Home Articles posted by odadmin (Page 591)
Odisha News
ଭୁବନେଶ୍ୱର,୭/୧: ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସୋମବାର ସନ୍ଧ୍ୟାରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ।ସେଠାରୁ ସେ ସିଧାସଳଖ କୋଣାର୍କ ଯାଇଥିଲେ। କୋଣାର୍କ ଇକୋରିଟ୍ରିଟରେ ସେ ରାତ୍ରିଯାପନ କରିଥିଲେ। ମଙ୍ଗଳବାର ସକାଳେ ସେ କୋଣାର୍କ ପରିସର ବ୍ୟାଖାନ କେନ୍ଦ୍ର ବୁଲି ଦେଖୁଛନ୍ତି।ଏପରିକି କୋଣାର୍କ ସୂର୍ଯ୍ୟ ମନ୍ଦିର ସହ ପୁରୀ ଜଗନ୍ନାଥ ମନ୍ଦିର ଦର୍ଶନ କରିବାର Continue Reading
Odisha News
ଭୁବନେଶ୍ୱର,୭/୧ : ହାଇପ୍ରୋଫାଇଲ୍ ଠକ ହଂସିତା ଅଭିଲିପ୍ସାଙ୍କ ଘରେ ଆଜି ଆୟକର ବିଭାଗ ଟିମ୍ ଚଢ଼ଉ କରିଛି । ହଂସିତାଙ୍କର ୧୨ଟି ଠିକଣାରେ ଖୋଲତାଡ଼ କରୁଛି ଆଇଟି ଟିମ୍ ।ଭୁବନେଶ୍ୱର, ଦିଲ୍ଲୀ, ଝାଡ଼ଖଣ୍ଡର ୧୨ଟି ସ୍ଥାନରେ ଏକକାଳୀନ ଚଢ଼ଉ ଆରମ୍ଭ ହୋଇଛି । କୋଟି କୋଟି ଟଙ୍କାର ନେଣ ଦେଣ ନେଇ ଏହି ଚଢ଼ଉ କରାଯାଉଥିବା ନେଇ ଜଣାପଡ଼ିଛି ।କନ୍ଧମାଳ ଜିଲ୍ଲାର ନର୍ଲାର ହଂସିତା ଅଭିଲିପ୍ସା ଏବଂ ତାଙ୍କ ସହଯୋଗୀ ଅନୀଲ ମହାନ୍ତି ନିଜକୁ ସ୍ୱାମୀ-ସ୍ତ୍ରୀର ପରିଚୟ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୭/୧ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକର ନୂତନ ଥାନା ଅଧିକାରୀ ଭାବେ ଅଶୋକ କୁମାର ହାଂସଦା କାର୍ଯ୍ୟରେ ଯୋଗ ଦେଇ ନିଜ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ଦାରିଙ୍ଗବାଡି ଥାନାରେ କାର୍ଯ୍ୟ କରି ବେଶ ସୁନାମ ଅର୍ଜନ କରିଥିଲେ।ଏଠାରେ ସେ ଯୋଗ ଦେବା ପରେ ସମଗ୍ର ବ୍ଲକ ଅଞ୍ଚଳରେ ଶାନ୍ତି ଶୃଙ୍ଖଳା ରକ୍ଷା ଦିଗରେ ଗୁରୁତ୍ବ ଦେବେ ବୋଲି କହିଛନ୍ତି।ନୂତନ ଥାନା ଅଧିକାରୀ ଯୋଗ Continue Reading
National News
KATHMANDU,JAN 7 : Atleast 32 were killed and 38 injured as a strong earthquake struck Tibet region on Tuesday morning. According to Chinese media, the earthquake led to the collapse of many buildings in Tibet with tremours felt in neighbouring Nepal’s capital Kathmandu and northern parts of India. According to the China Earthquake Networks Center […]Continue Reading
Business News Top Stories
By Subrat Sarangi Berhampur, Jan.6: Bringing in the new year with excitement and unity, TP Southern Odisha Distribution Limited (TPSODL) celebrated its 4th Raising Day with the annual employee get-together, Ullas 2025, across Southern Odisha. Employees and their families came together at their respective locations to celebrate the occasion with enthusiasm. The event was Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୬।