Home Articles posted by odadmin (Page 590)
Business News Top Stories
 By Subrat Sarangi Bhubaneswar,Jan.7: Tata Power, one of India’s largest integrated power companies, is revolutionizing power distribution in Odisha. Through its joint ventures with the Government of Odisha, Tata Power operates four Discoms—TP Central Odisha Distribution, TP Western Odisha Distribution, TP Southern Odisha Distribution, and TP Northern Odisha Distribution Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୂଆଗାଁ,୭/୧/: ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ ବାହାଡ଼ାଝୋଲା ପଞ୍ଚାୟତ ର ବାହାଡ଼ାଝୋଲା ଉଚ୍ଚ ବିଦ୍ୟାଳୟ ଏବଂ ବାଳିକା ଉଚ୍ଚ ବିଦ୍ୟାଳୟ ର ୧୯୮୮ ମସିହା ମେଟ୍ରିକ ବ୍ୟାଚ ଛାତ୍ର ଛାତ୍ରୀ ଙ୍କ ଏକ ନିଆରା ପ୍ରୟାସ ଗୁରୁ ପୂଜନ ବା ଗୁରୁ ବନ୍ଦନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବାହାଡ଼ାଝୋଲା ଉଚ୍ଚ ବାଳିକା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଏହି ଗୁରୁ ପୂଜନ କାର୍ଯ୍ୟକ୍ରମ ରେ ଯୋଗଦେଇଥିବା ଶିକ୍ଷକ ଶିକ୍ଷୟତ୍ରୀ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୭/୧: ବୌଦ୍ଧ କଚେରୀ ପଡିଆ ଠାରେ ଆଜି ସନ୍ଧ୍ୟାରେ ବୌଦ୍ଧ ମହୋତ୍ସବ, ପଲ୍ଲିଶ୍ରୀମେଳା ର ପଞ୍ଚମ ଦିନର ସନ୍ଧ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପଞ୍ଚମ ଦିବସ ର ସନ୍ଧ୍ୟା କାର୍ଯ୍ୟକ୍ରମ ର ମୁଖ୍ୟ ଅତିଥି ଭାବେ ମାନ୍ୟବର ମନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ଓଡ଼ିଶା ସରକାର ଶ୍ରୀଯୁକ୍ତ ରବି ନାରାୟଣ ନାୟକ ଏବଂ ମାନ୍ୟବର ମନ୍ତ୍ରୀ ବାଣିଜ୍ୟ ଓ ପରିବହନ ଏବଂ ଖଣି ଓ ଇସ୍ପାତ ବିଭାଗ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୭/୧: ଇଣ୍ଡୋ-ତିଦ୍ଧତୀୟ ସୀମା ସୁରକ୍ଷା ବଳ (ଆଇଟିବିପି)ର ୬୩ ତମ ପ୍ରତିଷ୍ଠା ଦିବସ ଖୋର୍ଦ୍ଧା ତରତୁଆ ସ୍ଥିତ ୪୧ ଟି ବାଟାଲିୟନ କ୍ୟାମ୍ପସରେ ମହାଆଡମ୍ବରରେ ପାଳିତ ହୋଇଯାଇଛି।ଏହି ଅବସରରେ ମାନ୍ୟବର କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ରାୟ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ।କ୍ୟାମ୍ପସରେ ଶହୀଦ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ ସହ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ। Continue Reading
Top Stories
By Subrat Sarangi Bhubaneswar, Jan.7 : Seven athletes from the Odisha AM/NS India Kho Kho High-Performance Centre (HPC) represented Odisha and Maharashtra teamsat the prestigious School Games Federation of India (SGFI) Under-17 National Championship held recently in Ayodhya, Uttar Pradesh. The Odisha Girls team have made the state proud by securing a bronze medal in […]Continue Reading
Odisha News
ଭୁବନେଶ୍ୱର,୭/୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଭୁବନେଶ୍ୱରର ଗାଡ଼କଣରେ ଥିବା ‘ମୋ ବସ୍’ ଡିପୋରେ ବହୁ ପ୍ରତୀକ୍ଷିତ ଡବଲ୍ ଡେକର ବସ୍ ଏବଂ ହପ୍-ଅନ୍ ହପ୍-ଅଫ୍ ବସ୍ ଶୁଭାରମ୍ଭ କରିଛନ୍ତି।ପାଞ୍ଚଟି ଡବଲ୍ ଡେକର୍ ବସ୍ ଏବଂ ୧୦ ଟି ହପ୍-ଅନ୍ ହପ୍-ଅଫ୍ ବସ୍ ଏକା ସଂଗେ ଆରମ୍ଭ ହୋଇଛି। ସେହିପରି ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (SJTA) ଇ-ବସ୍ ସେବା ମଧ୍ୟ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ପୁରୀରେ SJTAଦ୍ୱାରା ସମୁଦାୟ ୨୫ ଟି ଇ-ବସ୍ ବ୍ୟବହାର […]Continue Reading
Bollywood National News
MUMBAI,JAN 7 : Actor Salman Khan has increased the security at his Mumbai residence, Galaxy Apartments. His house has been fortified with bulletproof glass and electric fencing. Pictures of the upgraded security were shared on social media. The 59-year-old actor’s security was enhanced following the murder of his close friend and former Maharashtra minister Baba […]Continue Reading
Odisha News
ଭୁବନେଶ୍ୱର,୭/୧: ଲୋକସେବା ଭବନରେ ମଙ୍ଗଳବାର ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଚାଲିଛ । ଏହି ବୈଠକରେ ସ୍ବାସ୍ଥ୍ୟ ସଚିବ ଏବଂ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ସାମିଲ ହୋଇଛନ୍ତି।HMPV   କୁ ନେଇ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଭୟଭୀତ ନ ହେବା ପାଇଁ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି। ତେବେ ବର୍ତ୍ତମାନ HMPV   ଓ ପ୍ରବାସୀ ଭାରତୀୟ ସମ୍ମିଳନୀକୁ ନେଇ ଚିନ୍ତା ବଢ଼ିଛି। ଏନେଇ Continue Reading