Home Articles posted by odadmin (Page 59)
Odisha News
ଭୁବନେଶ୍ୱର,୨୧/୧୨ : ଧଉଳିରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣା ମନରୁ ଲିଭି ନ ଥିବାବେଳେ ପୁଣି ଶହୀଦନଗର ଥାନା ଅଞ୍ଚଳରେ ଆଉ ଜଣେ ୧୭ ବର୍ଷର ନାବାଳିକା ଗଣବଳାତ୍କାରର ଶିକାର ହୋଇଛନ୍ତି। ନାବାଳିକାଙ୍କୁ ଡାଟା ଏଣ୍ଟ୍ରି ଚାକିରି କରାଇଦେବାକୁ କହି ୨ଯୁବକ ୟୁନିଟ-୯ରେ ଥିବା ଭଡ଼ାଘରକୁ ଡାକିଥିଲେ। ସେଠାରେ ନାବାଳିକାଙ୍କୁ ତାଙ୍କ ପୁରୁଷ ବନ୍ଧୁ ଛାଡ଼ିବା ପରେ ତାଙ୍କ ମୋବାଇଲ୍ ନେଇ ପଳାଇଥିଲେ।ସେଠାରେ ଦୁଇଜଣ ଅଭିଯୁକ୍ତ ନାବାଳିକାଙ୍କୁ ଗଣବଳାତ୍କାର କରିଥିବା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୧/୧୨ : ଗଜପତି ଜିଲ୍ଲା ନୂଆଗଡ ବ୍ଲକ୍ ଅନ୍ତର୍ଗତ ଖଜୁରିପଦା ସ୍ଥିତ କଲ୍ୟାଣ ମଣ୍ଡପ ଠାରେ “ବେଟି ବଚାଓ ବେଟି ପଢ଼ାଓ” କାର୍ଯ୍ୟକ୍ରମ ଅନ୍ତର୍ଗତ ” ଅନଲାଇନ୍ ସୁରକ୍ଷା ଏବଂ ସାଇବର-ବୁଲିଂ” ଉପରେ ଏକ ବ୍ଲକ ସ୍ତରୀୟ କର୍ମଶାଳା ସଫଳତାର ସହିତ ଅନୁଷ୍ଠିତ ହୋଇଯାଇଛି ।ଏହି କର୍ମଶାଳା କାର୍ଯ୍ୟକ୍ରମରେ ଶ୍ରୀ ରାଜେଶ କୁମାର ମିଶ୍ର , ଶିକ୍ଷାପ୍ରାପ୍ତ ସରକାରୀ ଓକିଲ , ଜିଲ୍ଲା କୋର୍ଟ, ଗଜପତି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ,୨୦/୧୨: କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖ ପାଖ ଅଞ୍ଚଳ ରେ ବଡଦିନ ଉତ୍ସବ ପାଳନ ନିମନ୍ତେ ସ୍ଥାନୀୟ ପୋଲିସ ପ୍ରଶାସନ ପକ୍ଷରୁ ଫ୍ଲାଗ ମାର୍ଚ୍ଚ କରାଯାଇଛି। ବାଲିଗୁଡା ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶୁଭମ୍ ଭୋସଲେ, ଆଇଆଇସି ସମ୍ବିତ ସ୍ୱାଇଁ ଙ୍କ ସମେତ ସଦଳବଳ ପୋଲିସ ବାଟାଲିୟନ ସମଗ୍ର ବାଲିଗୁଡା ସହର ଓ ବାରଖମା ପରିଭ୍ରମଣ କରି ଚଳିତ ବର୍ଷ ବଡଦିନ କିପରି ଶାନ୍ତି ଶୃଙ୍ଖଳା ର ସହିତ ପାଳନ […]Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୨୦/୧୨: ଦେଓଗାଁ ଦେଇ ବଲାଙ୍ଗିର ସହରକୁ ପ୍ରବେଶ କରୁଥିବା ଏକ ବିରାଟ କଣ୍ଟେନର ଏନ ଏଚ ରାସ୍ତା ଅବରୋଧ କରି ରାସ୍ତା ପାର୍ଶ୍ବ ବୃକ୍ଷ ଗୁଡ଼ିକର ମୋଟା ଡାଳ ଗୁଡ଼ିକ କାଟି ଆସୁଅଛି।କଣ୍ଟେନର ମାଲିକ ଏହି ବିଶାଳକାୟ ମେସିନ କୁ ରାଜରାସ୍ତାରେ ନେବା ପାଇଁ ଅନେକ ଗୁଣ୍ଡା ଏବଂ ଦଲାଲ ଶ୍ରେଣୀୟ ଲୋକଙ୍କୁ ରଖି ଦାଦାଗିରି ରେ ପାର୍ କରୁଥିବା ଚର୍ଚ୍ଚା ଜୋର ଧରିଛି।ଗଛ ଗୁଡ଼ିକର ବଡ଼ ବଡ଼ ଡାଳ କାଟି […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୦/୧୨ : ନିରନ୍ତର ବିକାଶ ପଥରେ ଗଜପତି ଜିଲ୍ଲାର ଦୀର୍ଘସ୍ଥାୟୀ ବିକାଶ ପାଇଁ ୨୦୩୦ ସୁଦ୍ଧା ଜାତିସଂଘ ଦ୍ଵାରା ନିର୍ଦ୍ଧାରିତ ୧୭ ଟି ଲକ୍ଷ୍ୟକୁ ଦୀର୍ଘସ୍ଥାୟୀ ବିକାଶ ଲକ୍ଷ ବା ଏସ:ଡି:ଜି: କିପରି ହାସଲ କରିହେବ , ସେ ନିମନ୍ତେ ରାଜ୍ୟ ସରକାର ଯୋଜନା ରଖିଛନ୍ତି।ଏହି ଲକ୍ଷ୍ୟ କିପରି ଜିଲ୍ଲା ସ୍ତରରୁ ହାସଲ କରାଯାଇ ପାରିବ ସେଥି ନିମନ୍ତେ ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ ବିଭାଗ ତରଫରୁ ଜିଲ୍ଲାସ୍ତରୀୟ \”ନିରନ୍ତର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୦/୧୨ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼, ତୁମୁଡିବନ୍ଧ ଓ ବେଲଘର ବନାଞ୍ଚଳରେ ହାତୀ ଆତଙ୍କ ।