Home Articles posted by odadmin (Page 51)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୮/୧୦ : କଂଗ୍ରେସ ନେତୃତ୍ବାଧୀନ ‘ଇଣ୍ଡିଆ ବ୍ଲକ୍’ ଗୁରୁବାର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା, ଏମଏମଡିଆର ବିଲ୍ ପ୍ରତ୍ୟାହାର ଓ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ରାଜ୍ୟ କଂଗ୍ରେସ ଓ ବାମ ଦଳ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି।ବନ୍ଦ ପାଳନରେ ସିପିଆଇ, ସିପିଆଇ (ଏମ୍), ସିପିଆଇ (ଏମ୍ଏଲ), ଏନସିପି, Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୭/୧୦ : ଜନସାଧାରଣଙ୍କ ନିକଟକୁ ସରକାରକୁ ନେଇଯିବା ସହ ତୃଣମୂଳସ୍ତରରେ ଲୋକଙ୍କ ସହ ପ୍ରତ୍ୟକ୍ଷ ସମ୍ପର୍କ ସ୍ଥାପନ କରି ସେମାନଙ୍କ ସମସ୍ୟା, ଆଶା ଓ ଆକାଂକ୍ଷାକୁ ବୁଝିବା ଉପରେ ଗୁରୁତ୍ୱାରୋପ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ଶାସନ ବ୍ୟବସ୍ଥା କେବଳ ସରକାରୀ କାର‌୍ୟ୍ୟାଳୟ ଓ ଫାଇଲ୍ ମଧ୍ୟରେ ସୀମିତ ନ ରହି ଲୋକଙ୍କ ନିକଟରେ ପହଞ୍ଚିବା ଆବଶ୍ୟକ। ଲୋକଙ୍କ ସମସ୍ୟାକୁ ନିକଟରୁ ଜାଣିଲେ ହିଁ ସେମାନଙ୍କ ପାଇଁ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୭/୧୦ : ବୌଦ୍ଧଜିଲ୍ଲା ହରଭଙ୍ଗା ବ୍ଲକ ଅନ୍ତର୍ଗତ ଛତ୍ରଙ୍ଗ ପଞ୍ଚାୟତ ବିଜୁ ଜନତାଦଳର କର୍ମୀ ସମ୍ମିଳନୀ ଘୁଙ୍କୁଡ଼ି ଡ୍ୟାମ ନିକଟରେ ପଞ୍ଚାୟତ ସଭାପତି ବସନ୍ତ କୁମାର ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି ।ମୁଖ୍ୟ ଅତିଥିଭାବେ ପୁର୍ବତନ ବାଚସ୍ପତି ତଥା ବିଜୁ ଜନତାଦଳ ସଭାପତି ପ୍ରଦୀପ କୁମାର ଅମାତଜିଲ୍ଲାପରିଷଦ ଅଧକ୍ଷା ପ୍ରଭାସିନୀ ଦାସ ଜିଲ୍ଲା ଉପସଭାପତି ପ୍ରଦୀପ କୁମାର ସାହୁ ସାମାଜିକ ଗଣମାଧ୍ୟମ ସଂଯୋଜକ Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର/ଓଡ଼଼ିଶା,୭/୧୦ : ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ବ୍ୟୁରୋ ପକ୍ଷରୁ କୁଳପତି ପ୍ରଫେସର ବିଭୂତି ଭୂଷଣ ମଲିକଙ୍କ ମାର୍ଗଦର୍ଶନରେ ବିଶ୍ୱବିଦ୍ୟାଳୟ ସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ନିମନ୍ତେ ମନୋନୟନ ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ମନୋନୟନ ଶିବିରରେ ବଲାଙ୍ଗିର ଓ ସୋନପୁର ଜିଲ୍ଲାର ବିଭିନ୍ନ ମହାବିଦ୍ୟାଳୟରୁ ୪୦ ଜଣ ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀ ଅଂଶଗ୍ରହଣ Continue Reading
Odisha News
ଗୁଲାମ୍ ଗସ୍‌ଙ୍କ ରିପୋର୍ଟଯାଜପୁର, ୬/୧୦ : ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି Continue Reading