Home Articles posted by odadmin (Page 593)
Odisha News
ଭୁବନେଶ୍ୱର,୫/୧: ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ବରମୁଣ୍ଡା ଖେଳପଡ଼ିଆଠାରେ ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦ୍‌ଯାପନ ଅବସରରେ ପାଣି ପଞ୍ଚାୟତଗୁଡିକର ନିୟମ ଅନୁଯାୟୀ ନିର୍ବାଚନ ଓ କାଗଜପତ୍ର ଅଡିଟ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ପାଣି ପଞ୍ଚାୟତଗୁଡିକୁ ସଶକ୍ତ କରି ଏଗୁଡିକୁ କୃଷି ବିପଣନ କେନ୍ଦ୍ର ଭାବେ ବିକଶିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜଳସେଚନ ଏବଂ କୃଷି Continue Reading
Odisha News
ଭୁବନେଶ୍ୱର,୫/୧: ମୁଖ୍ୟମନ୍ତ୍ରୀଙ୍କ ଝାରସୁଗୁଡ଼ା ଗସ୍ତ ସମୟରେ ବଡ଼ ତ୍ରୁଟି ପରିଲକ୍ଷିତ ହୋଇଛି। ଯାହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଗତ ୨ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଝାରସୁଗୁଡ଼ା ଗସ୍ତରେ ଯାଇଥିଲେ।ମୁଖ୍ୟମନ୍ତ୍ରୀ ଝାରସୁଗୁଡ଼ାର ଝାଡ଼େଶ୍ୱରମନ୍ଦିରକୁ ପ୍ରବେଶ କରୁଥିବା ସମୟରେ ଏକ ଡ୍ରୋନ୍ ତାଙ୍କ ପାଖରେ ଖସିପଡ଼ିଥିଲା।ଡ୍ରୋନ୍‌ଟି ହଠାତ୍ ମୁଖ୍ୟମନ୍ତ୍ରୀଙ୍କ ପାଖରେ ଖସିପଡ଼ିବାରୁ ସେ ଚମକିପଡ଼ିଥିଲେ। ତାଙ୍କ ପାଖରେ ରାଜସ୍ବ Continue Reading
National News
RAIPUR, JAN 5: Four Maoists in uniform and a security personnel were killed during a fierce encounter in the Abujhmad area of Narayanpur district, Chhattisgarh, on Sunday. The gunfight took place as security forces intensified their anti-Maoist operations in the region. “Based on specific inputs about the presence of Maoists in the Abujhmad (meaning unfamiliar […]Continue Reading
Odisha News
ସମ୍ବଲପୁର, ୫/୧ : ସମ୍ବଲପୁର-ବରଗଡ଼ ଜାତୀୟ ରାଜପଥର କଣ୍ଟାପାଲି ଓଭରବ୍ରିଜ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ କାରକୁ ହାଇୱା ଧକ୍କା ଦେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ମୃତକ ଦ୍ୱୟ ବିଜେପି କର୍ମୀ। ସେମାନେ ହେଉଛନ୍ତି ଦଳର ଗୋଶାଳା ମଣ୍ଡଳ ସଭାପତି ଦେବେନ୍ଦ୍ର ନାୟକ ଓ ପୂର୍ବତନ ସରପଞ୍ଚ ମୁରଲୀଧର ଛୁରିଆ।ଦେବେନ୍ଦ୍ର ଓ ମୁରଲୀଧର କୌଣସି କାମରେ ଭୁବନେଶ୍ୱର ଯାଇଥିଲେ। ସେମାନେ ଟ୍ରେନ୍ ଯୋଗେ ସମ୍ବଲପୁର ଫେରିଥିଲେ। ସେଠାରୁ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୫/୧: ବୌଦ୍ଧ କଚେରୀ ପଡିଆ ଠାରେ ଆଜି ସନ୍ଧ୍ୟାରେ ବୌଦ୍ଧ ମହୋତ୍ସବ, ପଲ୍ଲିଶ୍ରୀମେଳା ର ତୃତୀୟ ଦିନର ସନ୍ଧ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ତୃତୀୟ ଦିବସ ର ସନ୍ଧ୍ୟା କାର୍ଯ୍ୟକ୍ରମ ର ମୁଖ୍ୟ ଅତିଥି ଭାବେ ମାନ୍ୟବର ମନ୍ତ୍ରୀ, ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ, ଇଲେକ୍ଟ୍ରୋ ନିକ୍ସ,ସୂଚନା, ପ୍ରଯୁକ୍ତି ବିଦ୍ୟା ଏବଂ ସଂସଦୀୟ ବ୍ୟାପାର ବିଭାଗ, ଓଡିଶା ସରକାର ଡ଼. ମୁକେଶ ମହାଲିଙ୍ଗ, ସମ୍ମାନୀତ ଅତିଥି ଭାବେ Continue Reading
Business News Top Stories
By Subrat Sarangi Bhubaneswar, Jan.5 : TP Central Odisha Distribution Limited (TPCODL), a joint venture of Tata Power and Government of Odisha, has been awarded a prestigious 4-Star rating at the Energy Conservation Award (ENCON) 2024, hosted by the Confederation of Indian Industry (CII), Eastern Region. The award recognizes organizations in the region that have […]Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୪/୧ : ନୟାଗଡ ଜଙ୍ଗଲରେ ଦ୍ୱିତୀୟ ଥର ପାଇଁ ମା ହେଲା କଳା ରଙ୍ଗର କଲରାପତରିଆ ବାଘୁଣୀ । ଏଭଳି ସୂଚନା ଦେଇଛନ୍ତି ନୟାଗଡ ବନଖଣ୍ଡ ଅଧିକାରୀ। ନୟାଗଡ ବନାଞ୍ଚଳ ଅଧୀନ ଓ ମହାନଦୀ ୱାଇଲଡ଼ ଲାଇଫ ବନାଞ୍ଚଳ ଅଧୀନରେ ୪ଟି କଳା କାଳରପତରିଆ ବାଘ ରହିଥିବା ବେଳେ।ଗତ ବର୍ଷ ୨ ଟି ବାଘ ଛୁଆ ଜନ୍ମ ହୋଇଥିବା ବେଳେ। ଚଳିତ ବର୍ଷ କିଛି ବାଘ ଛୁଆ ଜନ୍ମ କ୍ୟାମେରା କଏଦ ହୋଇଛି […]Continue Reading
Odisha News
ଭୁବନେଶ୍ୱର, ୪/୧: ୨୦୦୬ ବ୍ୟାଚ୍ ଆଇଏଏସ୍ ଅଧିକାରୀ ମନୋଜ କୁମାର ସାହୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବଭାବେ ନିଯୁକ୍ତ ହୋଇଛନ୍ତି । ଏ ନେଇ ଶନିବାର ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।ଗତ ନଭେମ୍ବର ୧୭ ତାରିଖରୁ କେନ୍ଦ୍ରୀୟ ଡେପୁଟେସନରେ ଓଡ଼ିଶା କ୍ୟାଡରକୁ ଆସିଛନ୍ତି ମନୋଜ । ସେ ତିନି ବର୍ଷ ପର୍ଯ୍ୟନ୍ତ ଇଣ୍ଟର-କ୍ୟାଡେଟ୍ ଡେପୁଟେସନରେ ଥିଲେ । ମନୋଜକୁ ଓଡ଼ିଶା କ୍ୟାଡରରେ ନିଯୁକ୍ତି Continue Reading