ଏକ ସପ୍ତାହରରୁ ଉର୍ଦ୍ଧ୍ବ ହେବ କୋଟଗଡ଼ ବନାଞ୍ଚଳରେ ୮ଟିକିଆ ହାତୀପଲ ଉତ୍ପାତ ମଚେଇଥିବା ବେଳେ ବେଲଘର ଓ ତୁମୁଡ଼ିବନ୍ଧ ବନାଞ୍ଚଳର, ବେଲଘର, ଝିରିପାଣି, ଭଣ୍ଡରଙ୍ଗି, ଲଙ୍କାଗଡ଼ ଅଞ୍ଚଳରେ ମଧ୍ୟ ୨୦ ରୁ ଉର୍ଦ୍ଧ୍ୱ ହାତୀ ଚଳପ୍ରଚଳ କରିବା ସହ ଅନେକ ଲୋକଙ୍କ ବିରି,ମୁଗ,କପା ଫସଲ ନଷ୍ଟ କରିଥିବା Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୦/୧୨ : ପ୍ରାଣନାଥ ସ୍ୱୟଂଶାସିତ ମହାବିଦ୍ୟାଳୟର ମୈତ୍ରୀ ଭବନରେ ଦର୍ଶନ ବିଭାଗ ଆନୁକୂଲ୍ୟରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା । ଏହି ସଭାରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଡକ୍ଟର ବିନ୍ଦୁଶ୍ରୀ ମିଶ୍ର ଅଧ୍ୟକ୍ଷତା କରି ଉପସ୍ଥିତ ସମସ୍ତଙ୍କୁ ସ୍ବାଗତ ଜଣାଇ ବିଷୟବସ୍ତୁ ଉପରେ ତାଙ୍କର ମତାମତ ରଖିଥିଲେ ।ବିଭାଗୀୟ ମୁଖ୍ୟ ପ୍ରାଧ୍ୟାପିକା ଡ଼. ନନ୍ଦିତା ଛୋଟରାୟ ଆଲୋଚନା ଚକ୍ରର ବିଷୟବସ୍ତୁ ଉପରେ ତାଙ୍କର Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୦/୧୨ : ଜିଲ୍ଲା ଷ୍ଟାଡିୟମ ଠାରେ ଦୁଇଦିନ ଧରି ଚାଲିଥିବା ବୌଦ୍ଧ ଜିଲ୍ଲା କ୍ରୀଡା ସଂଘର ବାର୍ଷିକ କ୍ରୀଡା ଆଜି ଉଦ୍‌ଯାପିତ ହୋଇଯାଇଛି ।ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳର ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, ଆରକ୍ଷୀ ଅଧୀକ୍ଷକ ରାହୁଲ ଗୋଏଲ, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ବୌଦ୍ଧ ଜିଲ୍ଲା କ୍ରୀଡା ସଂଘ ସାଧାରଣ ସମ୍ପାଦକ ଯୁଗଳ କିଶୋର ସାମଲ, ବରିଷ୍ଠ କ୍ରୀଡ଼ାବିତ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୦/୧୨ : ଜିଲ୍ଲା ସ୍ତରୀୟ ସୁଶାସନ ସପ୍ତାହ “ପ୍ରଶାସନ ଗାଁ କି ଓର” ସମ୍ପର୍କିତ ଏକ କର୍ମଶାଳା କାର୍ଯ୍ୟକ୍ରମ ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲାପାଳଙ୍କ ଓସ୍ଵାନ ହଲ କକ୍ଷ ଠାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନୀ ମାଝୀଙ୍କ ଅଧ୍ୟକ୍ଷତାରେ ଶୁଭାରମ୍ଭ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ଶିକ୍ଷା , ସ୍ୱାସ୍ଥ୍ୟ ଓ ଯୋଗାଯୋଗ ସମେତ ସାଧାରଣ ଜନତାଙ୍କ ଆପତ୍ତି ଅଭିଯୋଗ ଶୁଣାଣି କରି ସମସ୍ତ Continue Reading
Top Stories
By Sudhansu Singh Rayagada/Odisha, Dec 20 : Despite clear No Parking signboards along the National Highway passing through the district  headquarter and key stretches within Rayagada town, illegal parking continues unabated. The result is a daily traffic nightmare and an escalating public safety threat. Citizens squarely blame the Municipal authorities and also question Continue Reading