କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨/୪ : (ବୁଧବାର ) ଦିନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, କମିରା ଠାରେ ଜିଲ୍ଲା ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ, ୨୦୨୫ ଅନୁଷ୍ଠିତ ହୋଇ ଯାଇଛି ।ବୌଦ୍ଧ ବ୍ଲକ୍ ମୁଣ୍ଡାପଡା ଗ୍ରାମ ପଞ୍ଚାୟତର କମିରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି କ୍ଷ ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨/୦୪ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ସଭାଗୃହ ପରିସରରେ ଉପଖଣ୍ଡ ସ୍ତରୀୟ ୯୦ତମ ଉତ୍କଳ ଦିବସ ମହା ସମାରୋହ ରେ ପାଳିତ ହୋଇଯାଇଛି।ଉପଖଣ୍ଡ ଉତ୍ସବ ପାଳନ କମିଟି ର ସହ ସମ୍ପାଦକ ତୀର୍ଥବାସୀ ଘଡାଇଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଉପ ଜିଲ୍ଲାପାଳ ଡ଼ଃ. ରୀନା ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଓଡ଼ିଆ ଭାଷା ହିଁ ଆମ ପରିଚୟ। ଉତ୍କଳ ଦିବସ ପକ୍ଷ ସରକାରୀ ଘୋଷଣା ପ୍ରକାରେ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨/୪ : ବୌଦ୍ଧରେ ଜିଲ୍ଲାସ୍ତରୀୟ ଓଡ଼ିଶା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀମାନେ ନିଜ ନିଜର ଶିକ୍ଷାନୁଷ୍ଠାନ ପରିସରରେ ପ୍ରଭାତଫେରି କାର୍ଯ୍ୟକ୍ରମ ପାଳନ କରିଥିଲେ ।ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଡାକବାଜି ଯନ୍ତ୍ର ଯୋଗେ ଦେଶାତ୍ମବୋଧକ ସଙ୍ଗିତ ଓ ସ୍ଲୋଗାନ ସହରସାରା ପରିବେଶଣ କରାଯାଇଥିଲା ।ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ନିକଟରେ Continue Reading
By Rupashree Mohanty Bhubaneswar, April 2: Utkal Hospital, Niladri Vihar, Bhubaneswar, marked the celebration of Utkal Divas with great enthusiasm and reverence. This special occasion commemorates the formation of Odisha as a separate state on April 1, 1936. The celebration commenced with a heartfelt rendition of “Bande Utkal Janani” by the hospital staff, Continue Reading
NEW DELHI, APR 2 : Union Minority Affairs Minister Kiren Rijiju on Wednesday tabled the Waqf (Amendment) Bill, 2025, as proposed by a Joint Parliamentary Committee, in the Lok Sabha for consideration and passage. The bill seeks to improve the administration of Waqf properties, introduce technology-driven management, address complexities and ensure transparency. Introducing Continue Reading
ବରଦା ପ୍ରସନ୍ନ ଦାସଙ୍କ ରିପୋର୍ଟକଟକ, ୨/୪ : ଓଡ଼ିଶାର ସର୍ବପ୍ରାଚୀନ ଛାତ୍ର ସାହିତ୍ୟ ଅନୁଷ୍ଠାନ ଉତ୍କଳ ଛାତ୍ର ସାହିତ୍ୟ ସମାଜ ଓ ଦ୍ଵିତୀୟ ସାହିତ୍ୟ ଅନୁଷ୍ଠାନ କଳିଙ୍ଗ ଭାରତୀ ତରଫରୁ ୯୦ତମ ଉତ୍କଳ ଦିବସ ଅବସରରେ ଏକ ମର୍ମସ୍ପର୍ଶୀ ଓ ବୌଦ୍ଧିକ ରାଷ୍ଟ୍ରୀୟ ଆଲୋଚନା ଚକ୍ର ଆଭାଷିକ ମଧ୍ୟରେ ଆୟୋଜିତ ହୋଇଥିଲା ।କଳିଙ୍ଗ ଭାରତୀ ସଭାପତି ଡାକ୍ତର ଶୈଳେଶ୍ୱର ନନ୍ଦଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଏହି ଆଲୋଚନା ଚକ୍ରରେ ଡାକ୍ତର ସଂଯୁକ୍ତା ମହାପାତ୍ର ମୁଖ୍ୟ ଅତିଥି Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୨/୪ : ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ସାଂସ୍କୃତିକ ଓ ନାଟ୍ୟ ପରିଷଦ ତରଫରୁ ଆୟୋଜିତ ବାର୍ଷିକ ଉତ୍ସବ ବିଶ୍ବବିଦ୍ୟାଳୟର କ୍ରୀଡ଼ାପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଅଛି।ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ଉମାବଲ୍ଲଭ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଅନ୍ୟ ସମ୍ମାନିତ ଅତିଥି ଭାବରେ ଅନୁଷ୍ଠାନର ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ଡକ୍ଟର ରାଜକିଶୋର ପାତ୍ର,ମାନବ ସମ୍ବଳ କେନ୍ଦ୍ରର ନିର୍ଦ୍ଦେଶକ ଡକ୍ଟର Continue Reading
ଭୁବନେଶ୍ୱର,୨/୪: ଭୁବନେଶ୍ବରରେ ବୁଧବାର ଶିଶୁ ବାଟିକାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଜାତୀୟ ଶିକ୍ଷାନୀତି ଅନୁଯାୟୀ ଶିଶୁ ବାଟିକାର ଶୁଭାରମ୍ଭ ହୋଇଛି।ଭୁବନେଶ୍ୱରସ୍ଥିତ ବଡ଼ଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ବାଟିକାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କୁନିକୁନି ପିଲାଙ୍କୁ ଖଡ଼ି ଛୁଆଁଇଛନ୍ତି।ନୂଆ ଶିକ୍ଷାବର୍ଷରେ ଜାତୀୟ ଶିକ୍ଷା ନୀତିକୁ ସରକାରୀ ବିଦ୍ୟାଳୟଗୁଡିକରେ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୨/୪ : ଖୋରଧା ଜିଲ୍ଲାରେ ଆଜି ଓଡ଼ିଶା ଦିବସ ମହାସମାରୋହରେ ପାଳନ ହୋଇଯାଇଛି । ପ୍ରାତଃ ଘ ୪.୩୦ ମି. ରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ତରଫରୁ ଡାକବାଜି ଯନ୍ତ୍ର ଯୋଗେ ଦେଶାତ୍ମବୋଧକ ସଙ୍ଗୀତର ରେକର୍ଡିଂ ବଜାଯାଇ ସହର ପରିକ୍ରମା କରାଯାଇଥିଲା ।ପ୍ରାତଃ ଘ ୭.୦୦ ମି. ରେ ଜିଲ୍ଲାର ସମସ୍ତ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ସମସ୍ତ ଗୋଷ୍ଠି ଉନ୍ନୟନ ଅଧିକାରୀ/କାର୍ଯ୍ୟ ନିର୍ବାହୀ ଅଧିକାରୀ, Continue Reading
By A.K. Sahoo Bhubaneswar: On the occasion of Odisha Diwas, Vedanta Chairman Anil Agarwal extended warm wishes to the people of Odisha, honouring the state’s cultural legacy, vibrant heritage, and developmental strides. In his message, Mr. Agarwal spoke about Odisha’s distinctive identity shaped by its spiritual depth, traditional arts, cuisine, and rich landscapes. He Continue Reading




