ଭୁବନେଶ୍ୱର,୧୩/୧: ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆଉ ଏକ ପାଦେ ଆଗେଇଛି ଓଡ଼ିଶା। ଓଡ଼ିଶାରେ ଖୁବଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା। ଏଥିପାଇଁ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ ହୋଇଛି। ଦିଲ୍ଲୀର ବିଜ୍ଞାନ ଭବନରେ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଯୋଜନାକୁ ଲାଗୁ କରିବା ପାଇଁ ଚୁକ୍ତି ସ୍ୱାକ୍ଷରିତ ହୋଇଛି।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା, ରାଜ୍ୟ Continue Reading
SUKMA, JAN 13 : A 10-year-old girl was injured when a pressure improvised explosive device (IED) planted by Naxalites went off in Chhattisgarh’s Sukma district, police said on Monday. The incident took place on Sunday evening on the outskirts of Timmapuram village under Chintalnar police station area, a senior police official said. As per preliminary […]Continue Reading
ଭୁବନେଶ୍ୱର,୧୩/୧: ରାଜଧାନୀରେ ପୁଣି ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଜବତ ହୋଇଛି। ଛାତ୍ରୀ ଜଣଙ୍କ କେନ୍ଦ୍ରାପଡ଼ାର ହୋଇଥିବାବେଳେ +୨ ଦ୍ବିତୀୟ ବର୍ଷରେ ପଢ଼ୁଥିଲେ। ତେବେ ବର୍ତ୍ତମାନ ସୁଦ୍ଧା ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ କ୍ୟାପିଟାଲ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ ଚଳାଇଛି।Continue Reading
ବାରିପଦା,୧୩/୧: ଶିମିଳିପାଳ ଅଭୟାରଣ୍ୟ ସୁରକ୍ଷାରେ ନିୟୋଜିତ ଥିବା ପୋଷା ହାତୀ ମହିନ୍ଦ୍ରାର ମୃତ୍ୟୁ ଘଟିଛି। ରବିବାର ରାତି ସାଢ଼େ ୯ଟାରେ ମୃତ୍ୟୁ ହୋଇଥିବା ନେଇ ଜଣାପଡ଼ିବା ପରେ ବନକର୍ମଚାରୀ ଓ ପ୍ରାଣୀପ୍ରେମୀଙ୍କ ମଧ୍ୟରେ ଗଭୀର ଆଘାତ ଲାଗିଛି। ସାଢ଼େ ୧୧ ଫୁଟ ଉଚ୍ଚ ମହିନ୍ଦ୍ରାର ବୟସ ୬୫ ବର୍ଷ ହେବ ବୋଲି ଜଣାପଡ଼ିଛି।ଶିମିଳିପାଳ ଅଭୟାରଣ୍ୟର ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ମହିନ୍ଦ୍ରା ହାତୀ ପିଠିରେ ବସି କର୍ମଚାରୀମାନେ ପାଟ୍ରୋଲିଂ କରୁଥିଲେ। ଶିକାରୀ ଓ Continue Reading
MAHAKUMBH NAGAR, JAN 13 : The Maha Kumbh Mela commenced at Sangam — the confluence of Ganga, Yamuna and the mythical Saraswati rivers — on Monday with more than 40 lakh people from different walks of life taking the first holy dip. Uttar Pradesh Chief Minister Yogi Adityanath has said that the Maha Kumbh to […]Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୧୨ା୧: ରାଜ୍ୟର ପୂର୍ବତନ ରାଜ୍ୟପାଳ ରଘୁବର ଦାସ ଝାରଖଣ୍ଡ ଫେରି ଯାଇଛନ୍ତି । ଏହା ପରେ ସେ ପୁଣି ଥରେ ବିଜେପିରେ ଯୋଗ ଦେଇଛନ୍ତି । କାର୍ଯ୍ୟକାଳ ପୂର୍ବରୁ ସେ ରାଜ୍ୟପାଳ ପଦରୁ ହଟିଥିଲେ ମଧ୍ୟ ରାଜ୍ୟରେ ତାଙ୍କ ଚର୍ଚ୍ଚା ଏବେ କମିନି ।