ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୩୦/୧୨ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୁଝାରୀ ଆଜି ଗଜପତି ଜିଲ୍ଲା ଗସ୍ତରେ ଆସି ବିଭିନ୍ନ ଗ୍ରାମକୁ ଯାଇ ଗତ ଅଦିନିଆ ଲଗାଣ ବର୍ଷାରେ ଧାନ ଫସଲ ଓ ଧାନ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କରି ଅନୁଧ୍ୟାନ ଓ ଉଚ୍ଚସ୍ତରୀୟ ଆକଳନ କରି ଫେରି ଯାଇଛନ୍ତି ।ଗତ ୩/୪ ଦିନ ପୂର୍ବେ ଅଦିନିଆ ଲଗାଣ ବର୍ଷା ଦେଖା […]Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟଦେଓଗାଁ, ୩୦/୧୨ : ଗତ ତା ୨୬.୧୨.୨୪ ଠାରୁ ତା ୨୮.୧୨.୨୪ ପର୍ଯ୍ୟନ୍ତ ତିନିଦିନ ଧରି ସ୍ଥାନୀୟ ନେତ୍ରଭାନୁ ଉଚ୍ଚ ବିଦ୍ୟାଳୟ,ଜରାସିଂହା ଠାରେ ବ୍ଳକ ସ୍ତରୀୟ ସମସ୍ତ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପାଚିକା ଓ ସହାୟିକାଙ୍କ ନିମନ୍ତେ ଖାଦ୍ୟ ନିରାପତ୍ତା ଓ ସ୍ବଚ୍ଛତା ସମ୍ବନ୍ଧୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।ଏହାକୁ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଶ୍ରୀ ମମତା ମହାଡିକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି।ଏବିଇଓ Continue Reading
ବରଗଡ଼,୨୮/୧୨: ବରଗଡ଼ ବିଶ୍ୱ ପ୍ରସିଦ୍ଧ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ବଢ଼ିଛି। ପୂର୍ବୁରୁ ଏହା ୧୦ ଲକ୍ଷ ଟଙ୍କା ଥିବା ବେଳେ ଏହାକୁ ରାଜ୍ୟ ସରକାର ୧ କୋଟିକୁ ବୃଦ୍ଧି କରିଛନ୍ତି। ଏହାଛଡ଼ା ପ୍ରମୁଖ ୧୭୦ଜଣ କଳାକାରଙ୍କୁ ୧୦ ହଜାର ଟଙ୍କା ଲେଖାଏ ସମ୍ମାନ ରାଶି ପ୍ରଦାନ କରାଯିବ।ଧନୁଯାତ୍ରାକୁ ୟୁନେସ୍କୋ ଐତିହ୍ୟ ମାନ୍ୟତା ପାଇଁ ବିଶେଷଜ୍ଞ କମିଟି ଗଠନ କରାଯାଇଛି। ଏ ସମ୍ପର୍କିତ ସମସ୍ତ୍ୟ ତଥ୍ୟ ଲାଗି ସ୍ବତନ୍ତ୍ର ଓ୍ବେବ୍ସାଇଟ୍ ହେବ। ରାଜ୍ୟବ୍ୟାପି Continue Reading
ମାଲକାନଗିରି, ୨୮/୧୨ : ମାଓବାଦୀଙ୍କ ବିରୋଧରେ କେନ୍ଦ୍ର ସରକାର ଆରମ୍ଭ କରିଥିବା ଅଭିଯାନ ସଫଳ ହେବାରେ ଲାଗିଛି । ଜଣକ ପରେ ଜଣେ ମାଓବାଦୀଙ୍କୁ ଧରିବାରେ ସଫଳ ହେଉଛି ସୁରକ୍ଷାବାହିନୀ ।ଶନିବାର ମାଲକାନଗିରି ଜିଲ୍ଲାରୁ ୩ ଜଣ ମହିଳା ମାଓବାଦୀଙ୍କୁ ଗିରଫ କରାଯାଇଛି । ଗିରଫ ମାଓବାଦୀହେଲେ ସ୍ୱପ୍ନା, ସୁନୀତା ଏବଂ ବବିତା । ଏ ନେଇ ସୂଚନା ଦେଇଛନ୍ତି ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ନୀତି ଶେଖର ।ଡିଆଇଜି ନୀତି ଶେଖରଙ୍କ ସୂଚନା ମୁତାବକ, ମାଲକାନଗିରି ଜିଲ୍ଲା Continue Reading
NEW DELHI,DEC 28 : North India, including the capital Delhi, will see a chilly start to the New Year, with the weather office predicting a significant drop in minimum temperatures across several regions. Heavy rains at the fag end of the year will only intensify the ongoing cold wave conditions in the first week of […]Continue Reading
