Home Articles posted by odadmin (Page 592)
Odisha News
ଭୁବନେଶ୍ୱର,୬/୧: ଦରଦାମ ବୃଦ୍ଧି ପ୍ରତିବାଦରେ ରାଜରାସ୍ତକୁ ଓହ୍ଲାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଲୋୟର ପିଏମଜିରୁ ଓଡ଼ିଶା ସରକାରଙ୍କୁ ବର୍ଷିଛନ୍ତି ନବୀନ। ନବୀନ ଦଳବଳ ସହ ଏକାଠି ହୋଇ ରାଜରାସ୍ତାରେ ଗର୍ଜନ କରିଛନ୍ତି।ଆନ୍ଦୋଳନରେ ଭାଗ ନେଇ ଗଣବିକ୍ଷୋଭକାରୀଙ୍କ ମନରେ ରଣହୁଙ୍କାର ଭରିଛନ୍ତି ନବୀନ । ଭାଜପା ଦେଇଥିବା ମିଛ ପ୍ରତିଶ୍ରୁତି ଓ ବିଫଳ ଅର୍ଥନୈତିକ ପରିଚାଳନା ଏବଂ ଅହେତୁକ ଦରବୃଦ୍ଧିକୁ ମୁଖ୍ୟ ପ୍ରସଙ୍ଗ କରି ରାଜରାସ୍ତାରୁ ସିଧା Continue Reading
National News
CHHATISHGAD,JAN 6 : Suresh Chandrakar, the main accused in the murder of journalist Mukesh Chandrakar in Chhattisgarh, was arrested by a Special Investigation Team (SIT) from Hyderabad on Sunday. A postmortem examination of the journalist revealed the nature of the grisly murder, with the victim having 15 fractures to his head, a broken neck and […]Continue Reading
Odisha News
ବରଗଡ଼, ୬/୧: ଧନୁଯାତ୍ରା ପାଇଁ ବରଗଡ଼ରେ ବଦଳିଲା ପାଠପଢା ସମୟ। ସମ୍ଭାବ୍ୟ ଭିଡ ଏବଂ ଟ୍ରାଫିକ୍ ସମସ୍ୟାକୁ ଦୃଷ୍ଟିରେ ରଖି ବରଗଡ ଜିଲା ଶିକ୍ଷା ବିଭାଗ ଆସନ୍ତା ୬ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ମଥୁରାନଗରୀରେ ରହିଥିବା ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକରେ ପାଠପଢା ସମୟକୁ ପରିବର୍ତ୍ତନ କରିଛି।ଏଣିକି ଧନୁଯାତ୍ରା ମହୋତ୍ସବ ସରିବା ପର୍ଯ୍ୟନ୍ତ ବରଗଡ଼ ସହରରେ ରହିଥିବା ସମସ୍ତ ସ୍କୁଲ, କଲେଜ ଗୁଡ଼ିକରେ ସକାଳ ୮ଟାରୁ ଅପରାହ୍ନ ୧ ଟା ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୬/୧ : ବୌଦ୍ଧ କଚେରୀ ପଡିଆ ଠାରେ ଆଜି ସନ୍ଧ୍ୟାରେ ବୌଦ୍ଧ ମହୋତ୍ସବ, ପଲ୍ଲିଶ୍ରୀମେଳାର ଚତୁର୍ଥ ଦିନର ସନ୍ଧ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଚତୁର୍ଥ ଦିବସ ର ସନ୍ଧ୍ୟା କାର୍ଯ୍ୟକ୍ରମ ର ମୁଖ୍ୟ ଅତିଥି ଭାବେ ମାନ୍ୟବର ବିଧାୟକ, ଫୁଲବାଣୀ ଶ୍ରୀଯୁକ୍ତ ଉମାଚରଣ ମଲ୍ଲିକ, ସମ୍ମାନୀତ ଅତିଥି ଭାବେ ପୂର୍ବତନ ଜ଼ିଲ୍ଲାପାଳ, ବୌଦ୍ଧ ଶ୍ରୀଯୁକ୍ତ ସତ୍ୟରଞ୍ଜନ ସାହୁ , ଜ଼ିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, Continue Reading
Odisha News
ପୁରୀ, ୫/୧ : ଶ୍ରୀମନ୍ଦିରରେ ବିଶୃଙ୍ଖଳା ତଥା ଅନ୍ୟ ଏକ ସେବକଙ୍କୁ ମାରପିଟ୍ ଘଟଣାରେ ଜଣେ ସେବାୟତ ରବିବାର ନିଲମ୍ବିତ ହୋଇଛନ୍ତି। ନିଲମ୍ବିତ ସେବାୟତ ‌ହେଲେ ବିଶ୍ବନାଥ ଖୁଣ୍ଟିଆ। ତାଙ୍କୁ ପ୍ରଶାସନ ନିଲମ୍ବନ କରିଛି। ନିଲମ୍ବନ ସମୟରେ ଶ୍ରୀ ପାଢ଼ୀ ଶ୍ରୀମନ୍ଦିରର କୌଣସି କାର୍ଯ୍ୟରେ ସଂପୃକ୍ତି ରଖିପାରିବେ ନାହିଁ।ସୂଚନା ଅନୁସାରେ ଶ୍ରୀମନ୍ଦିରରେ ବିଶୃଙ୍ଖଳା ତଥା ଅନ୍ୟ ଏକ ସେବକଙ୍କୁ ମାରପିଟ୍ ପାଇଁ ଶ୍ରୀମନ୍ଦିର ଆଇନ୍ ୨୧ (କ) ଧାରା ଅନୁସାରେ ମୁଖ ପଖାଳ Continue Reading
Odisha News
ଭୁବନେଶ୍ୱର,୫/୧: ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହୋଇଛି ଆଦିବାସୀ ମେଳା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦ୍‌ଘାଟନ କରିଛନ୍ତି।ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ ଆଦିବାସୀ ମେଳା। ପ୍ରବାସୀ ଭାରତୀୟ ଦିବସକୁ ଉପଲକ୍ଷେ ଚଳିତ ବର୍ଷ ଜାନୁଆରୀ ୨୬ ପରିବର୍ତ୍ତେ ୫ ତାରିଖରେ ଆଦିବାସୀ ମେଳା କରାଯାଉଛି।ମେଳାରେ ଆଦିବାସୀ ଗ୍ରାମ, ଆଦିବାସୀ ହାଟ, କଳା ଓ ହସ୍ତଶିଳ୍ପ ଗ୍ରାମ, ଜନଜାତି ଖାଦ୍ୟ ଫୁଡ କୋର୍ଟ, ଲାଇଭ ଡେମନଷ୍ଟ୍ରେସନ, ଭଗବାନ ର୍ବିସା Continue Reading