ସେ କହିଛନ୍ତି ରାଜ୍ୟପାଳ ଲାଟ ସାହେବ ନୁହଁନ୍ତି । ଏହାକୁ ନେଇ ରାଜନୈତିକ ସ୍ତରରେ ବିଭିନ୍ନ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ବିଜେପି ରଘୁବର ଜଣେ ଲୋକପ୍ରିୟ ରାଜ୍ୟପାଳ […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୨/୧ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ନିକଟସ୍ଥ ଉତ୍କଳ ବାଳାଶ୍ରମ ପରିସରରେ ଆଇଏସଆରଡି: ଅନ୍ତର୍ଗତ “ସଖୀ ୱାନ ଷ୍ଟପ ସେଣ୍ଟର” , ଗଜପତି ତରଫରୁ “ସ୍ୱାମୀ ବିବେକାନନ୍ଦ ଙ୍କ ଜନ୍ମଦିନ ଅବସରରେ ରାଷ୍ଟ୍ରୀୟ ଯୁବ ଦିବସ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି ।ଉକ୍ତ କାର୍ଯ୍ୟ କ୍ରମରେ ଆଇଏସଆରଡି: ସଖୀ ୱାନ ଷ୍ଟପ ସେଣ୍ଟର ର କେନ୍ଦ୍ର ପ୍ରଶାସିକା ଶ୍ରୀମତୀ ସୁନିତା ରଥଙ୍କ ଅଧ୍ୟକ୍ଷତାରେ Continue Reading
ବରଗଡ଼,୧୨/୧ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା-୨୦୨୫ ଦେଖିଛନ୍ତି। ଏଥି ସହିତ ସେ ଗତବର୍ଷ ଡିସେମ୍ବର ୮ ତାରିଖରେ ବରଗଡ଼ ଜିଲ୍ଲା ସୋହେଲା ଠାରେ ଇନ୍ପୁଟ ସହାୟତା ରାଶି ବଣ୍ଟନର ଶୁଭାରମ୍ଭ ଅବସରରେ ଜନସାଧାରଣଙ୍କୁ ଦେଇଥିବା ପ୍ରତିଶ୍ରୁତି ରକ୍ଷା କରିଛନ୍ତି।ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଧନୁଯାତ୍ରା ପାଇଁ ମଥୁରାନଗରୀ (ବରଗଡ଼)ର ମୁଖ୍ୟ ରାସ୍ତାରେ ହାତୀ ଉପରେ ବସି ମୁଖ୍ୟ ମଞ୍ଚକୁ ଯିବା ସମୟରେ ଜନସାଧାରଣଙ୍କୁ ଅଭିବାଦନ Continue Reading
କେନ୍ଦ୍ରାପଡା,୧୨/୧: ରାଜନଗର ଗହୀରମଥା ଗଭୀର ସମୁଦ୍ରରେ ବନ ବିଭାଗ ପାଟ୍ରୋଲିଂ ଟିମ୍ ଉପରେ ମାଛ ମାଫିଆଙ୍କ ଆକ୍ରମଣ। ବେଆଇନ ଭାବେ ମାଛ ମାରୁଥିବା ତାରିଣୀ ୩ ଟ୍ରଲର ସହିତ ୯ ମତ୍ସ୍ୟଜୀବୀଙ୍କୁ ବନବିଭାଗ କାବୁ କରି ଆଣୁଥିବା ସମୟରେ ୬ ଟି ଟ୍ରଲର ସଂଘବଦ୍ଧ ଭାବେ ଆକ୍ରମଣ କରିବା ସହ ଗୁଳି ଫୁଟାଇ ୮ ମତ୍ସ୍ୟଜୀବୀଙ୍କୁ ଜୋର୍ ଜବରଦସ୍ତ ବନ କର୍ମଚାରୀଙ୍କଠାରୁ ଛଡାଇ ନେଇଛନ୍ତି ମାଛ ମାଫିଆ।ବନ କର୍ମଚାରୀ ଗହୀରମଥା ବାବୁବାଲି ଠାରେ ବେଆଇନଭାବେ ଟ୍ରଲର ମାଛ […]Continue Reading
NEW DELHI, JAN 12 : Actor and BJP MP Kangana Ranaut hosted a special screening of her upcoming film Emergency for Union Minister Nitin Gadkari. Gadkari watched the political drama, featuring Ranaut as former Prime Minister Indira Gandhi, in Nagpur on Saturday. Directed, produced and written by Ranaut, Emergency also stars Anupam Kher. The film, […]Continue Reading




