Home Articles posted by odadmin (Page 595)
Odisha News
ଛତିଶଗଡ଼, ୩/୧ : ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଟଳିଲେ ୩ ନକ୍ସଲ। ଓଡ଼ିଶା-ଛତିଶଗଡ଼ ସୀମାନ୍ତ ଗରିଆବନ୍ଧ ଜିଲ୍ଲାରେ ସୋରନାମାଲ୍ ଜଙ୍ଗଲରେ ଏହି ଏନକାଉଣ୍ଟର ହୋଇଛି।ସୋରନାମାଲ୍ ଜଙ୍ଗଲରେ ମାଓବାଦୀ ଥିବା ସୂଚନା ମିଳିଥିଲା। ଏହା ପରେ ଛତିଶଗଡ଼ ଓ ଓଡ଼ିଶାର ମିଳିତ ଅଭିଯାନ ଆରମ୍ଭ ହୋଇଥିଲା। ଏଥିରେ ଛତିଶଗଡ଼ର ଋ-୩୦ ଫୋର୍ସ, ୟଙ୍ଗ ପ୍ଲାଟୁନ, ସିଆରପିଏଫ ଓ ନୂଆପଡ଼ାର ଏସଓଜି ସାମିଲ ଥିଲେ।ଆଜି ସକାଳେ ସର୍ଚ୍ଚ ଅପରେସନ ବେଳେ ନକ୍ସଲଙ୍କ ସହିତ ସୁରକ୍ଷାକର୍ମୀଙ୍କର Continue Reading
National News
NEW DELHI, JAN 3 : India on Friday said it is closely following the developments in the case of Indian nurse Nimisha Priya, facing a death sentence in Yemen. Priya, who hails from Kollengode in Kerala’s Palakkad district, has been found guilty of murdering a Yemeni citizen in July, 2017. External Affairs Ministry spokesperson Randhir […]Continue Reading
Odisha News
ଭୁବନେଶ୍ୱର,୩/୧: ବର୍ଷ ଆରମ୍ଭରୁ ରାଜ୍ୟରେ ଶୀତର ପ୍ରଭାବ ବଢ଼ିଛି। ଗୁରୁବାର ରାଜ୍ୟର ଏକାଧିକ ସ୍ଥାନରେ ୧୦ ଡିଗ୍ରୀ ସେଲସିୟସ୍ କିମ୍ବା ଏହାଠାରୁ କମ୍ ତାପମାତ୍ରା ରେକର୍ଡ ହୋଇଛି।ରାଉରକେଲାରେ ସର୍ବନିମ୍ନ ତାପମାତ୍ରା ୭ଡିଗ୍ରୀ ରହିଥିଲାବେଳେ ଝାରସୁଗୁଡାରେ ୮ ଡିଗ୍ରୀ, କେନ୍ଦୁଝରରେ ୯.୫ ଡିଗ୍ରୀ, ଫୁଲବାଣୀରେ ୯.୫ ଡିଗ୍ରୀ, ଦାରିଙ୍ଗବାଡିରେ ୯.୫ ଡିଗ୍ରୀ, ସୁନ୍ଦରଗଡରେ ୯.୭ ଡିଗ୍ରୀ ଓ ସୋନପୁରରେ ୧୦ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି। ଭୁବନେଶ୍ୱରରେ Continue Reading
National News
NEW DELHI, JAN 3 : Prime Minister Modi and former Delhi Chief Minister Kejriwal exchanged strong words on Friday, as the BJP and AAP ramp up their political battle ahead of the assembly elections in the national capital next month. At a press conference, Kejriwal responded to Modi’s remarks on AAP’s rule in Delhi, accusing […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩/୧ : ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ଜଳିଗଲେ ସରପଞ୍ଚଙ୍କ ପତ୍ନୀ । ସରପଞ୍ଚ ବି ନିଆଁରେ ପୋଡ଼ି ହୋଇ ଗୁରୁତର ହୋଇଥିବା ବେଳେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଚାରିଛକରେ ଶ୍ରୀବନ୍ତ ମେହେର ଓ ତାଙ୍କ ପତ୍ନୀ ରହୁଥିଲେ। ଶ୍ରୀବନ୍ତ ବାଣିଭୂଷଣପୁର ପଞ୍ଚାୟତର ସରପଞ୍ଚ ଥିବା ବେଳେ ପତ୍ନୀ ବିଷ୍ଣୁପ୍ରିୟା ଶିକ୍ଷକତା କରୁଥିଲେ ।ଗତକାଲି ବିଷ୍ଣୁପ୍ରିୟା Continue Reading
Odisha News
ଭୁବନେଶ୍ୱର,୩/୧: କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନାର ରିଲିଫ ପାଣ୍ଠିରୁ ସହାୟତା ଦିଆଯିବ।୩୩ ପ୍ରତିଶତରୁ ଅଧିକ ଫସଲ ନଷ୍ଟ ହୋଇଥିଲେ ସହାୟତା ମିଳିବ। ଅଦିନିଆ ବର୍ଷାରେ ୬ ଲକ୍ଷ ୬୬ ହଜାର ୭ ଶହ ଚାଷୀ କ୍ଷତିଗ୍ରସ୍ତ ହୋଇଛନ୍ତି। ୨ ଲକ୍ଷ ୯୧ ହଜାର ହେକ୍ଟର ଫସଲ କ୍ଷତି ହୋଇଥିବା ବେଳେ ୨୯୧ କୋଟି ସହାୟତା ମିଳିବ Continue Reading
Odisha News
ଅନୁଗୁଳ, ୩/୧ : ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଭାଙ୍ଗମୁଣ୍ଡା ଗ୍ରାମରେ ଗତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ରାତି ଅଧରେ ଦୁର୍ବୃତ୍ତ ପଶି ଘରେ ଶୋଇଥିବା ନାବାଳକ ଭାଇଭଉଣୀଙ୍କୁ ଗୁଳିମାଡ଼ କରିଛନ୍ତି। ଉଭୟଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି। ତେବେ ଦୁର୍ବୃତ୍ତ ପତ୍ତା ମିଳି ପାରିନି।ଗୁଳିମାଡ଼ର ଶିକାର ହୋଇଥିବା ନାବାଳକ ଭାଇଭଉଣୀ ହେଲେ ପ୍ରଫୁଲ୍ଲ ମିର୍ଧାଙ୍କ ୧୫ ବର୍ଷୀୟା ଝିଅ ଜାଜ୍ଞସେନି ମିର୍ଧା ଓ ୧୧ ବର୍ଷୀୟ ପୁଅ ପ୍ରକାଶ ମିର୍ଧା । ଗତ […]Continue Reading