କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୯/୪ : ଜ଼ିଲ୍ଲା ସ୍ତରୀୟ ଓଡ଼ିଆ ପକ୍ଷ ପାଳନ ସମାରୋହ -୨୦୨୫ ଅବସରରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଜ଼ିଲ୍ଲାପାଳ, ବୌଦ୍ଧ ଶ୍ରୀ ସୁବ୍ରତ କୁମାର ପଣ୍ଡା ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିଥିଲେ ।ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜ଼ିଲ୍ଲାପାଳ ଅନିରୁଦ୍ଧ ପଧାନ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, ଜ଼ିଲ୍ଲା ପରିଷଦ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ – ଜ଼ିଲ୍ଲାପାଳ Continue Reading
KOLKATA, APR 9 : West Bengal Chief Minister Mamata Banerjee on Wednesday said the Waqf (Amendment) Act will not be implemented in the state. Addressing a programme of the Jain community in Kolkata, Banerjee said she will protect the minority people and their property. “I know you are aggrieved because of the enactment of the […]Continue Reading
ଭୁବେନେଶ୍ୱର, ୯/୪: ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ମନୋଜ କୁମାର ପରିଡ଼ା ମୁଖ୍ୟ ସୂଚନା ଆୟୁକ୍ତଭାବେ ନିଯୁକ୍ତ ହୋଇଛନ୍ତି ।ଏହା ସହିତ ପୂର୍ବତନ ଆଇପିଏସ୍ ଅଧିକାରୀ ପ୍ରାଣବିନ୍ଦୁ ଆଚାର୍ଯ୍ୟ, ହାଇକୋର୍ଟ ଆଇନଜୀବୀ କଳ୍ପନା ପଟ୍ଟନାୟକ ଏବଂ ଅବସରପ୍ରାପ୍ତ ଆଇଏଏସ୍ ପବିତ୍ର ମଣ୍ଡଳ ସୂଚନା ଆୟୋଗର ସଦସ୍ୟଭାବେ ନିଯୁକ୍ତ ହୋଇଛନ୍ତି । ଏ ନେଇ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି ।୧୯୮୭ ବ୍ୟାଚ୍ ଆଇଏଏସ୍ ଅଧିକାରୀ ମନୋଜ କୁମାର ଏଜିଏସୟୁଟି କ୍ୟାଡର ଅଟନ୍ତି । ସେ Continue Reading
By Subrat Sarangi Puri, April 9 : 15 athletes of the Odisha AM/NS India Kho Kho High Performance Centre (HPC) represented Odisha teams at the 57th Senior National Kho Kho Championship held in Puri during March 31 to April 04, 2025. The Odisha Women’s Team made the state proud by emerging as the runner up […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୯/୪ : ମଙ୍ଗଳବାର ଆଜି ଅପରାହ୍ନ ରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହରେ ମାନ୍ୟବର ମନ୍ତୀ ଙ୍କ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକ ୨୦୨୫ ଅନୁଷ୍ଠିତ ହୋଇଯାଇଛି ।