Home Articles posted by odadmin (Page 602)
Odisha News
ଭଦ୍ରକ, ୨୭/୧୨ : ଭଦ୍ରକ ଜିଲ୍ଲା ଚାନ୍ଦବାଲି ଏନଏସି ନରସିଂହପୁର ଗାଁରେ ଏକ ଅଘଟଣ ଘଟିଯାଇଛି । ବିଲରେ ଧାନ କାଟୁଥିବା ବେଳେ ୧୧ କେଭି ତାର ସଂସ୍ପର୍ଶରେ ଆସି ଜଣେ ଚାଷୀଙ୍କର ମୃତ୍ୟୁ ହୋଇଛି । ମୃତ ଚାଷୀ ଜଣଙ୍କ ପ୍ରମୋଦ ଦାସ ବୋଲି ଜଣାପଡିଛି ।ସୂଚନା ଅନୁସାରେ, ଆଜି ସକାଳେ ପ୍ରମୋଦ ଧାନ କାଟିବାକୁ ବିଲକୁ ଯାଇଥିଲେ । ଏହି ସମୟରେ ସେ ହଠାତ ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଯାଇଥିଲେ । […]Continue Reading
National News
NEW DELHI,DEC 27 : Several top leaders, including Prime Minister Narendra Modi, on Friday paid tributes to former Prime Minister Manmohan Singh at his residence. Draped in tricolour, the body of the former prime Minister was placed in a flower-bedecked casket at his residence, where leaders cutting across party lines paid their last respects to […]Continue Reading
Odisha News
ଭୁବନେଶ୍ୱର,୨୭/୧୨: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳକୁ ରାଜ୍ୟ ସରକାର ବଢାଇଦେଇଛନ୍ତି। ତାଙ୍କ କାର୍ଯ୍ୟକାଳ ଏକ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ଆସନ୍ତା ୩୧ରେ ସରୁଥିଲା।ସେ ଗତ ଜୁନ୍ ୩୦ରେ ଓଡ଼ିଶା ନୂଆ ମୁଖ୍ୟଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା। ସେ ପ୍ରଦୀପ ଜେନାଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଥିଲେ। ମନୋଜ ହେଉଛନ୍ତି ୧୯୯୦ ବ୍ୟାଚର ଆଇଏଏସ ଅଫିସର।ମନୋଜ ଆହୁଜା କେନ୍ଦ୍ରୀୟ ଡେପୁଟେସନରେ ଥିଲେ। Continue Reading
Odisha News
ବ୍ରହ୍ମପୁର,୨୭/୧୨: ବ୍ରହ୍ମପୁରର ଏକ ଇଲେକ୍ଟ୍ରି ଗାଡ଼ି ଶୋ’ ରୁମ୍‌ରେ ଶୁକ୍ରବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଟାଉନ ଥାନା ରେଡ୍ଡୀ ଗ୍ୟାରେଜ ଛକ ନିକଟ ଶୋ’ ରୁମ୍‌ରେ ଶଟ୍‌ସର୍କିଟ୍‌ରୁ ଅଗ୍ନିକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି। ତେବେ ଏହି ଅଗ୍ନିକାଣ୍ଡରେ ଏକାଧିକ ଗାଡ଼ି ଜଳିପୋଡ଼ି ଛାରଖାର ହୋଇଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି।Continue Reading
Odisha News
ଭୁବନେଶ୍ୱର,୨୭/୧୨: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିବା ପରେ ଗୋଟିଏ ଦିନ ପାଗ ଶୁଖଲା ରହିଥିବାବେଳେ ପୁଣି ବର୍ଷା ଆସୁଛି। ପଶ୍ଚିମାଝଡ଼ ପ୍ରଭାବରେ ଆସନ୍ତା ୨୮ ଓ ୨୯ ତାରିଖରେ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର।ଉତ୍ତର ତଥା ଉତ୍ତର ପଶ୍ଚିମ ଓଡ଼ିଶାର କିଛି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶଙ୍କ ସୂଚନା ଦେଇଛନ୍ତି।ଅନ୍ୟପକ୍ଷରେ ଲଘୁଚାପ ଜନିତ ବର୍ଷାରେ ରାଜ୍ୟର ବିଭିନ୍ନ Continue Reading
Odisha News
ନୂଆଦିଲ୍ଲୀ,୨୬/୧୨ : ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପ୍ରଖ୍ୟାତ ଅର୍ଥନୀତିଜ୍ଞ ଓ ରାଜନେତା ମନମୋହନ ସିଂହ ଆଉ ନାହାନ୍ତି। ଦିଲ୍ଲୀ ଏମ୍ସରେ ୯୨ ବର୍ଷରେ ଶ୍ରୀ ସିଂହ ସମସ୍ତଙ୍କୁ ଛାଡ଼ି ପରପାରିକୁ ଚାଲି ଯାଇଛନ୍ତି। ଆଜି ସନ୍ଧ୍ୟାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଏମ୍ସର ଏମର୍ଜେନ୍ସି ୱାର୍ଡରେ ସ୍ୱତନ୍ତ୍ର ଡାକ୍ତରୀ ଟିମ ତାଙ୍କର ଚିକିତ୍ସା କରିଥିଲେ। ହେଲେ ଡାକ୍ତରୀ ଟିମର ସବୁ ଚେଷ୍ଟା ସତ୍ତ୍ୱେ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୬/୧୨ : ସଡକ ସୁରକ୍ଷା ପ୍ରସ୍ତୁତି ବୈଠକ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲାପାଳ ସୁବ୍ରତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଶେଷ ଭାବରେ ପିକ୍ ନିକ୍ ସମୟରେ ଦୁର୍ଘଟଣା ଅଧିକ ଆଶଙ୍କା ରହୁଥିବାରୁ ସମସ୍ତ ପ୍ରକାର ସତର୍କତା ପଦକ୍ଷେପ ଗ୍ରହଣ କରାଯିବା ଉପରେ ଗୁରୁତ୍ୱ ପ୍ରଦାନ କରାଯାଇଥିଲା ।ଦୁର୍ଘଟଣା ପ୍ରବଣ ସ୍ଥାନ ଗୁଡିକୁ ସାଇନବୋର୍ଡ ଦ୍ୱାରା ଚିହ୍ନଟ Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୨୬/୧୨ : ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି।ସ୍ଥାନୀୟ ଭୀମ ଭୋଇ ମେଡ଼ିକାଲ କଲେଜ ଏବଂ ହସ୍ପିଟାଲ ପେକ୍ଷାଳୟରେ ଜିଲ୍ଲା ସ୍ତରୀୟ ସୁଶାସନ ଦିବସ ପାଳିତ ହୋଇଛି।ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ,ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂ ଦେଓ,କଣ୍ଟାବାଞ୍ଜି ବିଧାୟକ ଶ୍ରୀ ଲକ୍ଷ୍ମଣ ବାଗ,ଜିଲ୍ଲା ପରିଷଦ Continue Reading