ଭୁବନେଶ୍ୱର,୨୨/୩ : ନୂଆ ସିଲାବସ୍ ଅନୁସାରେ ପାଠ ପଢିବେ ଛାତ୍ରଛାତ୍ରୀ । ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୨୦୨୬-୨୭ ଶିକ୍ଷା ବର୍ଷରେ ନୂଆ ସିଲାବସ୍ ଲାଗୁହେବ । ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇ କହିଛନ୍ତି ଯେ, ” ‘NEPଲାଗୁ ପରେ ସିଲାବସ୍ ପରିବର୍ତ୍ତନ ପାଇଁ କମିଟି ହୋଇଛି । ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ୨୦୨୬-୨୭ ଶିକ୍ଷା ବର୍ଷରେ ନୂଆ ସିଲାବସ୍ ହେବ […]Continue Reading
ବାରିପଦା,୨୨/୩ : ୨ ଦିନ ପାଇଁ ଶିମିଳିପାଳ ବନ୍ଦ ରହିବ। ଶନିବାର ଓ ରବିବାର ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। କାଳବୈଶାଖୀକୁ ଦୃଷ୍ଟିରେ ରଖି ୨ ଦିନ ପାଇଁ ବନ୍ଦ ନିଷ୍ପତ୍ତି ନିଆଯାଇଛି। ଏନେଇ ଡ. ପ୍ରକାଶ ଚାନ୍ଦ ଗୋଗିନେନୀ ସୂଚନା ଦେଇଛନ୍ତି ।ଶିମିଳିପାଳ ଅୟାରଣ୍ୟରେ ବର୍ଷା ଯୋଗୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଦୁଇ ଦିନ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ କରାଯାଇଛି। ଶିମିଳିପାଳ ମଧ୍ୟରେ ପାହାଡିଆ ମାଟି ରାସ୍ତାରେ ଅଘଟଣକୁ Continue Reading
By Our Correspondent Cuttack,Mar 22 : The Intellectual Cell of the BJP, Cuttack Branch held a meeting over the zoom platform to discuss the importance of Hinduism and its scriptures spread over the world. The cell arranged this meet in honour of the birth centenary celebration of the late Prime Minister, Bharat Ratna Atal Bihari […]Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୨୨/୩ : ସ୍ଥାୟୀ ବିକାଶ ଲକ୍ଷ୍ୟ ହାସଲରେ ସମବାୟ ସଂସ୍ଥା ଗୁଡିକର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗୁଡିକ ଉପରେ ଆଲୋକପାତ କରିବା ପାଇଁ ମିଳିତ ଜାତିସଙ୍ଘ ୨୦୨୫ କୁ ଅନ୍ତର୍ଜାତୀୟ ସମବାୟ ବର୍ଷ ଭାବରେ ଘୋଷଣା କରିଛି।ଯାହାର ବିଷୟବସ୍ତୁ ହେଉଛି ” ଏକ ଉନ୍ନତ ବିଶ୍ୱ ଗଠନ କରିବାରେ ସମବାୟ ସଂସ୍ଥାର ଭୂମିକା ” । ଏହି ଅବସରରେ ଖୋର୍ଦ୍ଧା ଜୟୀ ରାଜଗୁରୁ ଟାଉନହଲ ଠାରେ ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୨/୩ : ଶୁକ୍ରବାର ଦିନ ଦିବା ଘ.୧୨.୩୦ ମିନିଟ ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ବୌଦ୍ଧ ଏନଏସି ପକ୍ଷରୁ ଖୋଲା ଯାଇଥିବା ଏକ ଜଳ ଛତ୍ରକୁ ଉଦଘାଟନ କରିଥିଲେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ।ଜିଲ୍ଲାପାଳ କାର୍ଯ୍ୟାଳୟକୁ ଆସୁଥିବା ଜନସାଧାରଣ ଓ ସମ୍ମୁଖ ବୌଦ୍ଧ – ହରଭଙ୍ଗା ଜଗନ୍ନାଥ ସଡକ ଦେଇ ଯାଉଥିବା ପଥିକ ମାନଙ୍କୁ ପାନୀୟ ଜଳ ଯୋଗାଇ ଦେବାକୁ ଉକ୍ତ ଜଳ ଛତ୍ରକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ Continue Reading
By Ipsita Das Bhubaneswar, March 21: The Income Tax (IT) department continued its sweeping raids for the second consecutive day on the properties of Odisha-based liquor magnate Bikram Kishor Sahoo, uncovering unaccounted cash amounting to approximately Rs 7 crore. The extensive searches, conducted across 15 locations linked to Sahoo, are part of an ongoing probe […]Continue Reading
By Subrat Sarangi Bhubaneswar, March 21 : To spread awareness on the importance of health and safety at the workplace and in nearby communities, ArcelorMittal Nippon Steel India (AM/NS India) observed 54th National Safety Week in various operational locations across Odisha. Keeping in line with this year’s theme set by the National Safety Council (NSC) […]Continue Reading
ଭୁବନେଶ୍ୱର,୨୧/୩: ରାଜ୍ୟ କ୍ୟାବିନେଟରେ ୭ ବିଭାଗର ୧୦ ପ୍ରସ୍ତାବ ଉପରେ ମୋହା ବାଜିଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୃହରେ ସୂଚନା ଦେଇଛନ୍ତି। ଆୟୁଷ୍ମାନ ଭାରତ ଯୋଜନାକୁ କ୍ୟାବିନେଟ୍ରେ ମଞ୍ଜୁରୀ ମିଳିଛି। ଏଥିରେ ରାଜ୍ୟରେ ୩ କୋଟି ୪୬ ଲକ୍ଷ ଲୋକ ଉପକୃତ ହେବେ। ୭୦ ବର୍ଷରୁ ଊର୍ଦ୍ଧ୍ୱଙ୍କ ଲାଗି ଲାଗି ’ଆୟୁଷ୍ମାନ ବାୟୋ ବନ୍ଧନ’କୁ ମଧ୍ୟ ମଞ୍ଜୁରୀ ମିଳିଛି। ଆୟୁଷ୍ମାନ ଓ ଗୋପବନ୍ଧୁ ଜନ ଆରୋଗ୍ୟ ମିଳିତ ଭାବେ କାର୍ୟ୍ୟକାରୀ ହେବ । ଦେଶର ୨୯ […]Continue Reading
By Our Correspondent ODISHA,MAR 21 : Sea & Spice, the all-new seafood restaurant at Fortune Beachfront Puri, a member of ITC Hotels’ Group, brings you the ocean’s bounty in all its flavourful glory. Designed to bring the freshest flavours from the ocean to the table, Sea & Spice presents a meticulously curated menu that celebrates […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୧/୩ : ଅଦ୍ୟ ତା ୨୦.୦୩.୨୦୨୫ ରିଖ ଅପରାହ୍ନ ୪ ଘଟିକା ସମୟରେ ଜିଲାପାଳ ଶ୍ରୀଯୁକ୍ତ ସୁବତ୍ର କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ କାର୍ଡ ବିତରଣ ନିମନ୍ତେ ପ୍ରସ୍ତୁତି ବୈଠକ ଜିଲାସ୍ତରୀୟ ଷ୍ଟିୟରିଙ୍ଗ କମିଟି ବୈଠକ ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି ।ଏହି ବୈଠକରେ ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ମଦନମୋହନ ପ୍ରଧାନ Continue Reading