ମାନ୍ୟବର ମନ୍ତ୍ରୀ, ଗୃହ ଓ ନଗର ଉନ୍ନୟନ ଏବଂ ସାର୍ବଜନୀନ ଉଦ୍ୟୋଗ, ଓଡ଼ିଶା ସରକାର ଶ୍ରୀଯୁକ୍ତ କୃଷ୍ଣ ଚନ୍ଦ୍ର ମହାପାତ୍ର ଜିଲ୍ଲା ଓ ଏହାର ସହରାଞ୍ଚଳର ପାନୀୟଜଳ ସମସ୍ୟା, ପରିମଳ ବ୍ୟବସ୍ଥା ପରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରି Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୮/୪ : ମଙ୍ଗଳବାର ପୂର୍ବାହ୍ନ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଖୋର୍ଦ୍ଧା ଜିଲ୍ଲା ଉନ୍ନୟନ ତଦାରଖ ଦାୟିତ୍ୱରେ ଥିବା ଓଡିଶା ସରକାରଙ୍କ ବିଜ୍ଞାନ କାରିଗରୀ, ଶ୍ରମ ଏବଂ ରାଜ୍ୟ କର୍ମଚାରୀ ବୀମା ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଚିତ୍ରା ଅରୁମୁଗମ ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଚଞ୍ଚଳ ରାଣାଙ୍କ ଉପସ୍ଥିତିରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ Continue Reading
ଜୟପୁର, ୮/୪ : ଦୀର୍ଘ ୧୭ ପୂର୍ବେ ରାଜସ୍ଥାନ ଜୟପୁର ସହରରେ ହୋଇଥିବା ସିରିଏଲ ବୋମା ବିସ୍ଫୋରଣ ମାମଲାର ରାୟ ପ୍ରକାଶ ପାଇଛି ।ଜୟପୁରର ସ୍ୱତନ୍ତ୍ର ଅଦାଲତ ୪ ଜଣ ଆତଙ୍କବାଦୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ସୈଫୁର ରହମାନ, ମହମ୍ମଦ ସୈଫ, ମହମ୍ମଦ ସରୱାର ଆଜମୀ ଏବଂ ଶାହବାଜ ଅହମ୍ମଦଙ୍କୁ ଦୋଷୀ ସାବ୍ୟସ୍ତ କରି ମଙ୍ଗଳବାର ଦିନ ଦଣ୍ଡ ଘୋଷଣା କରିଛନ୍ତି । କୋର୍ଟ ୬୦୦ ପୃଷ୍ଠାରେ ତାଙ୍କର ଏକ ବିସ୍ତୃତ ନିଷ୍ପତ୍ତି ଦେଇଛନ୍ତି […]Continue Reading
ଭୁବନେଶ୍ୱର,୮/୪: ୱକ୍ ବିଲ ଭୋଟିଂକୁ ନେଇ ରାଜନୀତି ସରଗରମ ହୋଇଛି। ତେବେ ଏହି ଘଟଣାକୁ ନେଇ ଭାଜପା ବିଧାୟକ ବାବୁ ସିଂ ନବୀନଙ୍କୁ ଟାର୍ଗେଟ କରିଛନ୍ତି।ସେ କହିଛନ୍ତି ଓଡ଼ିଶାବାସୀଙ୍କ ସହ ଡ୍ରାମା କରୁଛନ୍ତି ନବୀନ ବାବୁ। ସମସ୍ତ ଏପିସୋଡର ନାୟକ ନବୀନ, ଖଳନାୟକ ବି ନବୀନ । ଡାଇରେକ୍ଟର, ପ୍ରଡ୍ୟୁସର ଓ ନିଜେ ବି ଆକ୍ଟର ବୋଲି ବାବୁ କହିଛନ୍ତି।ତେବେ ଏହି ଘଟଣା ପରେ ବିଜେଡି ଦୁଇଫାଳ ହୋଇଥିବା କୁହାଯାଉଛି। ବିଜୁ ଜନତା ଦଳର ଭବିଷ୍ୟତ ଭିକେ […]Continue Reading
କଟକ, ୮/୪: ବର୍ତମାନ ଦଶମ ଶ୍ରେଣୀ ଖାତା ଦେଖା ଚାଲିଥିବା ବେଳେ ଆଗାମୀ ଦୁଇଦିନ ଏହା ସରିଯିବ।ଏହାପରେ ବାକି ସମସ୍ତ ପ୍ରକ୍ରିୟା ସାରିବା ପରେ ଆସନ୍ତା ମାସ ଅର୍ଥାତ ମେ’ ମାସ ଦ୍ୱିତୀୟ ସପ୍ତାହରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ। ଏନେଇ ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ।”ଚଳିତବର୍ଷ AIଏବଂ QR କୋରଡ଼ ଦ୍ୱାରା ପରୀକ୍ଷା ପରିଚାଳନା ସଫଳ ହୋଇଛି। ବିଜ୍ଞାନ ପ୍ରଶ୍ନପତ୍ରରେ ୪ ମାର୍କ କମ୍ ନେଇ କିଛି ଅସୁବିଧା ହେବନି ବୋଲି କହିଛନ୍ତି। […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୮/୪ : (ସୋମବାର) ସକାଳ ଘ ୮. ୩୦ ମିନିଟ ସମୟରେ ମୁର୍ଶୁଣ୍ଢ୧ ସ୍ଥିତ ବୌଦ୍ଧ ବ୍ଲକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି ।ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସାର୍ଥକ ରାୟ ଶିବିରରେ ଉପସ୍ଥିତ ରହି ଆସିଥିବା ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣି କରିଥିଲେ ।ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ Continue Reading