ପୁରୀ,୨୮/୧୨ : ପୁରୀରେ ନିଗମାନନ୍ଦ ସମ୍ମିଳନୀ ଚାଲିଥିବା ବେଳେ ଆଖି ବୁଜିଛନ୍ତି ଦୁଇ ଜଣ ଭକ୍ତ। ସେମାନଙ୍କ ମଧ୍ୟରୁ ଜଣେ କଟକର ହୋଇଥିବା ବେଳେ ଅନ୍ୟ ଜଣେ ପଶ୍ଚିମବଙ୍ଗର ମେଦିନପୁର ବୋଲି ସୂଚନା ମିଳିଛି।ପ୍ରାଥମିକ ସୂଚନା ଅନୁଯାୟୀ, ସମ୍ମିଳନୀ ଚାଲିଥିବା ବେଳେ ଏହି ଦୁଇ ଭକ୍ତଙ୍କ ସ୍ୱାସ୍ଥ୍ୟ ଖରାପ ହୋଇଥିଲା। ତେଣୁ ସେମାନଙ୍କୁ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେମାନଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଉଭୟ ହୃଦଘାତର Continue Reading
ଭୁବନେଶ୍ୱର, ୨୮/୧୨: ଭୁବନେଶ୍ୱର ଜାଭିୟର ଛକରେ ରବିବାର ସନ୍ଧ୍ୟାରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍ ପଛକୁ ପଛ ପିକଅପ୍ ଭ୍ୟାନ ଏବଂ ଅଟୋକୁ ଧକ୍କା ଦେଇଛି। ଦୁର୍ଘଟଣାରେ ୭ରୁ ଉର୍ଦ୍ଧ୍ୱ ଆହତ ହୋଇଛନ୍ତି। ଅନ୍ୟପକ୍ଷେ ସ୍ଥାନୀୟ ଲୋକେ ଦୁର୍ଘଟଣା ଘଟାଇଥିବା ଡ୍ରାଇଭରଙ୍କୁ ଧରି ନିସ୍ତୁକ ମାଡ଼ ମାରିଛନ୍ତି। ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି।ଅନ୍ୟପକ୍ଷେ ସିରିଜ ଦୁର୍ଘଟଣାକୁ ନେଇ ପୋଲିସ-ଜନସାଧାରଣଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛି। Continue Reading
ଭୁବନେଶ୍ୱର, ୨୮/୧୨: ଓଡ଼ିଶା ପୋଲିସ କ୍ରାଇମବ୍ରାଞ୍ଚକୁ ଏକ ବଡ଼ ସଫଳତା ମିଳିଛି । ୧ କୋଟି ୩୮ ଲକ୍ଷ ଟଙ୍କା ସାଇବର ଠକେଇ ଅଭିଯୋଗରେ ଦୁଇ ଜଣ ମାଆ ପୁଅଙ୍କୁ ବାନ୍ଧିଛି କ୍ରାଇମବ୍ରାଞ୍ଚ ।ସେମାନେ ହେଲେ ମାଆ ନିଲମ ଅଗ୍ରୱାଲ ଓ ପୁଅ ବଂଶ ଅଗ୍ରୱାଲ । ସେମାନଙ୍କୁ ଉତ୍ତର ପ୍ରଦେଶର ଗାଜିଆବାଦ ବିଜୟ ନଗର ଥାନା ଅଞ୍ଚଳରୁ ଗିରଫ କରାଯାଇଛି । ଗତକାଲି ଉଭୟଙ୍କୁ ଟ୍ରାଞ୍ଜିଟ୍ ରିମାଣ୍ଡରେ ଓଡ଼ିଶା ଆଣାଯାଇଥିବା ନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ପ୍ରେସ୍ […]Continue Reading
NEW DELHI, DEC 28 : Political tussle over the memorial for former Prime Minister Dr Manmohan Singh escalated on Saturday as Congress leader Rahul Gandhi hit out at the Prime Minister Narendra Modi led union government saying that it was a “total insult” to Singh that his last rites were performed at the Nigambodh Ghat […]Continue Reading
ଭୁବନେଶ୍ୱର, ୨୮/୧୨: ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ରାଜ୍ୟ ସରକାର କ୍ଷତିପୂରଣ ପ୍ରଦାନ କରିବେ । ଧାନ ସହିତ ଅନ୍ୟାନ୍ୟ ଫସଲ ଯଥା ପାନବରଜ ଚାଷୀ, ପନିପରିବା ଚାଷୀଙ୍କୁ କ୍ଷତିପୂରଣ ମିଳିବ ।ଯେଉଁ ଚାଷୀମାନେ କ୍ଷତିଗ୍ରସ୍ତ ହୋଇଛନ୍ତି ସେମାନଙ୍କୁ ଯଥାଶୀଘ୍ର ଚିହ୍ନଟ କରିବା ସହ ଯେପରି ଜଣେ ବି ଚାଷୀ କ୍ଷତିପୂରଣ ପାଇବାରୁ ବଞ୍ଚିତ ନ ହୁଅନ୍ତି ସେଥିପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଥିପାଇଁ ଆସନ୍ତା ୩୦ ତାରିଖ ସୁଦ୍ଧା Continue Reading