୧ : ବିଦ୍ୟୁତ ଚୋରିକୁ ତୃଣମୂଳ ସ୍ତରରୁ ରୋକିବା ପାଇଁ ବିଶେଷ ଗୁରୁତ୍ଵ ଦେଉଛି ଟିପିଏନଓଡିଏଲ। ଉପଭୋକ୍ତାମାନଙ୍କୁ ନିରବଛିନ୍ନ ଓ ଗୁଣାତ୍ମକ ବିଦ୍ୟୁତ ସେବା ପ୍ରଦାନ ଦିଗରେ କମ୍ପାନୀ ବିଶେଷ ଧ୍ୟାନ ଦେଉଛି।ଏହି କ୍ରମରେ ପ୍ରାୟ ୩୬୨ ମେଗାୱାଟ ବିଜୁଳି ଚୋରିକୁ ରୋକିବାରେ ଟିପିଏନଓଡିଏଲ ସଫଳ ହୋଇଛି ଓ ୧ ଲକ୍ଷ ୨୯ ହଜାର ମାମଲା ଦାୟର କରିଛି। ମିଳିଥିବା ସୂଚନା ମୁତାବକ ୨୦୨୧-୨୨ ଆର୍ଥିକ ବର୍ଷରେ ୩୭ହଜାର ୯୩୮ଟି ମାମଲା Continue Reading
Odisha News
ଭୁବନେଶ୍ୱର, ୬/୧ : ହ୍ୟୁମାନ ମେଟାନିମୋ ଭାଇରସ ସଂଗଠନ ଏପର୍ଯ୍ୟନ୍ତ ପୁଷ୍ଟି କରିନାହିଁ । ଭାରତ ସରକାର ମଧ୍ୟ ଏନେଇ କୌଣସି ଆଡଭାଇଜରି ଜାରି କରିନାହାନ୍ତି । ତେବେ ଯେକୌଣସି ସ୍ଵାସ୍ଥ୍ୟ ବିପର୍ଯ୍ୟୟ ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି । କୋଭିଡ ଆମକୁ ବହୁତ୍ ଜିନିଷ ଶିଖାଇ ଦେଇଛି ।ଆମର ସ୍ଵାସ୍ଥ୍ୟ ବ୍ୟବସ୍ଥା ପୂର୍ବ ତୁଳନାରେ ଅଧିକ ସୁଦୃଢ଼ ହୋଇଛି । ତେବେ ଏହି ଭୂତାଣୁ ପୂର୍ବରୁ ଥିଲା ଓ ରହିଛି ଏବଂ ଏହାକୁ […]Continue Reading
Odisha News
ରାୟଗଡ଼ା, ୬/୧ : ବହୁ ପ୍ରତୀକ୍ଷିତ ରାୟଗଡ଼ା ରେଳ ଡିଭିଜନ ଭବନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ଏହି ରେଳ ମଣ୍ଡଳ ଭବନର ଶିଳାନ୍ୟାସ କରିଛନ୍ତି।ଏଥିସହ ନୂଆ ଜାମ୍ମୁ ରେଲୱେ ଡିଭିଜନ ଓ ତେଲେଙ୍ଗାନାର ଚାର୍ଲପାଲି ଟର୍ମିନାଲ ଷ୍ଟେସନ ଭଳି ଏକାଧିକ ରେଲୱେ ପ୍ରୋଜେକ୍ଟର ଉଦଘାଟନ କରିଛନ୍ତି ମୋଦି।ଏହି ଅବସରରେ ମୋଦି କହିଛନ୍ତି ଯେ ପ୍ରଭୁ ଜଗନ୍ନାଥଙ୍କ କୃପାରୁ ଓଡ଼ିଶାରେ ପ୍ରାକୃତିକ Continue Reading
Odisha News
ଚିଲିକା, ୬/୧: ଚିଲିକାକୁ ଆସୁଥିବା ବିଦେଶାଗତ ପକ୍ଷୀଙ୍କ ପାଇଁ ତିଆରି ହେବ ପକ୍ଷୀ ସଂଗ୍ରହାଳୟ ବା ବାର୍ଡ ମ୍ୟୁଜିୟମ୍ । ଆଜି ଏ ନେଇ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସୋମବାର ପଞ୍ଚମ ଜାତୀୟ ଚିଲିକା ବିହଙ୍ଗ ଉତ୍ସବକୁ ଉଦଘାଟନ କରି ଏହି ଘୋଷଣା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ।ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି, ଚିଲିକା, ବରକୂଳ କିମ୍ବା ନଳବଣ କେଉଁ ସ୍ଥାନରେ ବାର୍ଡ଼ ମ୍ୟୁଜିୟମ ହେବ ସେ ନେଇ ବିଭାଗ ବିଚାର କରୁଛି […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୬/୧ : ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସୋମବାର ଚୁଡାନ୍ତ ଭୋଟର ତାଲିକା-୨୦୨୫ ପ୍ରକାଶିତ ହୋଇଛି ।ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ୮୫-କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ଭୋଟର ପଞ୍ଜୀକରଣ ଅଧିକାରୀ ତଥା ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ ଓ ୮୬-ବୌଦ୍ଧ ନିର୍ବାଚନ ମଣ୍ଡଳୀର ଭୋଟର ପଞ୍ଜୀକରଣ ଅଧିକାରୀ ତଥା ଉପ-ଜିଲ୍ଲାପାଳ ପ୍ରଭାସ ଚନ୍ଦ୍ର ଦଣ୍ଡସନା ଏହି Continue Reading