ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୭/୧୨ : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ବାଇକ୍ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବା ବେଳେ ଜଣେ ସାମାନ୍ୟ ଆହତ ହୋଇଛନ୍ତି। ଗୁରୁତର ୨ ଜଣ ହେଲେ ଉକ୍ତ ଥାନା ଅଞ୍ଚଳର ଏନ୍ସ ପ୍ରଧାନ ଏବଂ ନରେନ୍ଦ୍ର ଦିଗାଲ। ସେମାନଙ୍କୁ ଅଗ୍ନିଶମ ବିଭାଗ କର୍ମଚାରି ଉଦ୍ଧାର କରି ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଦୁହିଁଙ୍କ Continue Reading




