ କୁମାର ପାଣିଗ୍ରାହୀ Continue Reading
KOLKATA, APR 13 : BJP leader and West Bengal Assembly’s Leader of Opposition Suvendu Adhikari on Sunday claimed that more than 400 Hindus have been “forced to flee” their houses, claiming that the people are facing religious persecution following central security forces being deployed in Murshidabad, after violence erupted in the area. He lashed out […]Continue Reading
ଭୁବନେଶ୍ବର, ୧୩/୪ : ବିଜୁ ଜନତା ଦଳ (ବିଜେଡି)ର ସାଂଗଠନିକ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ୧୬ ଜିଲ୍ଲାରେ ନିର୍ଦ୍ୱନ୍ଦ୍ୱରେ ବିଜେଡି ଜିଲ୍ଲା ସଭାପତି ନିର୍ବାଚିତ ହୋଇଛନ୍ତି। ଏନେଇ ବିଜେଡିର ବିଧାୟକ ପ୍ରତାପ କେଶରୀ ଦେବ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବିଜେଡିର ସାଙ୍ଗଠନିକ ନିର୍ବାଚନ ପରିଚାଳନା କାର୍ଯ୍ୟକ୍ରମ ଚୂଡ଼ାନ୍ତ ହେବାକୁ ଯାଉଛି।ଚତୁର୍ଥ ପର୍ଯ୍ୟାୟ ପ୍ରକ୍ରିୟାରେ ୧୬ ଜିଲ୍ଲାର ନାମାଙ୍କନ ଆସିଛି। ଏହି ସବୁ ଜିଲ୍ଲାରେ ବିଜେଡି Continue Reading
KOLKATA,APR 13 : Three people were killed in West Bengal’s Murshidabad district on Saturday as fresh protests against the Waqf (Amendment) Act turned violent. Police said they have not resorted to firing in Samserganj block, claiming that the three people died due to firing by the BSF, which the border force denied. So far, 118 […]Continue Reading
ପୁରୀ, ୧୩/୪: ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ । ରବିବାର ସକାଳୁ ସକାଳୁ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରି ଆଶିଷ ଲାଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଏହି ସମୟରେ ପୁରୀ ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଥିଲେ । ମୁଖ୍ୟ ମନ୍ତ୍ରୀ ଶ୍ରୀମନ୍ଦିର ପରିସରରେ ଚତୁର୍ଦ୍ଧା ବିଗ୍ରହ ଙ୍କୁ ଦର୍ଶନ କରିବା ପରେ ପାର୍ଶ ଦେବାଦେବୀ ଙ୍କୁ ଦର୍ଶନ କରି ମା ବିମଳାଙ୍କ ନିକଟରେ କିଛି ସମୟ ଅତିବାହିତ କରିଥିଲେ Continue Reading
ଓଡ଼ିଶା,୧୩/୪ : ଦିନ ଥିଲା ଭୁବନେଶ୍ୱର କହିଲେ ଓଲ୍ଡଟାଉନ୍, କପିଳ ପ୍ରସାଦ, କପିଳେଶ୍ୱର ଏବଂ ସାମନ୍ତରାପୁର ଆଦି ଅଞ୍ଚଳକୁ ବୁଝାଉଥିଲା। ଐତିହ୍ୟ, କଳା, ସଂସ୍କୃତି, ପରମ୍ପରା ଥିଲା ଏହି ମନ୍ଦିରମାଳିନୀ ସହରର ସ୍ବତନ୍ତ୍ର ପରିଚୟ। ୪୦ହଜାର ଜନସଂଖ୍ୟାକୁ ନେଇ ଭୁବନେଶ୍ୱରକୁ ରାଜ୍ୟର ରାଜଧାନୀ ଘୋଷଣା କରାଯିବା ସହ ୧୯୪୮ ଏପ୍ରିଲ ୧୩ରେ ଏଥିପାଇଁ ଶିଳାନ୍ୟାସ କରାଗଲା।୧୯୫୨ ଅକ୍ଟୋବର ପହିଲାରେ ବିଜ୍ଞାପିତ ଅଞ୍ଚଳ ପରିଷଦ, ୧୯୭୯ରେ ମ୍ୟୁନିସିପାଲିଟି ଓ ୧୯୯୪ରେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୩/୪: ଗ୍ରାମାଞ୍ଚଳରେ ଗମନାଗମନ ସୁବିଧା ପାଇଁ ସରକାର କୋଟିକୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ରାସ୍ତା ହୋଇଗଲେ ଗାଁ ମାନଙ୍କରେ ସବୁ ସୁବିଧା ପହଁଚିପାରିବ ।କିନ୍ତୁ ସରକାର ରାସ୍ତା ନିମନ୍ତେ ଟଙ୍କା ଖର୍ଚ୍ଚ କରୁଛନ୍ତି କିନ୍ତୁ ଅଧପନ୍ତରିଆ ହୋଇରହୁଛି ରାସ୍ତା । ଯାହାକି ଲୋକେ ରାସ୍ତା ହେବ ଖୁସି ହୋଇଥିବା ବେଳେ ଅଧପନ୍ତରିଆ ହୋଇ ରହିବା କାରଣ ରୁ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୨/୪ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଆରକ୍ଷି ଅଧିକାରୀ ରାମେନ୍ଦ୍ର ପ୍ରସାଦଙ୍କ ନିର୍ଦେଶ କ୍ରମେ ବାଲିଗୁଡା ସହରରେ ମୋଟସାଇକେଲ ଚାଳକଙ୍କ ନିମନ୍ତେ ଏକ ସଚେତନତା ଶୋଭାଯାତ୍ରା ସହ ଛାତ୍ରଛାତ୍ରୀ ମାନେ ଏକ ପଥପ୍ରାନ୍ତ ନାଟକ କରି ସଚେତନତା କରାଇଛନ୍ତିା ।ଏହା ମା\’ ପାଟଖଣ୍ଡା ମନ୍ଦିର ସମ୍ମୁଖରୁ ବାହାରି ଛାତ୍ରଛାତ୍ରୀଙ୍କୁ ନେଇ ଏକ ସଚେତନତା ଶୋଭାଯାତ୍ରା ସହ ହାତରେ ପ୍ଲାକାର୍ଡ ଓ ବ୍ୟାନର ଧରି Continue Reading




