Home Articles posted by odadmin (Page 537)
Top Stories
By Our Correspondent Bhubaneswar,Mar 1: In a momentous gathering, the Bhubaneswar Branch of ICAI has appointed its new leadership team, ushering in a promising era for the organization. The recently elected Chairman, CA. Mahendra Kumar Sahoo, brings a wealth of experience and dedication to the role. He is joined by CA. (Dr) Goutam Lenka, who […]Continue Reading
Odisha News
ଭୁବନେଶ୍ୱର,୧/୩: ପର୍ଯ୍ୟଟନ ବିକାଶକୁ ନେଇ ପୂର୍ବ ସରକାରଙ୍କୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଟାର୍ଗେଟ।ସେ କାହାର ନାଁ ନ ନେଇ ବ୍ୟକ୍ତିକେନ୍ଦ୍ରିକ ଭାବେ ପର୍ଯ୍ୟଟନ ଟଙ୍କା ଖର୍ଚ୍ଚ କରାଯାଉଥିଲା ବୋଲି କହିଛନ୍ତି। ସେ କହିଛନ୍ତି ଜଣଙ୍କ ପ୍ରଚାର ପ୍ରସାର ପାଇଁ ପର୍ଯ୍ୟଟନର ସମସ୍ତ ଟଙ୍କା ବଣ୍ଟା ଯାଉଥିଲା।ଭାଜପା ନିର୍ଦ୍ଦିଷ୍ଟ ବ୍ୟକ୍ତିର ପ୍ରଚାର ପ୍ରସାର କରିବ ନାହିଁ। ଶାଗମାଛ ଦରରେ ପର୍ଯ୍ୟଟନ ସ୍ଥଳୀକୁ ଦଳୀୟ କର୍ମୀଙ୍କୁ ଦେଇଛନ୍ତି। ଏବେ ବି Continue Reading
Odisha News
ଭୁବନେଶ୍ୱର, ୧/୩ : ରାଜ୍ୟ ସରକାର ଆଇପିଏସ୍ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି । ମୋଟ ୨୬ଜଣ ଆଇପିଏସ୍‌ଙ୍କର ବଦଳି ସହିତ ପଦବୀରେ ପରିବର୍ତ୍ତନ କରାଯାଇଛି । ଦୈତନଗରୀ କଟକ ଓ ଭୁବନେଶ୍ୱରର ଡିସିପିଙ୍କୁ ବଦଳି କରିଛନ୍ତି ସରକାର ।ଭୁବନେଶ୍ୱର ଡିସିପି ପିନାକ ମିଶ୍ରଙ୍କ ସ୍ଥାନରେ ଆସିଛନ୍ତି କଟକ ଡିସିପି ଜଗମୋହନ ମୀନା । ସେହିପରି କଟକର ନୂଆ ଡିସିପି ହୋଇଛନ୍ତି ଆଇପିଏସ୍ ଋଷିକେଶ ଦ୍ୟାନଦେଓ । ଏ ନେଇ ରାଜ୍ୟ ଗୃହ ବିଭାଗ […]Continue Reading
Odisha News
ସମ୍ବଲପୁର,୧/୩ : ମାର୍ଚ୍ଚ ୧ରୁ ସମଗ୍ର ରାଜ୍ୟରେ ରାଶନକାର୍ଡ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଠିକ୍ ଭାବେ ସର୍ଭେ କରି ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାଶନ କାର୍ଡ ପ୍ରଦାନ କରାଯିବ ବୋଲି ଖାଦ୍ୟ, ଯୋଗାଣ, ଖାଉଟି କଲ୍ୟାଣ ତଥା ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି।ଶୁକ୍ରବାର ସମ୍ବଲପୁର ସର୍କିଟ୍ ହାଉସ୍‌ରେ ଜିଲାସ୍ତରୀୟ ପ୍ରଶାସନିକ ସମୀକ୍ଷା ବୈଠକ ପରେ ଅପରାହ୍ନରେ ଖବରଦାତାଙ୍କୁ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ସେ Continue Reading
National News
NEW DELHI,MAR 1 : When Ukrainian President Volodymyr Zelenskyy stepped into the White House on Friday, he was hoping to secure a critical mineral agreement and solidify US backing to accelerate the end of Russia’s invasion. Instead, the meeting spiralled into chaos, with US President Donald Trump and Vice President JD Vance delivering a scathing […]Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧/୩ : ବଲାଙ୍ଗିର ଜିଲ୍ଲାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ଏବଂ ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ଜିଲ୍ଲାର ରାଜସ୍ଵ ସମ୍ପର୍କିତ କାର୍ଯ୍ୟର ସମୀକ୍ଷା କରିଛନ୍ତି।ସ୍ଥାନୀୟ ଡିଏଫଓ ସମ୍ମିଳନୀ କକ୍ଷଠାରେ ଏହି ବୈଠକ ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକରେ ବଲାଙ୍ଗିର ସାଂସଦ ସଙ୍ଗୀତା କୁମାରୀ ସିଂ ଦେଓ,ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ଜିଲ୍ଲାପାଳ ଗୌରୱ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧/୩ : ଜ଼ିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର ୩ ଜଣ ଡେପୁଟି କଲେକ୍ଟର ଶାଶ୍ୱତ ପ୍ରଧାନ, ସୂଚରିତା ମୁଗ୍ରୀ ଏବଂ ବବିତା ମିଶ୍ର ଙ୍କୁ ଅନ୍ୟତ୍ର ବଦଳି ହୋଇଥିବାରୁ ଆଜି ସନ୍ଧ୍ୟା ରେ ଆୟୋଜିତ ଏକ ବିଦାୟ କାଳୀନ ସଭା ଜ଼ିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ଙ୍କ ଅଧ୍ୟକ୍ଷତା ରେ ଆୟୋଜନ କରାଯାଇ ଅଧିକାରୀ ମାନଙ୍କୁ ପୁଷ୍ପଗୁଚ୍ଛ, ଉପଢୌକନ ପ୍ରଦାନ କରାଯାଇଛି ।ଏଥିସହ ବିଦାୟୀ ଡେପୁଟି କଲେକ୍ଟର ଅବସ୍ଥାପିତ ହୋଇଥିବା ନୂତନ ଯାଗାରେ […]Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧/୩ : ବଲାଙ୍ଗିର ସଦରମହକୁମା ସ୍ଥିତ କୋଶଳ କଳା ମଣ୍ଡଳ ପଡିଆରେ ଆରମ୍ଭ ହୋଇଛି ସୁଭଦ୍ରା ଶକ୍ତି ମେଳା।ଜିଲ୍ଲାପାଳ ଗୌରୱ ଶୀୱାଜୀ ଇସଲୱାର ଏହି ମେଳାର ଉଦଘାଟନ କରିଥିଲେ।ସାତ ଦିନ ବ୍ୟାପି ହେବାକୁ ଥିବା ଏହି ମେଳାରେ ୧୫୦ ଷ୍ଟଲରେ ରାଜ୍ୟ ସାରା ବିଭିନ୍ନ ପ୍ରକାର ଦ୍ରବ୍ୟ ବିକ୍ରି ହେବ।୨୮ ଫେବୃଆରୀ ଠାରୁ ୬ ମାର୍ଚ୍ଚ ପର୍ଯ୍ୟନ୍ତ କୋଶଳ କଳା ମଣ୍ଡଳ ପଡିଆରେ ସୁଭଦ୍ରା ଶକ୍ତି ମେଳା – ୨୦୨୫ ଆୟୋଜିତ […]Continue Reading