Home Articles posted by odadmin (Page 54)
Top Stories
By Rupashree Mohanty Bhubaneswar, April 2: The Lok Seva Bhavan in Bhubaneswar Wednesday hosted the National Convention on Autism in observance of World Autism Awareness Day. The event was organized by the Department of Social Security and Empowerment of Persons with Disabilities (SSEPD) in collaboration with the Institute of Health Sciences (IHS), bringing together Continue Reading
Top Stories
By Gopal Samantara Bhubaneswar, April 2: The Biju Patnaik National Steel Institute (BPNSI), under the Ministry of Steel, Government of India, successfully concluded its Swachhata Pakhwada campaign, held from March 16 to March 31, 2025. Aligned with the Swachhata Mission directives of the Ministry of Steel, the institute orchestrated a series of impactful activities focused Continue Reading
Top Stories
By Arabinda Kunar  Bhubaneswar, April 2: In a call for inclusive progress, noted social worker and politician Benudhar Gahir has emphasised the urgent need to integrate marginalized communities, including tribals, Dalits, and other backward groups, into the mainstream. Gahir, who serves as the president of the Nuapara district unit of the Samajwadi Party, has been […]Continue Reading
Odisha News
ମାଲକାନଗିରି,୨/୪: କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଦେଶରେ ମାଓବାଦୀଙ୍କ ସମୁଳ ନାଶ କରିବା ପାଇଁ ନିର୍ଦ୍ଦେଶ ଦେବା ପରେ କେନ୍ଦ୍ରୀୟ ସଶସ୍ତ୍ର ବାହିନୀ ପକ୍ଷରୁ ଅଭିଯାନ ଜୋରଦାର କରାଯାଇଛି। ଫଳରେ ଗତ କିଛିଦିନ ମଧ୍ୟରେ ଅନେକ ମାଓବାଦୀ ନିପାତ ହୋଇଛନ୍ତି। ଏଭଳି ପରିସ୍ଥିତିରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବସ୍ତ୍ର ଗସ୍ତ କରିବାକୁ ଯାଉଛନ୍ତି।ତେବେ ଶାହାଙ୍କ ଗସ୍ତ ପୂର୍ବରୁ ଶାନ୍ତି ଆଲୋଚନାକୁ ସମର୍ଥନ କରିବା ପାଇଁ ଅପିଲ୍ କରିଛନ୍ତି ମାଓବାଦୀ ସଂଗଠନ। Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୨/୪ : ବରିଷ୍ଠ ନାଗରିକ ମଂଚ ଖୋର୍ଦ୍ଧା ପକ୍ଷରୁ ସ୍ଥାନୀୟ ବ୍ୟାଙ୍କ ଛକ ଠାରେ ଉତ୍କଳ ଦିବସ ପାଳନ କରାଯାଇଥିଲା । ଓଡ଼ିଶା ପ୍ରଦେଶ ଗଠନରେ ତ୍ୟାଗ ସ୍ୱୀକାର କରିଥିବା ସମସ୍ତ ବରପୁତ୍ର ମାନଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଥିଲା।କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଦ୍ୱାରା ରଚିତ ଓ ରାଜ୍ୟ ସଙ୍ଗୀତ ରୂପେ ଓଡ଼ିଶା ସରକାରଙ୍କ ଦ୍ୱାରା ଗୃହୀତ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରାଯାଇଥିଲା।ସଂଘର ସଦସ୍ୟମାନେ Continue Reading
Odisha News
ଭୁବନେଶ୍ୱର,୨/୪: ରାଜ୍ୟରେ ମିଳୁଥିବା ପ୍ରତ୍ୟେକ ମୂଲ୍ୟବାନ ସାମଗ୍ରୀଠାରୁ ଆରମ୍ଭ କରି ଭିତ୍ତିଭୂମି ନିର୍ମାଣ କ୍ଷେତ୍ରରେ ବ୍ୟବହୃତ ହେଉଥିବା ଲୁହାଛଡ଼ ମଧ୍ୟ ନକଲି ମିଳୁଛି। ଗତ ପାଞ୍ଚ ବର୍ଷ ମଧ୍ୟରେ ଓଡ଼ିଶାର କୋରାପୁଟ ଏବଂ ମାଲକାନଗିରି ଜିଲାରେ ଲୁହାଛଡ଼ର ଗୁଣବତ୍ତା ଏବଂ ଓଜନ ସମ୍ବନ୍ଧୀୟ ମାନଦଣ୍ଡ ଉଲ୍ଲଂଘନ କରିଥିବାରୁ କର୍ତ୍ତୃପକ୍ଷମାନେ ମୋଟ ୬୨ ଜଣ ବ୍ୟବସାୟୀଙ୍କ ବିରୁଦ୍ଧରେ ମାମଲା ରୁଜୁ କରାଯାଇଛି।ଖାଦ୍ୟ ଯୋଗାଣ ଏବଂ ଗ୍ରାହକ କଲ୍ୟାଣ (FS&CW) Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨/୪ : ଅପରାଧ ଓ ଅପରାଧୀଙ୍କୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ପୁଲିସ ବିଭିନ୍ନ ପ୍ରକାର ପଦକ୍ଷେପ ନେଉଛି। ତଥାପି ଏହାକୁ ତାଳ ଦେଇ ଜିଲ୍ଲାରେ ଅପରାଧ ମଧ୍ୟ ବଢ଼ି ଚାଲିଛି। ବିଶେଷ କରି ନାରୀ ନିର୍ଯ୍ୟାତନା ଓ ନାବାଳିକାଙ୍କୁ ଦୁଷ୍କର୍ମ ମାମଲା ବୃଦ୍ଧି ପାଇବା‌ରେ ଲାଗିଲାଣି।ଏହିପରି ଅପରାଧକୁ ନିୟନ୍ତ୍ରଣକୁ ଆଣିବାରେ ଜିଲ୍ଲା ପୁଲିସ ସମ୍ପୂର୍ଣ୍ଣ ଫେଲ୍ ମାରିଛି। ଗତ ୯ ମାସର ଅପରାଧିକ ଗ୍ରାଫ୍ ଏହା ବୟାନ କରୁଛି। Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨/୪ : (ବୁଧବାର ) ଦିନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, କମିରା ଠାରେ ଜିଲ୍ଲା ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ, ୨୦୨୫ ଅନୁଷ୍ଠିତ ହୋଇ ଯାଇଛି ।ବୌଦ୍ଧ ବ୍ଲକ୍ ମୁଣ୍ଡାପଡା ଗ୍ରାମ ପଞ୍ଚାୟତର କମିରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି କ୍ଷ ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨/୦୪ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ସଭାଗୃହ ପରିସରରେ ଉପଖଣ୍ଡ ସ୍ତରୀୟ ୯୦ତମ ଉତ୍କଳ ଦିବସ ମହା ସମାରୋହ ରେ ପାଳିତ ହୋଇଯାଇଛି।ଉପଖଣ୍ଡ ଉତ୍ସବ ପାଳନ କମିଟି ର ସହ ସମ୍ପାଦକ ତୀର୍ଥବାସୀ ଘଡାଇଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଉପ ଜିଲ୍ଲାପାଳ ଡ଼ଃ. ରୀନା ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଓଡ଼ିଆ ଭାଷା ହିଁ ଆମ ପରିଚୟ। ଉତ୍କଳ ଦିବସ ପକ୍ଷ ସରକାରୀ ଘୋଷଣା ପ୍ରକାରେ […]Continue Reading