Home Articles posted by odadmin (Page 539)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୮/୨ : ବୌଦ୍ଧରେ ମାସିକ ସଡକ ସୁରକ୍ଷା ସମୀକ୍ଷା ବୈଠକ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଆଞ୍ଚଳିକ ପରିବହନ ଅଧିକାରୀ ଶିଶିର କୁମାର ସାହୁ ଦୁର୍ଘଟଣା ରୋକିବା ପାଇଁ ନିଜ ବିଭାଗ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ ।ବାରମ୍ବାର ସମୀକ୍ଷା ସହିତ ଦୁର୍ଘଟଣା ରୋକିବା ଦିଗରେ ବ୍ୟାପକ ସଚେତନତା ଫଳରେ ଜିଲାରେ ଦୁର୍ଘଟଣା ସଂଖ୍ୟା କମିଥିଲେ ମଧ୍ୟ ଯେପରି Continue Reading
Odisha News Ollywood News
ଭୁବନେଶ୍ୱର, ୨୮/୨ : ଓଡ଼ିଆ ସିନେ ଜଗତର ଦିଗ୍ଗଜ ଅଭିନେତା ଉତ୍ତମ ମହାନ୍ତି ଇହଲୀଳା ସମ୍ବରଣ କରିଛନ୍ତି । ସାରା ରାଜ୍ୟବାସୀଙ୍କ ମଧ୍ୟରେ ଦୁଃଖର ବାତାବରଣ ଖେଳିଯାଇଛି । ସେପଟେ ଉତ୍ତମଙ୍କୁ ଝୁରୁଛି ଓଲିଉଡ୍ ।ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ବହୁ ବରିଷ୍ଠ ନେତୃବୃନ୍ଦ ଶୋକ ପ୍ରକାଶ କରିଛନ୍ତି । ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଉତ୍ତମ ଶେଷ କୃତ୍ୟ ସମ୍ପନ୍ନ ପାଇଁ ସରକାର ଘୋଷଣା କରିଛନ୍ତି ।ମୁଖ୍ୟମନ୍ତ୍ରୀ ତାଙ୍କ ଶୋକ Continue Reading
Business News Top Stories
By Ipsita Das Bhubaneswar, Feb. 27: TP Central Odisha Distribution Limited (TPCODL), a joint venture of Tata Power and Government of Odisha, has commenced celebration of Ethics Week 2025 from 24th February. It shall be concluded on 3rd March, the birth anniversary of Shri Jamsetji Nusserwanji Tata, the founder of Tata Group. The celebration reaffirms […]Continue Reading
Top Stories
By Our Correspondent Bhubaneswar, Feb 27 : The stage is set for India’s largest mining and infrastructure exhibition, as the 3rd Odisha Mining and Infrastructure International Expo gears up to take place from March 6th-9th, 2025, at Baramunda Ground, Bhubaneswar, Odisha. Organized by Futurex Trade Fair and Events Pvt. Ltd., the event is supported by […]Continue Reading
Odisha News
ଭୁବନେଶ୍ୱର,୨୭/୨: ଓଡ଼ିଶା ସୀମାନ୍ତ ଛତିଶଗଡ଼ ସୁକୁମା ଜିଲା ଗୋଲାପଲ୍ଲୀ ମୁଖ୍ୟ ରାସ୍ତାରୁ ଯବାନମାନେ ଗୁରୁବାର ଏକ ୫ କେଜି ଓଜନର IED ବିସ୍ଫୋରକ ଜବତ କରିଛନ୍ତି। ଜବତ ପରେ ବିସ୍ଫୋରକକୁ ଯବାନମାନେ ନିଷ୍କ୍ରିୟ କରି ଦେଇଛନ୍ତି। ନିଷ୍କ୍ରିୟ ବେଳେ ପ୍ରଚଣ୍ଡ ବିସ୍ଫୋଣର ଘଟିଥିଲା।ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ମାଓବାଦୀମାନେ ସୁକୁମା ଜିଲା ଗୋଲାପଲ୍ଲୀ ମୁଖ୍ୟ ରାସ୍ତାରେ IED ଖଞ୍ଜିଥିଲେ। ହେଲେ ଯବାନମାନେ କୋମ୍ବିଂ ଅପରେଶନ ବେଳେ ୫ କେଜି ଓଜନର IED Continue Reading
Odisha News
ବରୀ,୨୭/୨: ଯାଜପୁର ଜିଲା ବରୀ ଶିକ୍ଷା ମଣ୍ଡଳ ଅଧିନସ୍ଥ ସରକାରୀ ପଞ୍ଚାୟତ ହାଇସ୍କୁଲ ରାମପୁରର ଜନୈକ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ପ୍ରସବ କରିଛନ୍ତି। ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସେ ଏକ କନ୍ୟା ସନ୍ତାନ ଜନ୍ମ ଦେବା ଘଟଣା ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଅଟକ ରଖି ବରୀ ପୋଲିସ ପଚରାଉଚରା ଚଳାଇଛି।ସୂଚନା ମୁତାବକ, ଛାତ୍ରୀଜଣଙ୍କ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଉଥିଲେ। ସେ ଦୁଇଟି ବିଷୟରେ ପରୀକ୍ଷା ଦେବା Continue Reading