Home Articles posted by odadmin (Page 521)
Odisha News
କଟକ,୭/୨: ଫେବୃଆରୀ ୯ ତାରିଖରେ ବାରବାଟୀ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଭାରତ ବନାମ ଇଂଲଣ୍ଡ ଏକଦିବସୀୟ କ୍ରିକେଟ୍ ମ୍ୟାଚ୍ ପାଇଁ ଟିକେଟ୍ କଳାବଜାରୀ ଅଭିଯୋଗରେ ପୋଲିସ ଶୁକ୍ରବାର କଟକରେ ତିନି ଜଣଙ୍କୁ ଗିରଫ କରିଛି।ରିପୋର୍ଟ ଅନୁଯାୟୀ, ତିନି ଅଭିଯୁକ୍ତ ମ୍ୟାଚ୍ ପାଇଁ ପ୍ରାୟ ଆଠଟି ଗ୍ୟାଲେରୀ ଟିକେଟ୍ ଅଧିକ ମୂଲ୍ୟରେ ବିକ୍ରି କରୁଥିଲେ। ସେମାନେ ଅନଲାଇନରେ ଟିକେଟ୍ ଫଟୋ ପୋଷ୍ଟ କରି କ୍ରେତାଙ୍କୁ ଖୋଜୁଥିଲେ।ବକ୍ସି ବଜାର ଅଞ୍ଚଳର ଜଣେ ବ୍ୟକ୍ତିଙ୍କୁ ଟିକେଟ୍ Continue Reading
Odisha News
ଭୁବନେଶ୍ବର, ୭/୨: ଆସନ୍ତାକାଲି (୮ତାରିଖ) ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ। ଏଥିରେ ୧୮ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କ ବ୍ୟାଙ୍କ ଖାତାକୁ ଟଙ୍କା ଯିବ। ଯାଜପୁର ଜିଲ୍ଲା ବ୍ୟାସନଗରର ଚାନ୍ଦମା ପଡ଼ିଆ ଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଟଙ୍କା ପ୍ରଦାନ କରିବେ।ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ସୁଭଦ୍ରା ହେଉଛି ବିକାଶର Continue Reading
Odisha News
ଭୁବନେଶ୍ୱର, ୭/୨: ଗରିବ ଖଟିଖିଆଙ୍କ ଦରମା ପାଇଁ ଆସୁଥିବା ଟଙ୍କାକୁ ମିଳିମିଶି ଆତ୍ମସାତ କରିବା ସରକାରୀ ବାବୁଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି । କୁବେର ସରକାରୀ ଅଧିକାରୀ ମାଲକାନଗିରି ଜଳଛାୟା ଉପ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ସମେତ ୫ ଜଣଙ୍କୁ ଗିରଫ କରିଛି ଭିଜିଲାନ୍ସ ଟିମ୍ ।ଅନ୍ୟମାନେ ହେଲେ ୩ ସରକାରୀ କର୍ମଚାରୀ ମାଲକାନଗିରି କୃଷି ବିଭାଗ ଇଞ୍ଜିନିୟର ମୋହନ ମଣ୍ଡଳ, ଡାଟା ଏଣ୍ଟ୍ରି ଅପରେଟର୍ ବିଶ୍ୱଜିତ୍ ମଣ୍ଡଳ ଓ ଚୁକ୍ତିଭିତ୍ତିକ କର୍ମଚାରୀ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୭/୨ : ଗୁରୁବାର ଅପରାହ୍ନ ୪ ଘଟିକା ସମୟରେ ଜ଼ିଲ୍ଲାପାଳ ଙ୍କ ମିନି ସମ୍ମିଳନୀ କକ୍ଷ ଠାରେ ବୌଦ୍ଧ ଜ଼ିଲ୍ଲା ର ୩ ଗୋଟି ବ୍ଲକ ର ଯୁବକ ମାନଙ୍କୁ ନିଯୁକ୍ତି ଓ ଦକ୍ଷତା ପ୍ରମାଣ ପତ୍ର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।ଉପ – ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ପ୍ରବୀଣ କୁମାର ବାଣୁଆ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ବିତରଣ ଉତ୍ସବ ରେ ୪୫ ଜଣଙ୍କୁ ନିଯୁକ୍ତି ଓ ଦକ୍ଷ […]Continue Reading
Top Stories
By Sukanta Kumar Mohanty Bhubaneswar, Feb. 7: Featherlite, a pioneering name in workspace furniture solutions, on Friday proudly announces the grand opening of its exclusive experience centre dedicated to showcasing the latest designs and trends in workspace design. The state-of-the-art facility, located at the PGL Honda Building, Fire Station Square, Baramunda, Continue Reading
Top Stories
By Manoj Jena Cuttack/Bhubaneswar, Feb. 6: The Central Government has officially granted the prestigious ‘National Fair’ status to Odisha’s iconic Baliyatra, a historic trade fair held annually in Cuttack. This recognition was announced on Thursday by Union minister for culture and tourism Gajendra Singh Shekhawat in a written reply in the Rajya Sabha. Continue Reading
Business News Top Stories
By Subrat Sarangi Angul, Feb.6:The Jindal Foundation celebrated National Girl Child Day with Week-long celebrations in collaboration with the Zilla Swasthya Samiti, District Child Protection Unit and ICDS. The celebration aimed to raise awareness about gender equality, recognize girls’ contributions to society, and highlight the importance of empowering them to Continue Reading
Odisha News
ଭୁବନେଶ୍ୱର, ୬/୨: ଐତିହାସିକ କଟକ ବାଲିଯାତ୍ରାକୁ ମିଳିଛି ଜାତୀୟ ମାନ୍ୟତା। ଦୀର୍ଘ ଦିନ ହେଲା ବାଲିଯାତ୍ରାକୁ ଜାତୀୟ ମାନ୍ୟତା ଲାଗି ଦାବି କରାଯାଉଥିଲା। ୨୦୨୦ ମସିହାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ ଏଥିପାଇଁ ଚିଠି ଲେଖିଥିଲେ । ପୂର୍ବରୁ କଟକ ମେୟର ସୁବାସ ସିଂ ମଧ୍ୟ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଙ୍କୁ ଭେଟି ସ୍ମାରକପତ୍ର ମଧ୍ୟ ପ୍ରଦାନ କରିଥିଲେ।ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ Continue Reading